• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅମରଦା ଯୁବକ ସଂଘର ବାର୍ଷିକ କ୍ରୀଡା ପ୍ରତିଯୋଗିତା ମକର ମହୋତ୍ସବ-2021 ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
January 15, 2021
in ଓଡ଼ିଶା, କ୍ରୀଡ଼ା, ମୟୁରଭଞ୍ଜ, ହୋମ୍
0
ଅମରଦା ଯୁବକ ସଂଘର ବାର୍ଷିକ କ୍ରୀଡା ପ୍ରତିଯୋଗିତା ମକର ମହୋତ୍ସବ-2021 ଉଦଯାପିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଜାନୁଆରୀ ଶୁକ୍ରବାର ) ରାସଗୋବିନ୍ଦପୁର  :–ପ୍ରତି ବର୍ଷ ଭଳି ଅମରଦା ପଞ୍ଚାୟତର ଅମରଦା ଯୁବକ ସଂଘର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଜାନୁଆରୀରେ ୭ ଦିନ ଶେଷ ହୋଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ଆଭାଷ ଚନ୍ଦ୍ର ସ୍ମାରକୀ କରକ୍ ବଲ କ୍ରିକେଟ ଟୋଣ୍ଣାମେଣ୍ଟ ରେ ଆଠଟି ଦଳ ଅଂଶ ଗ୍ରହଣ କରିଥିଲେ । ତନ ମଧ୍ୟରୁ ବାଲେଶ୍ୱରର ମୁକ୍ତେଶ୍ଵର ସ୍ପୋଟିଂ ଟିମ୍ ଓ ରେମୁଣା NCC ଟିମ ମଧ୍ୟରେ ଫାଇନାଲ ମ୍ୟଚ ଅନୁଷ୍ଠିତ ହୋଇଥିଲା l ମୁକ୍ତେଶ୍ଵର ସ୍ପୋଟିଂ ଟିମ୍ ଟସ ଜିତି ପ୍ରଥମେ ବ୍ୟାଟିଂ କରି ନିଦ୍ଧାରିତ 20 ଓଭରରେ 134 ରନ କରିଥିଲା, ଜବାବରେ ରେମୁଣା NCC ଟିମର ରସାନନ୍ଦଙ୍କର49 ରନ ସହଯୋଗରେ 19.3 ଓଭର 6 ୱକେଟ ବିନିମୟରେ 135 ରନ କରି ବିଜୟୀ ଲାଭ କରିଥିଲା l ସେହିପରି ସୋମନାଥ ସ୍ମାରକ ଟେନିସ ବଲ୍ କ୍ରିକେଟ ଟୋଣ୍ଣାମେଣ୍ଟ ରେ ଅଂଶ ଗ୍ରହଣ କରିଥିବା ଆଠଟି ଦଳ ମଧ୍ୟରୁ ରିଏଲ ଅମରଦା ଟିମ୍ ଏବଂ ଗିଲାଯୋଡି ଟିମ୍ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା । ଏହି ଖେଳରେ ଗିଲାଯୋଡି ଟିମ୍ ବିଜୟୀ ଲାଭ କରିଥିଲା । ଛୋଟ ପିଲାଙ୍କ ର ବାଳକ ବାଳିକା କ,ଖ,ଗ ବିଭାଗ ରେ ବିଭିନ୍ନ ପ୍ରକାର ଖେଳରେ ବିଭିନ୍ନ ଗ୍ରାମରୁ ପିଲାମାନେ ଅଂଶ ଗ୍ରହଣ କରିଥିଲେ । ଏହି ଉପଲକ୍ଷେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇ ୩୦ ଇଉନିଟ୍ ରକ୍ତ ସଂଗୃହୀତ ହୋଇଥିଲା l

ଅମରଦା ଯୁବକ ସଂଘର ସଭାପତି ସଂଜୀବ ଦାସ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ପୁରସ୍କାର ବିତରଣୀ ସଭାରେ ମୂଖ୍ୟ ଅତିଥି ଭାବେ ବିଜୁ ଜନତା ଦଳର ଜିଲ୍ଲା ଉପସଭାପତି ଡା ଆଦିତ୍ୟ କୁମାର ପଣ୍ଡା ଏବଂ ମୂଖ୍ୟ ବକ୍ତା ଭାବେ ବଧିମୁହଁ ବାଳିକା ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ସୁଭାଷ ଚନ୍ଦ୍ର ଗିରି, ସମ୍ମାନିତ ଅତିଥି ଭାବେ ଯୁବ ସମାଜସେବୀ ଉତ୍ତମ ମହାନ୍ତି, ବିଜୁ ଛାତ୍ର ଜନତା ଦଳର ଜିଲ୍ଲା ସଂପାଦକ ତନ୍ମୟ ମହାନ୍ତି ଏବଂ କ୍ଲବ ର ଉପଦେଷ୍ଟା ଯୁବ ସମାଜସେବୀ ମାନବ ମହାନ୍ତି ଯୋଗଦାନ କରି କର୍କ ବଲ୍ କ୍ରିକେଟ ରେ ଚାମ୍ପିୟାନ ରେମୁଣା NCC ଟିମ୍ କୁ ୨୫,୦୦୦ ଟଙ୍କା ଓ ରନସ୍ ଅଫ୍ ଟିମ୍ ମୁକ୍ତେଶ୍ଵର ସ୍ପୋଟିଂ କୁ ୨୦,୦୦୦ ଟଙ୍କା ସହିତ କପ୍ ପ୍ରଦାନ କରିଥିଲେ । ଟେନିସ୍ ବଲ କ୍ରିକେଟ ରେ ଚାମ୍ପିୟାନ ଗିଲାଯୋଡି ଟିମ୍ କୁ ୧୫,୦୦୦ ଟଙ୍କା ଓ ଓ ରନସ୍ ଅଫ୍ ଟିମ୍ ରିଏଲ ଅମରଦା କୁ ୧୦,୦୦୦ ଟଙ୍କା ସହିତ କପ୍ ପ୍ରଦାନ କରିଥିଲା ।

ପରେ ଛୋଟ ଛୋଟ ପିଲା ମାନଙ୍କର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିବା ସହ ବୃଦ୍ଧ ,ବୃଦ୍ଧା ଓ ଦିବ୍ୟାଙ୍ଗ ମାନଙ୍କୁ ଶୀତ ବସ୍ତ୍ର ବିତରଣ କରଯାଇଥିଲା । ସଂଘର ସଂପାଦକ ଅଶିତ ଜେନା, ବିକାଶ ପଟ୍ଟନାୟକ, ଦେବୁ ବେହେରା , ଅନନ୍ତ ନନ୍ଦ , ଆକାଶ ପଟ୍ଟନାୟକ , ଅରୁଣ ମହାନ୍ତି , ଜିତୁନ ଦେବନାଥ , ଧନଞ୍ଜୟ ସିଂ, ଗୋବିନ୍ଦ ଚନ୍ଦ୍ର ସିଂ, ସହୁଲ ବାରିକ, ଚନ୍ଦନ ଖିଲାର, ଦେବବ୍ରତ ପାତ୍ର, ସୂର୍ଯ୍ୟ କାନ୍ତ ଆଚାର୍ଯ୍ୟ, ଶିବୁ ପାତ୍ର, ରଘୁନାଥ ସେଠୀ, ପ୍ରଦୀପ ପାତ୍ର, ଚନ୍ଦନ ଦେବନାଥ ସହଯୋଗ କରିଥିଲେ । ଏହି ଭଳି ଅମରଦା ଯୁବକ ସଂଘ କର୍ମଶାଳl କରି ରାସଗୋବିନ୍ଦପୁର ବ୍ଲକରେ ଉଦାହରଣ ସୃଷ୍ଟି କରି ବିଭିନ୍ନ ମୋହଲରୁ ପ୍ରଶଂସା ସାଉଁଟିଛି l  ( ଦୀପ୍ତିମାନ ପତି , ମୟୂରଭଞ୍ଜ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version