• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ କାୟା କଳ୍ପ ଦଳ ପରିଦର୍ଶନ କଲେ ନୂଆଗଡ ବି. ଖଜୁରିପଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର

Proprietor Abhimanyu Maharana by Proprietor Abhimanyu Maharana
January 14, 2021
in ଓଡ଼ିଶା, ଗଜପତି, ହୋମ୍
0
ରାଜ୍ୟ କାୟା କଳ୍ପ ଦଳ ପରିଦର୍ଶନ କଲେ ନୂଆଗଡ ବି. ଖଜୁରିପଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍  (୧୪ ଜାନୁଆରୀ ଗୁରୁବାର ) ଗଜପତି :- ଗଜପତି  ଜିଲ୍ଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ବଡପଦା ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ରାଜ୍ୟ କାୟା କଳ୍ପ ଦଳ ବୁଧବାର ପରିଦର୍ଶନ ରେ ଆସିଥିଲେ |ସେମାନଙ୍କୁ ଆଞ୍ଚଳିକ ନୃତ୍ୟ ସହ କର୍ମ ଚାରି ଫୁଲ ତୋଡା ଦେଇ ସ୍ୱାଗତ ଜଣାଇ ଥିଲେ | ଏହା ପରେ ସେମାନେ ସ୍ୱାସ୍ଥ୍ୟ କେନ୍ଦ୍ର ର ପରିବେଶ, ପରିଛନତା, ରୋଗୀ ଗୃହ ,ଗର୍ଭବତୀ ଗୃହ, ଓଷଧ କେନ୍ଦ୍ର, ରକ୍ତ ନମୁନା କେନ୍ଦ୍ର, ସୌଚାଳୟ, ଫୁଲ ବଗିଚା ସମେତ ମେଡିକାଲ ର ଚାରି ପାର୍ଷ ବୁଲି ତଦାରଖ କରିଥିଲେ ଏବଂ ସ୍ୱାସ୍ଥ୍ୟ କେନ୍ଦ୍ରର ପରି ଚାଳନା ବିଷୟରେ ବୁଝିଥିଲେ |

ତଦାରଖ ଦାୟିତ୍ୱ ରେ ଆସିଥିବା ଦଳରେ ଡାକ୍ତର ସଞ୍ଜୁ ଦାସ ଯେ ( ଡି ହେଚ.ଏସ) , ସୌମ୍ୟଶ୍ରୀ ମହାପାତ୍ର କନ୍ସଲଟେନ୍ସ (ଏମ.ହେଚ) ଏବଂ ଚକ୍ରଧର ସାହୁ କନ୍ସଲଟେନ୍ସ (ସି.ଫୋର.ଡି) | ସ୍ୱାସ୍ଥ୍ୟ କେନ୍ଦ୍ର ବର୍ତମାନ ପରିବେଶ, ଚାରି ପାର୍ସ ପରିଷ୍କାର ପରିଚ୍ଛନତା ଥିବା,ଜୀବାଣୁ ଶୂନ୍ୟ ଏବଂ ରିଚାଳନା ନେଇ ଡାକ୍ତର ସଞ୍ଜୁ ଦାସ ସନ୍ତୋଷ ପ୍ରକାଶ କରିଥିଲେ | ଏହି ସମସ୍ତ କାର୍ଯ୍ୟରେ ଦାୟିତ୍ୱ ରେ ଥିବା ଡାକ୍ତର ନିବେଦିତା ସାହୁ ଏବଂ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ମମତା ସାହୁ ତଦାରଖ ବେଳେ ଉପସ୍ଥିତ ଥିଲେ l (ରିପୋର୍ଟ  – ଗରୁଡ଼ ଧ୍ୱଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

October 7, 2026
Odisha’s youth will be skilled in green energy and solar technology along with creating employment opportunities-another step in that direction.

Ranpur – SUBHADEV  ENTERPRISES  (dishtv)

Ranpur – SUBHADEV  ENTERPRISES  (dishtv)

October 7, 2026
Taneira reimagines ‘Solah Shringaar’ for the modern Indian woman with its new Diwali campaign

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

7th Odisha Travel Bazaar Concludes Successfully, Marking a New Chapter in Odisha’s Tourism Journey

October 7, 2026
Odisha’s youth will be skilled in green energy and solar technology along with creating employment opportunities-another step in that direction.

Odisha’s youth will be skilled in green energy and solar technology along with creating employment opportunities-another step in that direction.

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version