• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
January 20, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସମୀକ୍ଷା ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ଜାନୁଆରୀ ବୁଧବାର ) ଛତ୍ରପୁର :- ଆଜି ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଓସ୍ବାନ୍ ହଲ୍ ରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ସଭାପତିତ୍ବରେ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସମସ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ ମାନଙ୍କ ମଧ୍ୟରେ ଭିଡିଓ କନଫରେନ୍ସିଂ ଜରିଆରେ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ପରିମଳ, ଆବର୍ଜନା ସଂଗ୍ରହ, ସ୍ବଚ୍ଛ ସର୍ବେକ୍ଷଣ, ସ୍ମାର୍ଟ ପାର୍କ ଆଦି ଉପରେ ଆଲୋଚନା କରାଯାଇଥିଲା । ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛତା ପୁରସ୍କାର ଉପରେ ଗୁରୁତ୍ବ ଆରୋପ କରି କହିଥିଲେଯେ, ବିଜ୍ଞାପିତ ଅଞ୍ଚଳ ପରିଷଦର ମଇଳା ଉଠାଇବା ଯାନ ଦ୍ବାରା ଘରଘର ବୁଲି ଆବର୍ଜନା ସଂଗ୍ରହ କରନ୍ତୁ । ବଳକା ଖାଦ୍ୟ, ପନିପରିବା ଚୋପା ଆଦି ଓଦା ଆବର୍ଜନା ପାଇଁ ସବୁଜ ଡଷ୍ଟବିନ୍ ଓ ଶୁଖିଲା ଆବର୍ଜନା ପାଇଁ ନୀଳ ଡଷ୍ଟବିନ୍ ସମସ୍ତେ ଯେପରି ବ୍ୟବହାର କରିବେ ସେଥିପ୍ରତି ଜନସାଧାରଣଙ୍କୁ ସଚେତନ କରାଇବା ଉପରେ ଗୁରୁତ୍ବ ଆରୋପ କରିଥିଲେ । ଶୁଖିଲା ବର୍ଯ୍ୟ ବସ୍ତୁ ଓ ଓଦାଳିଆ ବର୍ଯ୍ୟ ବସ୍ତୁ ସଂଗ୍ରହ ଉପରେ ଗୁରୁତ୍ବ ଦେଇଥିଲେ । ହିଞ୍ଜିଳି ପୌରାଞ୍ଚଳ ପରି ଜିଲ୍ଲାର ସମସ୍ତ ବ୍ଲକ୍ ଗୁଡିକର ସୈନ୍ଦର୍ଯ୍ୟ କରଣ କରିବା ଉଚିତ୍ ବୋଲି କହିଥିଲେ ।

ଜିଲ୍ଲାପାଳ ପରିମଳ ଉପରେ ଗୁରୁତ୍ବ ଆରୋପ କରି କହିଥିଲେଯେ, ସମସ୍ତ ଜନ ସାଧାରଣ ସେମାନଙ୍କ ଘରପାଖ ଅଞ୍ଚଳ, ରାସ୍ତାଘାଟ ପାର୍କ, ଦୋକାନ ବଜାର ଅଞ୍ଚଳ ନାଳ ଓ ନର୍ଦ୍ଦମା, ସାଧାରଣ ସ୍ଥାନ ସଫା ସୁତୁରା ରଖି ଏକ ସ୍ବଚ୍ଛ ଓ ସବୁଜ ପରିବେଶ ପାଇଁ ସହଯୋଗ କରିବା ଉଚିତ୍ ବୋଲି କହିଥିଲେ । ସପ୍ତାହରେ ଥରେ ଶୌଚାଳୟ ସଫାସୁତୁରା କାର୍ଯ୍ୟ ତଦାରଖ କରିବାକୁ କହିଥିଲେ । ପବ୍ଲିକ୍ ସ୍ଥାନରେ ପରିଶ୍ରା କଲେ ଜୋରିମାନା ଆଦାୟ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଆସନ୍ତା ରବିବାର ଦିନ ସ୍ବଚ୍ଛ ସର୍ବେକ୍ଷଣ ଉପରେ କର୍ମଶାଳା ଅନୁଷ୍ଠିତ କରିବା ସହ ନିଜନିଜ ଅଞ୍ଚଳରେ ରାମଲିଙ୍ଗମ୍ ଭଳି ପୁଷ୍କରିଣୀ ଗୁଡିକ ସୌନ୍ଦର୍ଯ୍ୟକରଣ, ସ୍ମାର୍ଟ ପାର୍କ ନିର୍ମାଣ, ଓପନ୍ ଜିମ୍ କରିବା ପାଇଁ ଜିଲ୍ଲାପାଳ କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ପ୍ରକାର ଚାରା ରୋପଣ କରି (ଗ୍ରୀନ୍ ଆଣ୍ଡ କ୍ଲିନ୍) ସବୁଜ ଓ ସ୍ବଚ୍ଛ ବିଜ୍ଞାପିତ ଅଞ୍ଚଳରେ ପରିଣତ କରିବାପାଇଁ କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ବୈଠକ ରେ ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ, ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ସୁଦାମ ଚରଣ ମଣ୍ଡଳ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇଥିଲେ । ( ରିପୋର୍ଟ ଶେଷଦେବ ସାହୁ ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ  ଚିଲିକା ବ୍ଲକ

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ ଚିଲିକା ବ୍ଲକ

September 11, 2026
ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

September 11, 2026
ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

September 11, 2026
୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ  ଚିଲିକା ବ୍ଲକ

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ ଚିଲିକା ବ୍ଲକ

September 11, 2026
ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version