• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତନ ସରପଂଚ ନବଘନ ବାରିକଙ୍କ ସ୍ମୃତିଚାରଣ ସଭା

Proprietor Abhimanyu Maharana by Proprietor Abhimanyu Maharana
January 12, 2021
in ଓଡ଼ିଶା, ଯାଜପୁର, ହୋମ୍
0
ପୂର୍ବତନ ସରପଂଚ ନବଘନ ବାରିକଙ୍କ ସ୍ମୃତିଚାରଣ ସଭା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍  ( ୧୨ ଜାନୁଆରୀ ମଙ୍ଗଳବାର ) କୋରାଇ  :-କୋରାଇ ବ୍ଲକ ଅନ୍ତର୍ଗତ ଅଭିଭକ୍ତ କନ୍ତୋର ପଂଚାୟତର ପୂର୍ବତନ ସରପଂଚ ସ୍ୱର୍ଗତ ନବଘନ ବାରିକଙ୍କ ଏକାଦଶାହ ଅବସରରେ ମଙ୍ଗଳବାର ଏକସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଆଜି ତାଙ୍କ କାଚରାସାହିସ୍ଥିତ ବାସଭବନ ପରିସରରେ କୋରାଇ ବ୍ଲକର ପୂର୍ବତନଅଧ୍ୟକ୍ଷ ଭିକାରି ଚରଣ ବରାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ମୃତିଚାରଣ ସଭାରେ କୋରାଇ ମଣ୍ଡଳ ସାହିତ୍ୟ ସଂସଦର ସଂପାଦକ ପଣ୍ଡିତ ଡକ୍ଟର ସୂର୍ଯ୍ୟମଣି ଖୁଂଟିଆ, ବରିଷ୍ଠ କଂଗ୍ରେସ ନେତା ହରେକୃଷ୍ଣ ସାହୁ ଅତିଥିଭାବେ ଯୋଗଦେଇ ସ୍ୱର୍ଗତ ବାରିକ ଜଣେ ଧର୍ମପରାୟଣ, ନିସ୍ୱାର୍ଥପର ତଥା ଲୋକପ୍ରିୟ ନେତା ଥିଲେ ବୋଲି ବକ୍ତବ୍ୟ ପ୍ରସଙ୍ଗରେ କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ କୋରାଇ ନିର୍ବାଚନ ମଣ୍ଡଳୀର ବିଜେଡି ସଭାପତି ଧନେଶ୍ୱର ବାରିକ, କୋରାଇ ବ୍ଲକ ବିଜେଡି ସଭାପତି ଭକ୍ତବତ୍ସଳ ସ୍ୱାଇଁ, ସ୍ଥାନୀୟ ସରପଂଚ ସସ୍ମିତା ତରେଇ , ସମିତି ସଭ୍ୟା ତିଳୋତମା ସେଠୀ, ତୁଳତି ସରପଂଚ ଦୀପ୍ତିମୟୀ କୁଅଁର,ବରୁଣ୍ଡାଇ ସମିତିସଭ୍ୟା ଜୟନ୍ତୀ ସାହୁ, ବହବିରୁଆଁ ସଭିତିସଭ୍ୟ ପ୍ରମୋଦ

କୁମାର ସାହୁ, ପଛିକୋଟ ସମିତିସଭ୍ୟ ନୀଳମାଧବ ଚକ୍ର, ସମବାୟବିତ ରାଜେନ୍ଦ୍ର କୁମାର ରାଉତରାୟ , ସାମ୍ବାଦିକ ମଳୟ କୁମାର ମଲ୍ଲିକ, ପବିତ୍ର ମୋହନ ରାଉତରାୟ , ବରିଷ୍ଠ କଂଗ୍ରେସ ନେତା ପ୍ରଫୁଲ୍ଲ ନାୟକ , ଚନ୍ଦ୍ର ଶେଖର ସାହୁ, ପୂର୍ବତନ ସଭିତି ସଭ୍ୟା ତଥା ବୋହୂ ଲକ୍ଷ୍ମୀପ୍ରିୟା ବାରିକ, ଶିକ୍ଷାବିତ ଦେବବ୍ରତା ମହାନ୍ତି , କନ୍ତୋର ସମିତିସଭ୍ୟ ଅଶୋକ ବାରିକ, ଅନ୍ଧାରୀ ସମିତି ସଭ୍ୟ କୁଳମଣି ଦାସ, ବସନ୍ତ ମହାକୁଡ, ପୂର୍ବତନ ସରପଂଚ ରାମଚନ୍ଦ୍ର ଭଞ୍ଜ, ଶାଶୀକାନ୍ତ ସେନାପତି, ସୁକର୍ଣ୍ଣ ରାଉତ, ମାର୍କଣ୍ଡ ମିଶ୍ର, ସନ୍ତୋଷ କୁମାର ବେହେରା, ଗୌରିଶଙ୍କର ମହାପାତ୍ର, ସୀତାକାନ୍ତ କୁଅଁର, ବାଉରୀବନ୍ଧୁ ଜେନା, ଅଶ୍ୱିନୀ କୁମାର ଜେନାଙ୍କ ସମେତ ବହୁ ରାଜନେତା, ବୁଦ୍ଧଜୀବୀ ଓ ଅଂଚଳବାସୀ ଯୋଗ ଦେଇ ସ୍ମୃତିଚାରଣ ପୂର୍ବକ ସ୍ୱର୍ଗତ ଅତ୍ମାର ସଦ୍‌ଗତି କାମନା ନିମନ୍ତେ ପ୍ରାରମ୍ଭରେ ୨ମିନିଟ୍ ନିରବ ପ୍ରାର୍ଥନା କରିଥିଲେ । ଶେଷରେ ପୁତ୍ର ନୀଳମାଧବ ବାରିକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । (ରିପୋର୍ଟ – ରଶ୍ମିରେଖା ମଲ୍ଲିକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version