• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଳ ସ୍ୱଚ୍ଛତା ଦିବସରେ ପରିମଳ ଓ ପଲିଥିନ୍ ମୁକ୍ତ ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
January 18, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଜଳ ସ୍ୱଚ୍ଛତା ଦିବସରେ ପରିମଳ ଓ ପଲିଥିନ୍ ମୁକ୍ତ ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଜାନୁଆରୀ ସୋମବାର ) ହିଞ୍ଜିଳିକାଟୁ :-  ଜିଲ୍ଲା ଜଳ ଓ ପରିମଳ ମିଶନ ଗଞ୍ଜାମ ଆନୁକୂଲ୍ୟରେ ସାରା ଗଞ୍ଜାମ ଜିଲ୍ଲାରେ ସୋମବାର ପାଳିତ ହୋଇଛି ଜଳ ସ୍ୱଚ୍ଛତା ଦିବସ । ଏହି ପରିପ୍ରେକ୍ଷୀରେ ହିଞ୍ଜିଳିକାଟୁ ବ୍ଳକ ଦୁର୍ବନ୍ଧ ଓ ସ୍ଥାନୀୟ ପୌରାଂଚଳ ହିଞ୍ଜିଳିରେ ଜଳ ସ୍ୱଚ୍ଛତା ଦିବସ ଓ ପରିମଳ ସଚେତତନା ଅଭିଯାନ ଆରମ୍ଭ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସେମାବାର ପୂର୍ବାହ୍ନରେ ହିଞ୍ଜିଳି ଗ୍ରସ୍ତରେ ଆସି ପ୍ରଥମେ ସ୍ଥାନୀୟ ବ୍ଳକ ଦୁର୍ବନ୍ଧ ଗ୍ରାମ ପଂଚାୟତରେ ପଂହଚି ଗ୍ରାମ୍ୟ ପରିମଳ ଓ ପରିବେଶ ସୁରକ୍ଷା ପାଇଁ ସମସ୍ତେ ମିଳିତ ଭାବେ ଉଦ୍ୟମ କରିବା ଆବଶ୍ୟକ ବୋଲି ଉପସ୍ତିତ ଜନସାଧରଣଙ୍କୁ ଉଦବୋଧନ ଦେଇଥିଲେ । ରାସ୍ତା ଉପରେ ଅଳିଆ ଆବର୍ଜନାକୁ ନଫୋପାଡ଼ି ଡ଼ଷ୍ଟବିନ ବ୍ୟବହାର କରିବା ସକାଶେ ପରାମର୍ଶ ଦେବା ସହିତ ସ୍ୱଚ୍ଛ ଦୁର୍ବନ୍ଧ – ସୁନ୍ଦର

ଦୁର୍ବନ୍ଧ ଗ୍ରାମ ଭାବେ ଗଢି ତୋଳିବା ପାଇଁ ଜିଲ୍ଲାପାଳ ଶ୍ରୀ କୁଳାଙ୍ଗେ ଗ୍ରାମବାସୀଙ୍କ ସହଯୋଗ କାମନା କରିଥିଲେ । ପରେ ଗ୍ରାମ ନୁଆଁବନ୍ଧ ପୋଖରୀ ପ୍ୱାଶ୍ୱର୍ରେ ପଡ଼ିଥିବା ଅଳିଆ ଆର୍ବଜନାକୁ ଜିଲ୍ଲାପାଳଙ୍କ ସହ ବିଡ଼ିଓ ପ୍ରସନ କୁମାର ପାତ୍ର, ତହସିଲଦାର ପ୍ରଭାତ କୁମାର ପରିଡ଼ା, ଜିଲ୍ଲା ଯୁବ ବିଜେଡ଼ି ସମ୍ପାଦକ ରାମହରି ଶର୍ମା ମିଳିତ ଭାବେ ପୋଖରୀ ଚର୍ତୁପ୍ୱାଶ୍ୱର୍କୁ ପରିଷ୍କାର ପରିଚ୍ଛନ୍ନ କରିଥିଲେ । ଏହାପରେ ଗ୍ରାମନ୍ନୋତି ପାଠାଗାର ପରିଦର୍ଶନ କରିବା ସହ ଗ୍ରାମ ଶ୍ମଶାନ ସ୍ଥଳରେ ଚାଲିଥିବା ମନରେଗା ଯୋଜନାରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ । ମୁଖ୍ୟତଃ ଉନ୍ନୟନ ମୂଳକ ପ୍ରକଳ୍ପ ସମ୍ପାଦନା କ୍ଷେତ୍ରରେ ଉନ୍ନତ ମାନର ସିମେଂଟ ଓ ଅନ୍ୟନ ସାମଗ୍ରୀ ବ୍ୟବହାର କରି ଉତମ ମାନର କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ ।

କାର୍ଯ୍ୟକ୍ରମରେ ପିଇଓ ରାଜେନ୍ଦ୍ର କୁମାର ପଟ୍ଟନାୟକ, କନିଷ୍ଠ ଯନ୍ତ୍ରୀ ପ୍ରସନ କୁମାର ଦଳାଇ, ରବିନ୍ଦ୍ର ନାୟକ, ବୃନ୍ଦାବନ ଗଉଡ଼, ସତ୍ୟ ପଟ୍ଟନାୟକ, ସଞ୍ଜୟ କୁମାର ସୁବୁଦ୍ଧିଙ୍କ ସଂପୃକ୍ତ ଗ୍ରାମର ବହୁ ଜନସାଧାରଣ ଉପସ୍ତିତ ଥିଲେ । ଅନୁରୂପ ଭାବେ ଦୁର୍ବନ୍ଧ ପଂଚାୟତ କାର୍ଯ୍ୟକ୍ରମ ଶେଷ ପରେ ସ୍ଥାନୀୟ ପୌରାଂଚଳ ହିଞ୍ଜିଳି ଗ୍ରାମରେ ପଂହଚି କାଳୀ ମନ୍ଦିର ନିକଟସ୍ଥ ଦେଉଳ ବନ୍ଧ ନିକଟରେ ପଂହଚି ସ୍ୱଚ୍ଛତା ନେଇ ପରିଦର୍ଶନ କରିଥିଲେ । ପରେ ଏକ ବେଠକରେ ଯୋଗ ଦେଇ ସ୍ୱଚ୍ଛତା ସର୍ମ୍ପକରେ ଲୋକ ମାନଙ୍କୁ ସଚେତନ କରିଥିଲେ ।

ପୋଖରୀ ନିକଟରେ ରହିଥିବା ଜିମ୍ ଓ କେନାଳ ବୁଲି ଦେଖିବା ସହ ସଂପୃକ୍ତ ସ୍ଥାନରେ ଆବଶ୍ୟକ ପରିଷ୍କାର ପରିଚ୍ଛନ୍ନା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ପୌର ନିର୍ବାହୀ ଅଧିକାରୀଙ୍କୁ କହିଥିଲେ । ଜିଲ୍ଲାପାଳଙ୍କ ଗ୍ରସ୍ତ ସମୟରେ ବ୍ଳକ ଅଧ୍ୟକ୍ଷ ଏନ. ରଘୁନାଥ, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ, ବିଡ଼ିଓ ପ୍ରସନ କୁମାର ପାତ୍ର, ପୌର କନିଷ୍ଠ ଯନ୍ତ୍ରୀ ମାନଓ ରଞ୍ଜନ ଦାଶ, ଦିଲ୍ଲିପ କୁମାର ମିଶ୍ର, ସରୋଜ ପଣ୍ଡା, ଶରତ ସାବତ, ସ୍ୱଚ୍ଛ ସୁପର ଭାଇଜର, ସ୍ୱଚ୍ଛ ସାଥୀଙ୍କ ସମେତ ବହୁ ପୌର କର୍ମଚାରୀ ଉପସ୍ଥିତ ଥିଲେ ।  ( ରିପୋର୍ଟ  – ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version