• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଳାଭୂମି ଗୁଡ଼ିକୁ ଦିଆଯିବ ନୂଆ ରୂପ ; ତିନୋଟି ବେଳାଭୂମି ପାଇଁ – ମୁଖ୍ୟମନ୍ତ୍ରୀ ଙ୍କ ର ମାଷ୍ଟର ପ୍ଲାନ୍ ।।

Proprietor Abhimanyu Maharana by Proprietor Abhimanyu Maharana
January 13, 2021
in ଓଡ଼ିଶା, ପୁରୀ, ବାଲେଶ୍ଵର, ମହାନଗର, ହୋମ୍
0
ବେଳାଭୂମି ଗୁଡ଼ିକୁ ଦିଆଯିବ ନୂଆ ରୂପ ; ତିନୋଟି ବେଳାଭୂମି ପାଇଁ – ମୁଖ୍ୟମନ୍ତ୍ରୀ ଙ୍କ ର ମାଷ୍ଟର ପ୍ଲାନ୍ ।।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍  ( ୧୨ ଜାନୁଆରୀ ମଙ୍ଗଳବାର ) ଭୁବନେଶ୍ୱର :-  ମାନ୍ୟବର ମୁଖ୍ୟମନ୍ତ୍ରୀ ଚନ୍ଦ୍ରଭାଗା ଓ ତାଳସାରୀ ବେଳାଭୂମିର ବିକାଶ ନିମନ୍ତେ ଦୁଇଟି ମହତ୍ତ୍ୱାକାଂକ୍ଷୀ ଯୋଜନାର ରୂପାୟନ ନିମନ୍ତେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ସେ କହିଛନ୍ତି ଯେ ଅଧିକ ପରିମାଣର ଘରୋଇ ଓ ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ରାଜ୍ୟ ସରକାର ପର୍ଯ୍ୟଟନ ବିକାଶ ଉପରେ ଅଗ୍ରାଧିକାର ଦେଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ପୁରୀ-କୋଣାର୍କ ବେଳାଭୂମିର ଚନ୍ଦ୍ରଭାଗା ଠାରେ ଏକ କିଲୋମିଟର ବ୍ୟାପୀ ଅଞ୍ଚଳର ବିକାଶ ନିମନ୍ତେ ଓ ସେଥିପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନରେ ଜଳକ୍ରୀଡ଼ା, ଆମୋଦ ପ୍ରମୋଦ, ସୁଦୃଶ୍ୟ ଚଲାପଥ, ସାଇକେଲ୍‌ ଟ୍ରାକ୍‌, ସମୁଦ୍ର କୂଳେ କୂଳେ କାଠର ଚଲାପଥ, ଛୋଟ ପିଲାଙ୍କ ଖେଳ ପାଇଁ ଅଞ୍ଚଳ, ସୂର୍ଯ୍ୟୋଦୟ ଦେଖିବା ପାଇଁ ମଞ୍ଚ ଓ ଦୁଃସାହସିକ କ୍ରୀଡ଼ା ଆସି ଅତ୍ୟାଧୁନିକ ସୁବିଧାକୁ ଅନ୍ତର୍ଭୁକ୍ତ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି ।

ସେ ପୁଣି କହିଛନ୍ତି ଯେ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା, ଲ୍ୟାଣ୍ଡସ୍କେପିଂ ଓ ସୌର ଆଲୋକ ସୁବିଧା ସହିତ ସ୍ଥାନୀୟ ଲୋକଙ୍କ ଅଂଶଗ୍ରହଣକୁ ସୁନିଶ୍ଚିତ କରାଯିବ ।  ମାନ୍ୟବର ମୁଖ୍ୟମନ୍ତ୍ରୀ ବାଲେଶ୍ୱରର ତଳସାରୀ ବେଳାଭୂମିର ୨.୪ କିଲୋମିଟର ଅଞ୍ଚଳକୁ ବିକଶିତ କରିବା ସହ ସେଠାରେ ଷ୍ଟାଣ୍ଡାର୍ଡ ଓ ବଜେଟ୍‌ ହୋଟେଲ୍‌ ନିର୍ମାଣକୁ ଉତ୍ସାହିତ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତୀତ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିବା ନିମନ୍ତେ ସେଠାରେ ପାଭିଲିୟନ୍‌, କିଓସ୍କ, ସିଟିଂ ଆଇଲାଣ୍ଡ, ସୋଲାର ଫଟୋ-ଭୋଲଟେକ୍‌ ପ୍ୟାନେଲ୍‌, ଆମ୍ପିଥିଏଟର, ରେସ୍ତୋରାଁ ଏବଂ ଆର୍ଟ ଆଣ୍ଡ କ୍ରାଫଫ ପ୍ଳାଜା ସୁବିଧା କରାଯିବ ବୋଲି  କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବୈଠକରେ ଭୋଗରାଇ ବିଧାୟକ ଶ୍ରୀ ଅନନ୍ତ ଦାସ, ଓଟିଡିସିର ଅଧ୍ୟକ୍ଷା, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପର୍ଯ୍ୟଟନ ବିଭାଗର ପ୍ରମୁଖ ଶାସନ ସଚିବ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଏବଂ ପୁରୀ ଓ ବାଲେଶ୍ୱରର ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version