• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଣାର୍କ ଅଞ୍ଚଳର ଭିତ୍ତି ଭୂମିକୁ ଆନ୍ତଜାତୀୟ ମାନର କରାଯିବ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
January 21, 2021
in ଓଡ଼ିଶା, ପୁରୀ, ହୋମ୍
0
କୋଣାର୍କ ଅଞ୍ଚଳର ଭିତ୍ତି ଭୂମିକୁ ଆନ୍ତଜାତୀୟ ମାନର କରାଯିବ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀ କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ଜନସାଧାରଣଙ୍କ ମତାମତ ପାଇଁ ୨୧ ଦିନ ସମୟ

ଓଡ଼ିଶା ତାଜା ନ୍ୟୁଜ (୨୧ ଜାନୁଆରୀ ଗୁରୁବାର) ପୁରୀ :- ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି । ଏହି କାର୍ଯ୍ୟ କ୍ରମର ଅଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି । କୋଣାର୍କ କୁ ପ୍ରତିଦିନ ବିଶ୍ବର ବିଭିନ୍ନ ଅଞ୍ଚଳ ରୁ ପଯ୍ଯ ଟକ ଆସି ଥାନ୍ତି । ତେଣୁ କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶ କୁ ଆନ୍ତଜାତୀୟ ମାନର କରି ବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଏହାର ବିଭିନ୍ନ ଦିଗ ଉପରେ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅବଗତି ନିମନ୍ତେ ଏକ ଉପସ୍ଥାପନା କରାଯାଇଥିଲା । ଜନସାଧାରଣ ଏହି ଚିଠା ଯୋଜନା ଉପରେ ସେମାନଙ୍କ ସୁଚିନ୍ତିତ ମତାମତ ୨୧ ଦିନ ଭିତରେ ଦେଇପାରିବେ । ମତାମତ ଦେବାର ଠିକାଣା ହେଲା …… 

କଳିଙ୍ଗ ସ୍ଥାପତ୍ୟ କଳାର ଅପୂର୍ବ ନିଦର୍ଶନ ହେଉଛି କୋଣାର୍କ ମନ୍ଦିର । ଗଙ୍ଗ ବଂଶର ରାଜା ଲାଙ୍ଗୁଳା ନରସିଂହ ଦେବଙ୍କର ତ୍ରୟୋଦଶ ଶତାଦ୍ଦୀର ଏହି ଅନୁପମ କୀର୍ତ୍ତି ତାର ଅବିଶ୍ବସନୀୟ କଳା ଓ ଭାସ୍କର୍ଯ୍ୟ ପାଇଁ ସାରା ବିଶ୍ବର ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିଆସିଛି । ଭଗବାନ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ମନ୍ଦିର ର ମୁଖ୍ୟ ଅଂଶ ଭାଂଗି ଯାଇଥିଲେ ମଧ୍ୟ ମୁଖଶାଳାର ଶୋଭା ଓଡିଶାର କାରିଗର ଓ ଶିଳ୍ପୀ ମାନଙ୍କର ଦକ୍ଷତାର ଜୟଗାନ କରିଆସୁଛି । ଏହି ମନ୍ଦିର ତତ୍କାଳୀନ ଓଡିଶାର ସଂପନ୍ନତା ବିଷୟରେ ସୂଚିତ କରିଥାଏ । ମନ୍ଦିର ଗାତ୍ରରେ ଜିରାଫର ଚିତ୍ର ଆଫ୍ରିକୀୟ ଦେଶ ମାନଙ୍କ ସହିତ ତତ୍କାଳୀନ ଓଡ଼ିଶାର ସଂପର୍କ ବିଷୟରେ ମଧ୍ୟ ଉଲ୍ଲେଖ କରିଥାଏ । ୧୯୮୪ ମସିହାରେ UNESCO କୋଣାର୍କକୁ ବିଶ୍ବ ଐତିହ୍ୟର ମାନ୍ୟତା ପ୍ରଦାନ କରିଛି ।

ଏହି ମହାନ ସାଂସ୍କୃତିକ ବୈଭବର ସୁରକ୍ଷା ଆମ ସମସ୍ତଙ୍କର ନୈତିକ ଦାୟିତ୍ବ । ମନ୍ଦିରର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକରୁ ଅଧିକ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି । ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ହେଲା, କୋଣାର୍କ ସୂର୍ଯ୍ୟ ମନ୍ଦିରର ଗରିମାର ସୁରକ୍ଷା, ପର୍ଯ୍ୟଟକ ମାନଙ୍କ ପାଇଁ ଅନନ୍ୟ ଅନୁଭୂତି, ସ୍ଥାନୀୟ ବ୍ୟବସାୟୀ ମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ ଜିଲ୍ଲା ଓ ସମଗ୍ର ରାଜ୍ୟର ପର୍ଯ୍ୟଟନ ଅର୍ଥନୀତିର ବିକାଶ ।

କୋଣାର୍କ ମନ୍ଦିରର ପାରିପାର୍ଶିକ ଅଞ୍ଚଳର ଭିତ୍ତିଭୂମି ବିକାଶ କୁ ଏହି ପ୍ରାଚୀନ ଐତିହ୍ୟ ସହ ସମନ୍ବିତ କରିବା ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି । ସାଢ଼େ ତିନି କିଲୋମିଟର ବାହ୍ୟ ରିଂଗ ରୋଡକୁ ଛ ଅ ଥାକିଆ ନିର୍ମାଣ କରାଯିବା ସହିତ ମନ୍ଦିରକୁ ଯାଇଥିବା ସବୁ ରାସ୍ତାର ବିକାଶ କରାଯିବା ଯାତ୍ରୀଙ୍କୁ ନେବାଆଣିବା ପାଇଁ ଭୁବନେଶ୍ୱର ରୁ କୋଣାର୍କ ପଯ୍ଯନ୍ତ ପଏଣ୍ଟର ବିକାଶ କରାଯିବ । ଫେରି ବାଲା ମାନଙ୍କୁ ପୁନଃ ଥଇଥାନ କରାଯିବ।ମନ୍ଦିର ସମ୍ମୁଖରେ ଥିବା ତିରିଶ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ ଏବଂ landscaping କରାଯିବ । ପ୍ରବେଶସ୍ଥଳ ରେ ପଯ୍ଯ ଟକ ମାନଙ୍କୁ ସ୍ବାଗତ କରିବା ପାଇଁ ।

ସୁଦ୍ଯୃଶ୍ଯ କୋଣାର୍କ ଏଣ୍ଟ୍ରି ପ୍ଲାଜା ନିର୍ମାଣ କରାଯିବ । ତା ସହିତ ଗାଡିମଟର ପାର୍କିଂ ପାଇଁ Multi modal hub ନିର୍ମାଣ କରାଯିବ। କୋଣାର୍କ ମୁକ୍ତାକାଶ ରଂଗମଞ୍ଚର ପୁନ୍ରବିନ୍ଯାସ କରାଯିବ । ଐତିହ୍ୟ ଅଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ପଥଚାରୀ ମାନଙ୍କ ପାଇଁ ସ୍ବତନ୍ତ୍ର ରାସ୍ତା ମଧ୍ୟ ନିର୍ମାଣ କରାଯିବ । କୋଣାର୍କ ଯୋଜନାରେ ସ୍ଥାନୀୟ ଲୋକଙ୍କ ଆଶା ଆକାଂକ୍ଷାର ପ୍ରତିଫଳନ ସହିତ ଐତିହ୍ୟ ସଂରକ୍ଷଣ ଓ ବିକାଶରେ ବିଶ୍ବସ୍ତରୀୟ ଦୃଷ୍ଟିଭଙ୍ଗୀର ପ୍ରତିଫଳନ ହୋଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ ଉପସ୍ଥାପନା ଦେଇଥିଲେ । ମନ୍ତ୍ରୀ ଶ୍ରୀ ତୁଷାର କାନ୍ତି ବେହେରା ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version