• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୌରାଂଚଳ ୨ ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ଯାଂଚ କଲେ ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
January 9, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟକୁ ଆଇଏସଓ ମାନ୍ୟତା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୯ ଜାନୁଆରୀ ଶନିବାର )ହିଞ୍ଜିଳିକାଟୁ  :-  ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ରାଜ୍ୟର ୧୦୧ଟି ଉଚ୍ଚ ବିଦ୍ୟାଳୟରେ ସେଂଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା ହେବ । ପାଠ୍ୟକ୍ରମରେ ସ୍ପୋକେନ ଇଂରାଜୀ ବିଷୟ ସାମିଲ କରାଯିବ ସହ ଉନ୍ନତମାନର ପାଠାଗାର ସ୍ଥାପନ କରି ଶିକ୍ଷାର୍ଥୀ ମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ବ୍ୟବସ୍ଥା ସକାଶେ ମୂଳ ଲକ୍ଷ୍ୟ ରହିଛି । ଏଥି ପୂର୍ବରୁ ହିଞ୍ଜିଳିକାଟୁ ପୌରାଂଚଳର ସରକାରୀ ବୃନ୍ଦାବନ ବିଦ୍ୟାଳୟ ଓ ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସଲେନ୍ସ ଘୋଷଣା କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଶନିବାର ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ହିଞ୍ଜିଳି ଗ୍ରସ୍ତ କରି ସ୍ଥାନୀୟ ପୌରାଂଚଳ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ପଂହଚି ବିଦ୍ୟାଳୟର ଆବଶ୍ୟକୀୟ ଭିତିଭୂମିର ତଦାରଖ କରିଥିଲେ । ଆବଶ୍ୟକୀୟ ଅନ୍ୟାନ କାର୍ଯ୍ୟକ୍ରମ ସମ୍ପର୍କରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ, ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । ଦୀର୍ଘ ୯ମାସ ପରେ ବିଦ୍ୟାଳୟରେ ୧୦ମ ଶ୍ରେଣୀ ଶିକ୍ଷାର୍ଥୀଙ୍କ ସକାଶେ ଶିକ୍ଷ। ।ଦାନ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ବେଳେ ୧୦ମ ଶ୍ରେଣୀ ଶ୍ରେଣୀ ପ୍ରକୋଷ୍ଠରେ ପଂହଚି ଶିକ୍ଷାର୍ଥୀଙ୍କ ସାମାଜିକ ଦୂରତ୍ୱ ରକ୍ଷା, ମାସ୍କ ପରିଧାନ କରିଥିବାର ଦେଖି ଖୁସିବ୍ୟକ୍ତ କରିଥିଲେ । କିଛି ସମୟ ସକାଶେ ଶିକ୍ଷାର୍ଥୀ ମାନଙ୍କ ସହ ଶିକ୍ଷାଦାନ ସମ୍ପର୍କରେ ଆଲୋଚନା କରିଥିଲେ ।

ଜିଲ୍ଲାପାଳ ଙ୍କ ଗ୍ରସ୍ତ ସମୟରେ ଜିଲ୍ଲା ଶିକ୍ଷାଧିକାରୀ ଅମୁଲ୍ୟ କୁମାର ପ୍ରଧାନ, ସର୍ବଶିକ୍ଷା ଅଭିଯାନ ଜିଲ୍ଲା ପ୍ରକଳ୍ପ ସଂଯୋଜକ ତଥା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ବିନିତା ସେନାପତି, ବିଡ଼ିଓ ପ୍ରସନ କୁମାର ପାତ୍ର, ପୌର କାର୍ଯ୍ୟ ନି ର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁ, ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିଲତା ମୁନି, ପୌର କନିଷ୍ଠ ଯନ୍ତ୍ରୀ ମାନସ ରଂଜନ ଦାଶ, ଦିଲ୍ଲିପ କୁମାର ମିଶ୍ରଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ । ପ୍ରକାଶ ଥାଉକି, ଏଥି ପୂର୍ବରୁ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ରଘୁରାମ ଆୟାର ଓ ଜିଲ୍ଲାପାଳ କୁଲାଙ୍ଗେ ହିଞ୍ଜିଳି ଗ୍ରସ୍ତ କରି ସ୍ଥାନୀୟ ବ୍ଳକର ୨୩ଟି ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସଲେନ୍ସ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସକାଶେ ବିଭାଗୀୟ ଅଧିକାରୀ ଓ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟି କର୍ମକର୍ତାଙ୍କ ସହ ଆଲୋଚନା କରିଥିଲେ । ( ରିପୋର୍ଟ ଶୁସାନ୍ତ ପ୍ରଧାନ ହିଞ୍ଜିଳିକାଟୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version