• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଟିପତି ପ୍ଳଟ ବ୍ଯବସାୟୀଙ୍କ କବଜାରେ ହିଞ୍ଜିଳି ତହସିଲ

Proprietor Abhimanyu Maharana by Proprietor Abhimanyu Maharana
January 15, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
କୋଟିପତି ପ୍ଳଟ ବ୍ଯବସାୟୀଙ୍କ କବଜାରେ ହିଞ୍ଜିଳି ତହସିଲ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଜାନୁଆରୀ ଶୁକ୍ରବାର ) ହିଞ୍ଜିଳିକାଟୁ :- ହିଞ୍ଜିଳିକାଟୁ ତହସିଲର ବହୁ ଅଞ୍ଚଳରେ ଜମିମାଫିଆଙ୍କ ଲୋଲୁପଦୃଷ୍ଟି ଜଳସେଚିତ ଜମି ଉପରେ ଦୃଷ୍ଟି ରହିଅଛି ।ତହସିଲ ମୁଖିଆ ଓ ଅନ୍ୟ କିଛି କର୍ମଚାରୀଙ୍କ ଜ୍ଞାତସାରରେ ବେଆଇନ ଭାବେ ଏକରରୁ ଏକର ଜଳସେଚିତ ଜମିକୁ ପ୍ଳଟ ଆକାରରେ ଭାଙ୍ଗି କୋଟି କୋଟି ଟଙ୍କାର ମୁନାଫା ମାରି ନେଉଛନ୍ତି । ପ୍ଳଟ ଭାଙ୍ଗିବା ପୂର୍ବରୁ ଜମି ମାଲିକ ଓ ସମ୍ପୃକ୍ତ ତହସିଲ କାର୍ଯ୍ୟାଳୟ ଠାରୁ ଅନୁମତି ନ ନେଇ ଚାଷଜମିକୁ ଘରବାରୀ କିସମରେ ପରିବର୍ତ୍ତନ ନକରି ନିର୍ଧାରିତ ସରକାରୀ ଅର୍ଥ ଜମାଦେଇ ପ୍ଳାନ ଆପ୍ରୁଭ କରାଯିବା କଥା କିନ୍ତୁ ତାହା କରାଯାଇନାହିଁ ।ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସେମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବା ବେଳେ ହୁ ହୁ ହୋଇ ବଢିଚାଲିଛ ବେଆଇନ ପ୍ଳଟ ବ୍ୟବସାୟ । ବିନା ଅନୁମତି ଓ ପେପରରେ ପ୍ଳଟ ଭଙ୍ଗା ଯାଇଛି । ତେବେ ସମ୍ପୃକ୍ତ କାର୍ଯ୍ୟାଳୟ OLR8( ୧ ) C ପ୍ରକାରେ ସମ୍ପୃକ୍ତ ଜମିକୁ ସିଜ କରି ସରକାରୀ ଖାତାରେ ରେକର୍ଡ଼ କରିବା ଅଧିକାର ରହିଛି ।

ମାତ୍ର ମୋଟା ଅଙ୍କର ଅର୍ଥ ପାଇ ସବୁ ନିୟମ ଫୁକରି ସରକାରୀ ଅର୍ଥକୁ କ୍ଷତିରେ ପକାଇ ଚାଲିଛି ହିଞ୍ଜିଳିକାଟୁ ତହସିଲ । ଏପରିକି ସର୍ବସାଧାରଣ, ଜଳସେଚନ ବିଭାଗ , ପାହାଡ ଓ ସରକାରୀ ସ୍ତରୀୟ ଜମି ଜମା ପ୍ଳଟ ଦଲାଲଙ୍କ ସହାୟତାରେ ଏକରରୁ ଏକର ଜମି ଗୁଡିକ ହାତେଇ ନେଇଛନ୍ତି ପ୍ଳଟ ବେପାରୀ । ପାହାଡ ଅଞ୍ଚଳର ଜମିକୁ ଜବରଦଖଲରେ ଘର ତିଆରି ପରେ ପରେ ବିକ୍ରୀବଟା ମଧ୍ୟ ଚାଲିଛି ।ସର୍ବସାଧାରଣ ବ୍ଯବହାର ଜମିକୁ ପ୍ଳଟ ମାଫିଆଙ୍କ କବଳରେ ରହିଥିବା ସମୟରେ ଚାଷ ଜମିକୁ ଚାଷୀ ମାନଙ୍କ ଜଳସେଚନ ସୁବିଧାରୁ ବଞ୍ଚିତ ଥିବା ସମସ୍ୟା ହିଞ୍ଜିଳିକାଟୁ ତହସିଲ ଅଞ୍ଚଳରେ ସୃଷ୍ଟି ହୋଇଛି ବୋଲି ସ୍ଥାନୀୟ ଜନସାଧାରଣ ଅଭିଯୋଗ କରିଛନ୍ତି ।ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ହୋଇ ସରକାରଙ୍କ ରାଜସ୍ୱ ବିଭାଗ ଜମି ଚିହ୍ନଟ କରିବା ସହ ରାଜସ୍ବ କ୍ଷୟକ୍ଷତି ରୋକିବା ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବାସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ହିଞ୍ଜିଳି ଅଞ୍ଚଳରେ ସାଧାରଣଜନତାଙ୍କ ପକ୍ଷରୁ ଦାବି ହୋଇଛି । ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026
ବାଲିଗୁଡା ମା’ ପାଟଖଣ୍ଡା ଠିକାଦାର ସଂଘର ବୈଠକ

ବାଲିଗୁଡା ମା’ ପାଟଖଣ୍ଡା ଠିକାଦାର ସଂଘର ବୈଠକ

March 14, 2026
ମାଓମୁକ୍ତ ହେବ ସମଗ୍ର କନ୍ଧମାଳ ଜିଲ୍ଲା, ଅସ୍ତ୍ରଶସ୍ତ୍ର ତ୍ୟାଗ କରି ମୁଖ୍ୟ ସ୍ରୋତକୁ ଫେରିଲେ ୧୦ ମାଓବାଦୀ

ମାଓମୁକ୍ତ ହେବ ସମଗ୍ର କନ୍ଧମାଳ ଜିଲ୍ଲା, ଅସ୍ତ୍ରଶସ୍ତ୍ର ତ୍ୟାଗ କରି ମୁଖ୍ୟ ସ୍ରୋତକୁ ଫେରିଲେ ୧୦ ମାଓବାଦୀ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version