• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ସହରରେ ଚାଲିଥିବା ଜାଇକା କାର୍ଯ୍ୟର ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
January 19, 2021
in ଓଡ଼ିଶା, କଟକ, ହୋମ୍
0
କଟକ ସହରରେ ଚାଲିଥିବା ଜାଇକା କାର୍ଯ୍ୟର ସମୀକ୍ଷା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଜାନୁଆରୀ ମଙ୍ଗଳବାର )କଟକ :- କଟକ ସହରରେ ଚାଲିଥିବା ଜାଇକା କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମଙ୍ଗବାର ଏକ ସମୀକ୍ଷା ବୈଠକ ,ମହାନଦୀବିହାର ସ୍ଥିତ ଜାଇକା ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ଏହି ସମୀକ୍ଷା ବୈଠକରେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ୍,ସିଏମସି କମିସନର ଅନନ୍ୟା ଦାସ,ପିଏଚଡି ଅଧିକାରୀ, ସିଏମସି ର ଅଧିକାରୀମାନେ ଉପସ୍ଥିତ ଥିଲେ ।

ବିଶେଷ କରି ଜାଇକା ସହରରେ ବିଭିନ୍ନ ସ୍ଥାନରେ ଡ୍ରେନେଜ ଏବଂ ରାସ୍ତା ନିର୍ମାଣ କରିଆସୁଥିବା ବେଳେ ଏ ପର୍ଯ୍ୟନ୍ତ କାର୍ଯ୍ୟ ଶେଷ ହୋଇନାହିଁ। ଯାହା ଫଳରେ ଛୋଟବଡ଼ ନିତିଦିନିଆ ଦୁର୍ଘଟଣା ଘଟୁଛି। ସେଥିପ୍ରତି ଜାଇକା ଏବଂ ସିଏମସି କର୍ତ୍ତୁପକ୍ଷ ଦୃଷ୍ଟି ଦେବା ଦରକାର ବୋଲି ସମସ୍ତେ ମତ ରଖିଥିଲେ ।

ସହରର କେଉଁ କେଉଁ ୱାର୍ଡରେ କାର୍ଯ୍ୟ ସରିଛି ଏବଂ କେତେ ପ୍ରତିଶତ ଶେଷ ହୋଇଛି, ସେସବୁକୁ ଏହି ସମୀକ୍ଷା ବୈଠକରେ ଉପସ୍ଥାପନ କରିଥିଲେ ଜାଇକା କର୍ତ୍ତୁପକ୍ଷ।ସହରର କିଛି ସ୍ଥାନରେ ମ୍ୟାନହୋଲ୍ ଥିବାରୁ ଏହାକୁ କଭର୍ କରିବାକୁ ଆଲୋଚନା କରିଥିଲେ ବିଧାୟକ ମହମ୍ମଦ ମୋକିମ୍। ତାହାଛଡା ନୂଆ ରୂପରେଖ ଦେବା ଲାଗି ପୁରୁଣା ଡ୍ରେନ୍ ନିମ୍ନମାନର କାର୍ଯ୍ୟ କରାଯାଉଛି ।

ଯେଉଁଥି ପାଇଁ ବିଭିନ୍ନ ସମୟରେ ଡ୍ରେନ୍ ଗୁଡିକ ଧସି ଯାଉଥିବା ନଜିର ରହିଛି। ଏ ସବୁ ସମସ୍ୟାକୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା । ଆଉ ଖୁବଶୀଘ୍ର ସମସ୍ୟାର ସମାଧାନ କରିବାକୁ ବିଧାୟକଙ୍କ ପ୍ରସ୍ତାବରେ ସିଏମସି ଏବଂ ଜାଇକା ଅଧିକାରୀ ମାନେ ପ୍ରତିଶୃତି ଦେଇଥିଲେ। (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ )  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version