• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୯ମାସର ପାଠ ପାଇଁ ୩ମାସର ସମୟ ଧାର୍ଯ୍ୟ : ଶିକ୍ଷାର୍ଥୀ ଚାପଗ୍ରସ୍ତ

Proprietor Abhimanyu Maharana by Proprietor Abhimanyu Maharana
January 17, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
୯ମାସର ପାଠ ପାଇଁ ୩ମାସର ସମୟ ଧାର୍ଯ୍ୟ : ଶିକ୍ଷାର୍ଥୀ ଚାପଗ୍ରସ୍ତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୧୬ ଜାନୁଆରୀ ଶନିବାର )ହିଞ୍ଜିଳିକାଟୁ :-ମହାମାରୀ କରୋନା ଭୁତାଣୁ ସଂକ୍ରମଣ ଯୋଗୁଁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡ଼ିକ ଗତ ୧୭ ମାର୍ଚ୍ଚ ୨୦୨୦ତାରିଖ ଠାରୁ ସମ୍ପୁର୍ଣ୍ଣ ବନ୍ଦ ରହିଥିଲା । ଯାହାରି ଫଳରେ ଶିକ୍ଷାର୍ଥୀ ମାନେ ଶିକ୍ଷା ଅଧ୍ୟୟନରୁ ବଂଚିତ ରହିଥିଲେ । ଗତ ସେପ୍ଟମ୍ବର ମାସରୁ ଅନଲାଇନ୍ ମାଧ୍ୟମରେ ଶିକ୍ଷକ, ଶିକ୍ଷୟତ୍ରୀ ମାନେ ଶିକ୍ଷାର୍ଥୀ ମାନଙ୍କୁ ଶିକ୍ଷାଦାନ କରିବା ସକାଶେ ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରୀ କରାଯାଇଥିଲା । ଅନଲାଇନ ଶିକ୍ଷାଦ୍ୱାରା ସହରାଂଚଳର ୫୦% ଶିକ୍ଷାର୍ଥୀ ଉପକୃତ ହୋଇଥିବା ବେଳେ ଗ୍ରାମାଂଚଳର ମାତ୍ର ୧୫ରୁ ୨୦% ଶିକ୍ଷାର୍ଥୀ ଉପକୃତ ହୋଇପାରିଥିବା ଜଣାପଡ଼ିଛି । କାହା ପାଖରେ ସ୍ମାର୍ଟ ମୋବାଇଲ ଫୋନ ନଥିଲା ତ କେଉଁଠାରେ ନେଯୱାର୍କର ସମସ୍ୟା ରହୁଥିଲା । ଯାହା କି ମୋଟାମୋଟି କହିବାକୁ ଗଲେ ଅନଲାଇନ ଶିକ୍ଷାଦାନ ସେତେଟା ଫଳପ୍ରଦ ହୋଇ ପାରିନଥିଲା ।

ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବା ପରେ ରାଜ୍ୟ ଗଣଶିକ୍ଷା ବିଭାଗଙ୍କ ନିର୍ଦ୍ଦେଶକ୍ରମେ ଜାନୁୟାରୀ ୮ ତାରିଖ ଠାରୁ ୧୦ମ ଓ ଦ୍ୱାଦଶ ଶ୍ରେଣୀର ଶିକ୍ଷାର୍ଥୀ ମାନଙ୍କ ସକାଶେ ବିଦ୍ୟାଳୟରେ ଶିକ୍ଷାଦାନ ଆରମ୍ଭ କରାଯାଇଥିଲା । ବିଦ୍ୟାଳୟରେ ବନ୍ଦ ରହିବା ସମୟରେ ଅଭିଭାବକ ମାନେ ସେମାନଙ୍କ ଶିଶୁଙ୍କ ପାଠପଢାକୁ ନେଇ ଯେତିକି ଚିନ୍ତିତ ନଥିଲେ ବର୍ତମାନ ବିଦ୍ୟାଳୟରେ ୧୦ମ ଓ ଦ୍ୱାଦଶ ଶ୍ରେଣୀର ଶିକ୍ଷାଦାନ ଆରମ୍ଭ କରାଯିବା ପରେ ପାଠପଢାକୁ ନେଇ ସଂପୃକ୍ତ ଶ୍ରେଣୀର ଶିକ୍ଷାର୍ଥୀ ମାନେ ଅଧିକ ଚିନ୍ତାରେ ରହିଥିବା ଜଣାପଡ଼ିଛି । ଗୋଟିଏ ପଟେ ନିଜ ପିଲାମାନଙ୍କ ସୁରକ୍ଷା ଚିନ୍ତା ରହିଥିବା ବେଳେ ଅନ୍ୟପଟେ ଶିକ୍ଷାର୍ଥୀଙ୍କ ନିକଟରେ ପାଠପଢାର ଚାପ ରହିଥିବା ଦେଖିବାକୁ ମିଳିଛି । ଗତ ୮ ତାରିଖ ଠାରୁ ରାଜ୍ୟରେ ଶିକ୍ଷାନୁଷ୍ଠାନ ଖୋଲିବା ପରେ କିଛି ଜିଲ୍ଲାରେ ଶିକ୍ଷକ ଓ ଶିକ୍ଷାର୍ଥୀ ମାନେ କରୋନାରେ ସଂକ୍ରମିତ ହୋଇଥିବା ଦେଖିବାକୁ ମିଳିଛି । ଯାହାକୁ ନେି ଅଭିଭାବକଙ୍କ ଚିନ୍ତା ଦ୍ୱିଗୁଣିତ ହେବାରେ ଲାଗିଛି । ଗଞ୍ଜାମ ଜିଲ୍ଲା ପ୍ରାୟତଃ କରୋନା ମୁକ୍ତ ହୋଇଥିବା ଜଣାପଡ଼ିଛି ।

ଯାହାରି ଫଳରେ ଗଞ୍ଜାମ ଜିଲ୍ଲାବାସୀ ସାମାନ୍ୟ ଆଶସ୍ତ ଅନୁଭବ କରୁଛନ୍ତି । ସରକାରଙ୍କ ସମସ୍ତ ପ୍ରକାର କୋଭିଡ଼-୧୯ ନିୟମାନୁସାରେ ଶିକ୍ଷାର୍ଥୀ ମାନେ ସାମାଜିକ ଦୂରତା ରକ୍ଷା କରିବା ସହ ମାସ୍କ ପରିଧାନ ଓ ସାନିଟାଇଜର ବ୍ୟବହାର କରି ବିଦ୍ୟାଳୟକୁ ଶିକ୍ଷା ଅଧ୍ୟୟନ କରିବା ସକାଶେ ଯାଉଛନ୍ତି । ବିଦ୍ୟାଳୟ ଖୋଲିବା ପରେ ଶ୍ରେଣୀ ଗୃହରେ ଶିକ୍ଷାଦାନ ଆରମ୍ଭ କରାଯିବା ସ୍ୱାଗତ ଯୋଗ୍ୟ ପଦକ୍ଷେପ ମାତ୍ର ୯ମାସର ପାଠ ପାଇଁ ୩ମାସର ସମୟ ଧାର୍ଯ୍ୟ କରାଯାଇଥିବା ଯୋଗୁଁ ଶିକ୍ଷାର୍ଥୀ ମାନେ ଚାପଗ୍ରସ୍ତ ହୋଇ ପଡ଼ିଥିବା ଜଣାପଡ଼ିଛି । ବର୍ତମାନ ବିଦ୍ୟାଳୟ ଗୁଡ଼ିକରେ ଶିକ୍ଷାର୍ଥୀ ମାନଙ୍କ ଉପସ୍ଥାନ ସ୍ୱାଭାବିକ ରହିଥିବା ଜଣାପଡ଼ିଛି । ଚଳିତ ଶିକ୍ଷାବର୍ଷର ଶିକ୍ଷାର୍ଥୀ ମାନେ ୧୦୦ମାର୍କ ପରିବର୍ତେ ୮୦ମାର୍କ ଲାଗି ପରୀକ୍ଷା ଦେବେ । ସେଥିମଧ୍ୟରୁ ୫୦ମାର୍କ ଅବଜେକ୍ଟିଭ ରହିଥିବା ବେଳେ ୩୦ ମାର୍କ ସବଜେକ୍ଟିଭ ରହିବ ବୋଲି ସୂଚନା ମିଳିଛି । (ରିପୋର୍ଟ ଶୁସାନ୍ତପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version