• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ଆପଣଙ୍କର ରାଶିଫଳ : ୧୯ ଜାନୁଆରୀ ମଙ୍ଗଳବାର

Proprietor Abhimanyu Maharana by Proprietor Abhimanyu Maharana
January 19, 2021
in ଓଡ଼ିଶା, ମହାନଗର, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ରାଶିଫଳ : ୧୯ ଜାନୁଆରୀ ମଙ୍ଗଳବାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଜାନୁଆରୀ ମଙ୍ଗଳବାର ) ଭୁବନେଶ୍ୱର :-  ମେଷ
ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତରକୁ କେନ୍ଦ୍ରକରି ନୂତନ କର୍ମସସ୍ଥାନ ପାଇଁ ମନ ବଳିପାରେ ।
 
 ବୃଷ
ସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହେବାର ସମ୍ଭାବନା ରହିଛି ।ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମକରି ବିଜୟହେବେ। ଦୃଢ଼ତାର ସହ ପାରିବାରିକ ଶୃଙ୍ଖଳା ରକ୍ଷାକରି ସମାଲୋଚିତ ହୋଇ ପାରନ୍ତି। ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ ।

 ମିଥୁନ
ଆଜି ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ବିବାଦ ବଢ଼ିପାରନ୍ତି।ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ପୂର୍ବ ଯୋଜନା ମୁତାବକ କର୍ମରେ ନିଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।

 କର୍କଟ
ଆଜି ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।କର୍ମକ୍ଷେତ୍ରରେ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ନୂତନ କର୍ମାରମ୍ଭ ସମସ୍ତଙ୍କ ସହଯୋଗ ଭିତ୍ତିରେ ପ୍ରୀତିପଦ ହେବ। ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରିବେ।

 ସିଂହ
ଆଜି ଦିନରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ *ହୋଇପାରନ୍ତି।ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
ଆଜିର ଆନୁଷ୍ଠାନିକ କାମରେ ଉପକୃତ ହୋଇପାରନ୍ତି।

 କନ୍ୟା
ବାରମ୍ବାର କାନକୁହା କଥା ଶୁଣି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯାଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ।ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।

 ତୁଳା
ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ହାତକୁ ନେଇଥିବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ।
ବିଗତ ଦିନଗୁଡ଼ିକରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍‌ ସମାଧାନ ହୋଇଯିବ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
 
 ବିଛା
ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ ।ଆପଣ ଙ୍କ ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବ। ରଚନାମତ୍କ କାର୍ଯ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ।
                                       
 ଧନୁ
ଆଜି ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ।

 ମକର
ଆଜି ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ ଅନ୍ୟଥା ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ସାମାଜିକ କିମ୍ବା ରାଜନୈତିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।

 କୁମ୍ଭ
ଆଜି କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ବନ୍ଧୁ କିମ୍ବା ସହକର୍ମୀଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ। କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ବନ୍ଧୁ ମାନଙ୍କ ସାହାଯ୍ୟ ଦରକାର ପଡିପାରେ। କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇରହିଛି କାର୍ଯ୍ୟ କଲେ ଉପକୃତ ହେବେ।
                                 
 ମୀନ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିପାରେ।ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରିବେ।
                   ✧═════•❁❀❁•═════✧

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version