• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭିନ୍ନକ୍ଷମ ମାନଙ୍କ ପାଇଁ କାର୍ଯ୍ୟରତ ପିଏଜି ଛୋଟେଇ ଓ ବକେୟା ଦରମା ନ ଦେବା ପ୍ରତିବାଦରେ – ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ 

Proprietor Abhimanyu Maharana by Proprietor Abhimanyu Maharana
January 12, 2021
in ଓଡ଼ିଶା, ଗଜପତି, ହୋମ୍
0
ଭିନ୍ନକ୍ଷମ ମାନଙ୍କ ପାଇଁ କାର୍ଯ୍ୟରତ ପିଏଜି ଛୋଟେଇ ଓ ବକେୟା ଦରମା ନ ଦେବା ପ୍ରତିବାଦରେ – ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ 
Share on FacebookShare on TwitterWhatsapp

 ଓଡ଼ିଶା ତାଜା ନ୍ୟୁଜ୍ (୧୨ ଜାନୁଆରୀ ମଙ୍ଗଳବାର ) ପାରଳାଖେମୁଣ୍ଡି  :- ଗଜପତି ଜିଲ୍ଲା’ର ୧୩୯ ଟି ପଞ୍ଚାୟତ’ରେ ଭିନ୍ନକ୍ଷମ ମାନଙ୍କ ନିମନ୍ତେ ସରକାରଙ୍କ ପକ୍ଷରୁ ନିଯୁକ୍ତି ପାଇଥିବା କାର୍ଯ୍ୟରତ ପିଏଜି ମାନଙ୍କୁ ଦୀର୍ଘ ୧୭ ମାସର ଦରମା ନ ଦେଇ ହଠାତ ବିନା ନୋଟିସ’ରେ ଛଟେଇ କରି ଦେଇଥିବା ପ୍ରତିବାଦ’ରେ ଆଜି ପିଏଜି ସଙ୍ଘ ପକ୍ଷରୁ ପାରଳାଖେମୁଣ୍ଡି ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପରେ ଦାବି ପୂରଣ ପାଇଁ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଡେପୁଟି କଲେକ୍ଟର ଭାସ୍କର ଚନ୍ଦ୍ର ସାହୁ’ଙ୍କୁ ପ୍ରଦାନ କରା ଯାଇଥିଲା ।

ଏହି ଅବସରରେ ପିଏଜି ସଙ୍ଘ ପକ୍ଷରୁ ସ୍ଥାନୀୟ କଲେଜ ଛକରୁ ସଂଘର ସଭାପତି ଶ୍ରୀ କେ: ଶିବାଜୀ ଓ ସମ୍ପାଦକ ଶ୍ରୀ ରବିନ କୁମାର ମିଶାଲ’ଙ୍କ ନେତୃତ୍ୱରେ ଏକ ବିରାଟ ପ୍ରତିବାଦ ଶୋଭାଯାତ୍ରା’ରେ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।

ସାମ୍ବାଦିକ ମାନଙ୍କୁ ସୂଚନା ଦେଇ ସଂଘର ସମ୍ପlଦକ ଶ୍ରୀ ରବିନ କୁମାର ମିଶାଲ କହିଥିଲେ ଯେ , ଆମେ ଗତ ୨୦୧୮ ଡିସେମ୍ବର ମାସରେ ରାଜ୍ୟସ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଶସକ୍ତିକରଣ ବିଭାଗ ପକ୍ଷରୁ ବିଭିନ୍ନ ପଞ୍ଚାୟତ ସ୍ତରରେ ଥିବା ଭିନ୍ନକ୍ଷମ ଭାଇ ଭଉଣୀ ମାନଙ୍କ ବିଭିନ୍ନ ସେବା ମୂଳକ କାର୍ଯ୍ୟ କରିବା ପାଇଁ ନିଯୁକ୍ତି ପାଇଥିଲୁ । କାଏମ ଗୁଡିକ ମଧ୍ୟରେ ମୁଖ୍ୟତଃ ଭିନ୍ନକ୍ଷମ ମାନଙ୍କ ଆଧାର କାର୍ଡ , ପେନସନ , ପ୍ରମାଣପତ୍ର , ଭୀମଭୋଇ ସାମର୍ଥ୍ୟ ଶିବିରକୁ ନେବା ଆଣିବା , ମୋବାଇଲ ନମ୍ବର , ପାସବୁକ , ଆଇଡି କାର୍ଡ ଏଭଳି ୧୪ ସୁତ୍ରୀ ଉପରେ କାର୍ଯ୍ୟ କରି ଆସୁଥିଲୁ ।

ଆମକୁ ଦୀର୍ଘ ମାସ ଧରି ଖଟାଇ ଏବଂ ତାଙ୍କର ବିଭିନ୍ନ କାମ ହାସଲ ହେବା ପରେ ଆମକୁ ଦରମା ନ ଦେଇ ହଠାତ ବିନା ନୋଟିସ’ରେ ଛଟେଇ କରିଦେଲେ ।ଏଥିରେ ଆମ ପରିବାର ପେଟରେ ଲାତ ମାରିବା ଭଳି କରିଛନ୍ତି । ଆମକୁ ଛଟେଇ କରିଦେଲେ ଆମେ କୁଆଡେ ଯିବୁ । ଏଥିରେ ଅନେକ ଭିନ୍ନକ୍ଷମ ଭାଇଭଉଣୀ ମଧ୍ୟ ରହିଛନ୍ତି । ତେଣୁ ଆମର ଦାବି ହେଉଛି ଯେ ଆମକୁ ପୁନଃ ନିଯୁକ୍ତି ଦେବା ସହ ସରକାରୀ କର୍ମଚାରୀ’ର ମାନ୍ୟତା। ଦିଆଯାଉ ଏବଂ ଆମର ୧୭ ମାସସର ବକେୟା ଦରମା ତୁରନ୍ତ ଦିଆଯାଉ ।ଆମର ଏସବୁ ଦାବବି ତୁରନ୍ତ ପୁରାଣ କରା ନ ଗଲେ ଆଗାମୀ ଦିନରେ ଏହାର ପ୍ରତିବାଦ’ରେ ଆମର ଆନ୍ଦୋଳନ’କୁ ତୀବ୍ର କରିବାକୁ ବାଧ୍ୟ ହେବୁ ବୋଲି କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version