• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲାପାଳ ଡ଼ଃ ପୋମା ଟୁଡୁ ସ୍ଥିତି ପରଖିବା ପାଇଁ ; ବଜେନ୍ଦ୍ର ଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟରେ ପହଂଚି ଥିଲେ ଓ ପାଠ ପଢା ବ୍ୟବସ୍ଥା ଆଦି ବୁଲି ଦେଖିଥିଲେ l

Proprietor Abhimanyu Maharana by Proprietor Abhimanyu Maharana
January 11, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ନୟାଗଡ ଜିଲ୍ଲାପାଳ ଡ଼ଃ ପୋମା ଟୁଡୁ ସ୍ଥିତି ପରଖିବା ପାଇଁ ; ବଜେନ୍ଦ୍ର ଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟରେ ପହଂଚି ଥିଲେ ଓ ପାଠ ପଢା ବ୍ୟବସ୍ଥା ଆଦି ବୁଲି ଦେଖିଥିଲେ l
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଜାନୁଆରୀ ରବିବାର ) ରଣପୁର :- କରୋନା ମହାମାରୀ କାରଣରୁ ଦୀର୍ଘ ୯ ମାସ ପରେ ଗତ ଶୁକ୍ରବାର ୮ ତାରିଖରେ ବିଦ୍ୟାଳୟ ଖୋଲିଛି l ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଏସ.ଓ.ପି ପାଳନ ସହିତ ବିଦ୍ୟାଳୟକୁ ସଫା ସୁତୁରା ରଖିବାକୁ କଡା ନିର୍ଦ୍ଦେଶ ରହିଛି l ଏହା ସହିତ ବିଦ୍ୟାଳୟଗୁଡିକରେ ସାନିଟାଇଜ, ସ୍କ୍ରିନିଂ ଟେଷ୍ଟ, ମାସ୍କ ବ୍ୟବହାର, ସାମାଜିକ ଦୂରତା ରକ୍ଷା କରିବା, ବିଦ୍ୟାଳୟ ପରିବେଶ ସଫା ସୁତୁରା ରଖିବା ପାଇଁ ସରକାରଙ୍କ ତରଫରୁ କଡା ନିର୍ଦ୍ଦେଶ ରହିଛି l ଏହା ସହିତ ରବିବାର ମଧ୍ୟ ବିଦ୍ୟାଳୟ ଖୋଲା ରହି ପାଠ ପଢ଼ାଇବା ପାଇଁ ନିର୍ଦ୍ଦେଶ ରହିଛି l

ଏହି ନିୟମ ଠିକ ଭାବେ ପାଳନ କରାଯାଉଛି କି ନାହିଁ ତାହା ପରଖିବା ପାଇଁ ବିଭିନ୍ନ ଅଧିକାରୀ ତଥା ଉଚ୍ଚ ପଦସ୍ଥ ଅଧିକାରୀମାନେ ବିଦ୍ୟାଳୟ ବୁଲି ଦେଖୁଛନ୍ତି l ବିଦ୍ୟାଳୟ ଗୁଡିକର ସ୍ଥିତି ପରଖିବା ପାଇଁ ପୂର୍ବାହ୍ନରେ ଜିଲ୍ଲା ମଙ୍ଗଳ ଅଧିକାରୀ ସିମାଚଳ ବେହେରା ଆସି ରଣପୁର ବ୍ଲକର ବଜେନ୍ଦ୍ର ଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟରେ ପହଂଚି ଥିଲେ l ଅପରାହ୍ନରେ ନୟାଗଡ ଜିଲ୍ଲାପାଳ ଡ଼ ପୋମା ଟୁଡୁ ମଧ୍ୟ ସ୍ଥିତି ପରଖିବା ପାଇଁ ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ପହଂଚି ଥିଲେ l ଜିଲ୍ଲାପାଳ ମହୋଦୟା ବିଦ୍ୟାଳୟର ପରିଷ୍କାର ପରିଚ୍ଛନତା, ସାନିଟାଇଜ ବ୍ୟବସ୍ଥା, ପାଠ ପଢା ବ୍ୟବସ୍ଥା ଆଦି ବୁଲି ଦେଖିଥିଲେ l ଶ୍ରେଣୀଗୃହରେ ଛାତ୍ରଛାତ୍ରୀମାନଙ୍କୁ ଜିଲ୍ଲାପାଳ ମହୋଦୟା ପାଠ ପଢା ଓ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ବିଭିନ୍ନ କଥା ପଚାରି ଥିଲେ l

ଏହା ସହିତ ବିଦ୍ୟାଳୟର “ମୋ ସ୍କୁଲ” କାର୍ଯ୍ୟକ୍ରମକୁ ମଧ୍ୟ ବୁଲି ଦେଖିଥିଲେ l ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ତଥା ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା ଓ ବରିଷ୍ଠ ଶିକ୍ଷକ ବସନ୍ତ କୁମାର ସାହୁ ଜିଲ୍ଲା ମଙ୍ଗଳ ଅଧିକାରୀ ଓ ଜିଲ୍ଲାପାଳ ମହୋଦୟାଙ୍କୁ ବିଦ୍ୟାଳୟର ପରିବେଶ, ବିଭିନ୍ନ କାର୍ଯ୍ୟକ୍ରମ ବୁଲାଇ ଦେଖାଇ ଥିଲେ l ସର୍ବଦା ସାମାଜିକ ଦୂରତା ରକ୍ଷା କରିବା ଓ ମାସ୍କ ବ୍ୟବହାର ଉପରେ ଗୁରୁତ୍ୱ ଦେବା ପାଇଁ ଜିଲ୍ଲାପାଳ ମହୋଦୟା ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ l ରବିବାରରେ ବିଦ୍ୟାଳୟ ସୁଚାରୁରୂପେ ଚାଲିଥିବା ଜିଲ୍ଲାପାଳ ମହୋଦୟା ମତ ଦେଇଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version