• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତୀୟ ଭାଷା ଆନ୍ଦୋଳନ ପକ୍ଷରୁ – ରାଷ୍ଟ୍ରୀୟ ସାଇକେଲ ଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
January 15, 2021
in ଓଡ଼ିଶା, ମହାନଗର, ହୋମ୍
0
ଭାରତୀୟ ଭାଷା ଆନ୍ଦୋଳନ ପକ୍ଷରୁ – ରାଷ୍ଟ୍ରୀୟ ସାଇକେଲ ଯାତ୍ରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଜାନୁଆରୀ ଶୁକ୍ରବାର ) ଭୁବନେଶ୍ୱର  :- ଭାରତୀୟ ଭାଷା ଆନ୍ଦୋଳନ ତରଫରୁ ସମ୍ବିଧାନକୁ ଜାଣନ୍ତୁ ଶୀର୍ଷକ ଏକ ସାଇକେଲ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରୀୟ ସାଇକେଲ ଯାତ୍ରାର ତୃତୀୟ ପର୍ଯ୍ୟାୟରେ ପୁରୁଣା ଭୁବନେଶ୍ୱରସ୍ଥିତ ପ୍ରଭୁ ଅନନ୍ତ ବାସୁଦେବଙକ୍ ମନ୍ଦିର ନିକଟରୁ ଆରମ୍ଭ ହୋଇ ଫାୟାର ଷ୍ଟେସନ ଛକ, ସମ୍‌ ହସ୍ପିଟାଲ, ଗୋଠପାଟଣା, କାଟେଣି ଛକ ଦେଇ ମେଣ୍ଢାଶାଳସ୍ଥିତ ପ୍ରଭୁ ଭଗବତ ବସୁଦେବଙ୍କ ମନ୍ଦିର ନିକଟରେ ସମାପନ ହୋଇଥିଲା । ଏହି କାର୍ଯ୍ୟକ୍ରମ ଭାରତୀୟ ଭାଷା ଆନ୍ଦୋଳନର ରାଷ୍ଟ୍ରୀୟ ଉପସଭାପତି ତଥା ସୁପ୍ରିମକୋର୍ଟର ଆଇନଜୀବୀ ପ୍ରଶାନ୍ତ ବର୍ମାଙ୍କ ତତ୍ତ୍ୱାବଧାନରେ ଭାରତୀୟ ଭାଷା ଆନ୍ଦୋଳନର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ପ୍ରାନ୍ତ ପ୍ରଭାରୀ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ଆଇନଜୀବୀ ତଥା ଏହି କାର୍ଯ୍ୟକ୍ରମର ବ୍ୟବସ୍ଥା ପ୍ରମୁଖ ଶ୍ରୀମନ୍ତ କୁମାର ସାମନ୍ତରାୟଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ।

ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ଆଇନଜୀବୀ ତଥା ପୂର୍ବତନ ସମ୍ପାଦକ (ଯାତ୍ରା ପ୍ରମୁଖ) ମୃଗାଙ୍କ ମଉଳି ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରୀ ସଦସ୍ୟ ଅର୍ଜୁନ କୁମାର ମୁଦୁଲି, ରାଜ୍ୟ ଉପସଭାପତି ବିପିନ ଜୟସିଂହ, ଖୋର୍ଦ୍ଧା ଜିଲ୍ଲା ସଭାପତି ସୁଜିତ କୁମାର ସ୍ୱାଇଁ, ପୁରୀ ଜିଲ୍ଲା ନେତୃତ୍ୱ ଉମାଶଙ୍କର ଶତପଥୀ, ଖୋର୍ଦ୍ଧା ଜିଲ୍ଲା ପ୍ରଭାରୀ ଚୈତନ୍ୟ ସାହୁ, ପୁରୀଜିଲ୍ଲା ପ୍ରଭାରୀ କୃଷ୍ଣଚନ୍ଦ୍ର ବଳିୟାରସିଂ, ଅନୁଗୁଳ ଜିଲ୍ଲା ସଭାପତି ମାନସ କୁମାର ପରିଡ଼ା, ଭୁବନେଶ୍ୱର ଓକିଲ ସଂଘର ଉପସଭାପତି ପ୍ରଶାନ୍ତ କୁମାର ମହାନ୍ତି, କାର୍ଯ୍ୟକାରୀ ସଦସ୍ୟ ସୁରେଶ କୁମାର ଦାସ, ଆଇନଜୀବୀ ପ୍ରଶାନ୍ତ ସାମର୍ଥା ଯୋଗ ଦେଇଥିଲେ । ପୂର୍ବତନ ସାଂସଦ ପ୍ରସନ୍ନ କୁମାର ପାଟ୍ଟଶାଣୀ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି କାର୍ଯର୍୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଲା ‘ଜନତାଙ୍କୁ ନ୍ୟାୟ ଜନତାଙ୍କ ଭାଷାରେ’ ଏବଂ ‘ନ୍ୟାୟାଳୟରେ ଭାରତୀୟ ଭାଷା’ ବିଷୟରେ ଜନସଚେତନତା ସୃଷ୍ଟି କରିବା । ଜନସାଧାରଣଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖାଯାଇଥିଲା ଏବଂ ସହଯୋଗ ମିଳିଥିଲା ।

ଯାତ୍ରା କାଳରେ ସାମପୁର ନୂଆଗାଁ ସଭାପତି ଅନିଲ ମୁୁଦୁଲି ଏବଂ ସମ୍ପାଦକ ଅଜୟ ସାହୁ ଓ ଗ୍ରାମବାସୀ ଗୋଠପାଟଣାଠାରେ ଯୁବ ସମାଜସେବୀ ତଥା ସାଇଲକ୍ଷ୍ମୀ ଟିଭିଏସ୍‌ର ନିର୍ଦ୍ଦେଶକ ଯଶୋଧର ମହାନ୍ତି, କାଟେଣୀ ଗ୍ରାମବାସୀଙ୍କ ତରଫରୁ ନରେନ୍ଦ୍ର ସାହୁ ଏବଂ କୀର୍ତ୍ତି ଚନ୍ଦ୍ର ସେନାପତି, ଅଜୟ ସାହୁ, ମେଣ୍ଢାଶାଳ ଗ୍ରାମବାସୀଙ୍କ ତରଫରୁ ପ୍ରଫୁଲ୍ଲ ଶ୍ରୀଚନ୍ଦନ, ବାଙ୍କ ବିହାରୀ ଦାସ, ବରିଷ୍ଠ ନାଗରିକ ମଞ୍ଚର ସଭାପତି ଭାସ୍କର ଚନ୍ଦ୍ର ସୁବୁଦ୍ଧି, ସମ୍ପାଦକ ପ୍ରଫୁଲ୍ଲ ଚନ୍ଦ୍ର ପାତ୍ର, ଅଞ୍ଚଳର ନାରୀନେତ୍ରୀ କୌଶଲ୍ୟା ବଳିଆରସିଂ, ସଚେତନ ନାଗରିକ ମଞ୍ଚ ସଭାପତି ତଥା ପୂର୍ବତନ ଜିଲ୍ଲା ସଂସ୍କୃତି ଅଧିକାରୀ ଓ ସମାଜସେବୀ ସୁରେନ୍ଦ୍ର ନାଥ ସାମନ୍ତରାୟ, ଆଞ୍ଚଳିକ ଓକିଲ ସଂଘ ତରଫରୁ ବରିଷ୍ଠ ଆଇନଜୀବୀ ଅକ୍ଷୟ ସାମନ୍ତରାୟ, ପ୍ରସନ୍ନ କୁମାର ଦାସ ଓ ଜଟଣୀ ନିର୍ବାଚନ ମଣ୍ଡଳୀର ଯୁବନେତା ବିଶ୍ୱରଞ୍ଜନ ବଡ଼ଜେନା (ଲୁଲୁ) ଏହି ସାଇକେଲ ଯାତ୍ରାକୁ ଉଚ୍ଛସିତ ସମ୍ବର୍ଦ୍ଧନା ଜଣାଇ ଏହାର ଉଚ୍ଚକୋଟୀର ପ୍ରଶଂସା କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଏହା ପୁରୀ ଶ୍ରୀମିନ୍ଦିର ଠାରୁ ଲିଙ୍ଗରାଜ ଓ ଦ୍ୱିତୀୟ ପର୍ଯ୍ୟାୟରେ ଐତିହାସିକ ଧଉଳି ଠାରୁ ଜୟଦେବ ପୀଠ ପର୍ଯ୍ୟନ୍ତ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚୋରି ଓ ଛିନତାଇ ମାମଲାରେ ରାଉରକେଲା ପୋଲିସ୍ ଦ୍ବାରା ୨ ନାବାଳକଙ୍କ ସମେତ ୩ ଗିରଫ ଏବଂ ଚୋରି ସାମଗ୍ରୀ ଜବତ

ଚୋରି ଓ ଛିନତାଇ ମାମଲାରେ ରାଉରକେଲା ପୋଲିସ୍ ଦ୍ବାରା ୨ ନାବାଳକଙ୍କ ସମେତ ୩ ଗିରଫ ଏବଂ ଚୋରି ସାମଗ୍ରୀ ଜବତ

August 3, 2026
ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

August 3, 2026
ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

August 2, 2026
ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

August 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚୋରି ଓ ଛିନତାଇ ମାମଲାରେ ରାଉରକେଲା ପୋଲିସ୍ ଦ୍ବାରା ୨ ନାବାଳକଙ୍କ ସମେତ ୩ ଗିରଫ ଏବଂ ଚୋରି ସାମଗ୍ରୀ ଜବତ

ଚୋରି ଓ ଛିନତାଇ ମାମଲାରେ ରାଉରକେଲା ପୋଲିସ୍ ଦ୍ବାରା ୨ ନାବାଳକଙ୍କ ସମେତ ୩ ଗିରଫ ଏବଂ ଚୋରି ସାମଗ୍ରୀ ଜବତ

August 3, 2026
ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

August 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version