ପୋଲସରା (ଓଡିଶା ତାଜା ନିଉଜ୍) 26.1.2020 :- ୭୧ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆସ୍କା ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡଳା ଗ୍ରାମର ଶ୍ରୀ ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ ର ଦ୍ୱିତୀୟ ବାର୍ଷିକ ଉତ୍ସବ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ମାନ୍ୟବର ଆସ୍କା ଲୋକସଭା ସାଂସଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ବିଧାୟିକା ଆସ୍କା ଓ ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି । ସରପଞ୍ଚ ସମିତିସଭ୍ୟ,ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଗ୍ରାମବାସୀ ଉପସ୍ଥିତ ଥିଲେ । ରିପୋଟର ସୁକାନ୍ତ କୁମାର ବେହେରା,ଆସିକା