• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବହ୍ନିକନ୍ୟା ପାର୍ବତୀ ଗିରୀଙ୍କ ୯୫ତମ ଜୟନ୍ତି ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 19, 2021
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
ବହ୍ନିକନ୍ୟା ପାର୍ବତୀ ଗିରୀଙ୍କ ୯୫ତମ ଜୟନ୍ତି ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଜାନୁଆରୀ ମଙ୍ଗଳବାର ) ପଦ୍ମପୁର :- ପଶ୍ଚିମ ଓଡିଶାର ସୁନାମ ଧନ୍ୟ ସମାଜ ସେବୀ, ସ୍ବାଧିନତା ସଂଗ୍ରାମୀ, ବହ୍ନିକନ୍ୟା ପାର୍ବତୀ ଗିରୀଙ୍କ ୯୫ତମ ଜୟନ୍ତି ଉତ୍ସବ କସ୍ତୁରବା ଗାନ୍ଧୀ ମାତୃନିକେତନ ପରିସର ରେ ବୁଧବାର ଅନୁଷ୍ଠିତ ହୋଇ ଯାଇଛି । ଅପରାହ୍ନରେ ଅନୁଷ୍ଠିତ ସଭାରେ ମୂଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ, ମୂଖ୍ୟବକ୍ତା ଭାବେ ବିନ୍ଧ୍ୟବାସିନି +୨ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନ, ସମ୍ମାନିତ ଅତିଥି ଭାବେ ନଗେନ୍ଦ୍ର ପାଣିଗ୍ରାହୀ, ସମାଜସେବୀ ହରିବନ୍ଧୁ ଜେନା ଯୋଗ

ଦେଇଥିବା ବେଳେ ଅନୁଷ୍ଠାନର ସଭାନେତ୍ରୀ ସୂର୍ଣ୍ଣପ୍ରଭା ପାଣିଗ୍ରାହୀ ସଭାପତି ଦାୟିତ୍ବ ତୁଲାଇଥିଲେ । ଅନୁଷ୍ଠାନର ସୁପରିଣ୍ଟେଣ୍ଡେଣ୍ଟ୍ ନିର୍ମଳ ଗିରି ମଞ୍ଚ ପରିଚାଳନା କରିଥିଲେ । କୋଭିଡ ନିୟମକୁ ପାଳନ କରି ଜୟନ୍ତୀ ଉତ୍ସବ ପାଳନ କରାଯାଇଥିଲା । ଅତିଥିମାନେ ପ୍ରଥମେ ପାର୍ବତୀ ଗିରୀଙ୍କ ପ୍ରତିମୃତ୍ତୀ ଉପରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ମୂଖ୍ୟ ଅତିଥି ଶ୍ରୀ ପୁରୋହିତ ଅନୁଷ୍ଠାନ ର ରିତେଶ ସେଠି, ପିଙ୍କି ମିର୍ଦ୍ଧା, ବନ୍ଦିତା ସାହୁ, ଓ ମାମି ମହାନନ୍ଦଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ସଭାରେ ଅନ୍ତେବାସୀଙ୍କ ସହ କମିଟି ସଦସ୍ୟା ମାନେ ଓ

ସମ୍ପାଦିକା ମମତା ପୁରୋହିତ,ଭାରତୀ ଶତପଥୀ, ଅନିତା ଛତର, ଭାରତୀ ପଟ୍ଟନାୟକ, ମମତା ଦାସ, ଅନୁଷ୍ଠାନ ସଞ୍ଜିବ ଦାସ, ଯଶୋବନ୍ତି ଭୋଇ, ଦୁର୍ଯ୍ୟୋଧନ ତ୍ରିପାଠୀ, ବରିଷ୍ଠ ସାମ୍ବାଦିକ ବଡ ସତପଥୀ,ସାମ୍ବାଦିକ ସୁରଥ ସାହୁ, ସାମ୍ବାଦିକ ଧରେନ ମହାନ୍ତି ପ୍ରମୁଖ ଯୋଗଦାନ କରିଥିଲେ । ପୂର୍ବରୁ ଅନୁଷ୍ଠିତ ବାର୍ଷୀକ୍ରୀଡାରେ କୃତ୍ତୀ ପ୍ରତିଯୋଗିମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ନିର୍ମଳ ଗିରି ଧନ୍ୟବାଦ ଦେଇଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version