• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

।। ନିର୍ମାଲ୍ୟ ର ୧୨୫ ତମ ନେତାଜୀ ଜୟନ୍ତୀ : ବିକାଶଶୀଳ ଭାରତ ବର୍ଷ ପାଈଁ ଏବେ ବି ସୁବାସ ବୋଷ୍ ମୁଖ୍ୟ ଆବଶ୍ୟକତା ।।

Proprietor Abhimanyu Maharana by Proprietor Abhimanyu Maharana
January 23, 2021
in ଓଡ଼ିଶା, ପୁରୀ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
।। ନିର୍ମାଲ୍ୟ ର ୧୨୫ ତମ ନେତାଜୀ ଜୟନ୍ତୀ : ବିକାଶଶୀଳ ଭାରତ ବର୍ଷ ପାଈଁ ଏବେ ବି ସୁବାସ ବୋଷ୍ ମୁଖ୍ୟ ଆବଶ୍ୟକତା ।।
Share on FacebookShare on TwitterWhatsapp

କେନ୍ଦ୍ରୀୟ ସଂସ୍କୃତ ବିଶ୍ଵ ବିଦ୍ୟାଳୟ ର ସଦାଶିବ ପରିସର , ନିର୍ମାଲ୍ୟ ଓ ସମର୍ପଣ ର ମିଳିତ ମିଳିତ ସହଯୋଗ ରେ ଅନୁଷ୍ଠିତ – ରକ୍ତଦାନ ଶିବିର

ଓଡିଶା ତାଜା ନ୍ୟୁଜ୍  (୨୩ ଜାନୁଆରୀ,ଶନିବାର ) ପୁରୀ :- ଏକ ବିକାଶଶୀଳ ଭାରତ ବର୍ଷ ପାଈଁ ଏବେ ବି ନେତାଜୀ ସୁବାଷ ବୋଷ , ଦେଶ ପାଈଁ ସର୍ବଶ୍ରେଷ୍ଠ ଆବଶ୍ୟକତା ବୋଲି କହିଛନ୍ତି ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱ ବିଦ୍ୟାଳୟ ର କୁଳପତି ପ୍ର. ଡ଼ଃ. ହରିହର ହୋତା । ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ନିର୍ମାଲ୍ୟ ପକ୍ଷରୁ ଆୟୋଜିତ ରକ୍ତଦାନ ଓ ପରାକର୍ମ ଦିବସ କୁ ଉଦଘାଟନ କରି ପ୍ର. ଶ୍ରୀ ହୋତା , ମାନବିକ ମୂଲ୍ୟବୋଧ ତଥା ଦେଶାତ୍ମକ ବୋଧ ପାଈଁ ବିଶ୍ଵ କୁ ପରାକ୍ରମଦେଖାଇଥିବା ନେତାଜୀ ଙ୍କ ସ୍ମୃତି ଚାରଣ କରିଥିଲେ । କେନ୍ଦ୍ରୀୟ ସଂସ୍କୃତ ବିଶ୍ଵ ବିଦ୍ୟାଳୟ ,

ସଦାଶିବ ପରିସର ର ସମ୍ମେଳନ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଶ୍ଵ ବିଦ୍ୟାଳୟର ନିର୍ଦେଶକ ପ୍ର. ଖଗେଶ୍ବର ମିଶ୍ର ରକ୍ତଦାନ ର ମହନୀୟତା ରେ ଯୁବଗୋଷ୍ଠି ଙ୍କ ଯୋଗଦାନ ସମ୍ପର୍କ ରେ ଆହ୍ୱାନ ଦେଇଥିଲେ । ଅନୁଷ୍ଠାନ ସମ୍ପାଦକ ଅଧ୍ୟାପକ ବିଶ୍ଵନାଥ ମିଶ୍ର ଙ୍କ ସଞ୍ଚାଳନ୍ ଓ ସଂଯୋଜନା ରେ ଅନୁଷ୍ଠିତ ଏହି ସଭାରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏ ଡି ଏ ମ୍ ଓ ଡା. ଦେବୀ ପ୍ରସାଦ ମହାପାତ୍ର , ଶିକ୍ଷାବିତ୍

ଅଭିମନ୍ୟୁ ଭୂୟାଁ , ବ୍ଲଡ଼ ବ୍ୟାଙ୍କ ର ଅଧିକାରୀ ଦୀପକ ସାହୁ ସାମାଜିକ କର୍ମୀ ବଦ୍ରୀ ମିଶ୍ର , ସମର୍ପଣ ର ସମ୍ପାଦିକା ଜୟନ୍ତୀ ମହାପାତ୍ର ଓ ସମାଜସେବୀ ଷ୍ଟାଲିନ୍ ପରିଜା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । କେନ୍ଦ୍ରୀୟ ସଂସ୍କୃତ ବିଶ୍ଵ ବିଦ୍ୟାଳୟ ର ସଦାଶିବ ପରିସର , ନିର୍ମାଲ୍ୟ ଓ ସମର୍ପଣ ର ମିଳିତ ମିଳିତ ସହଯୋଗ ରେ ଅନୁଷ୍ଠିତ ରକ୍ତଦାନ ଶିବିର କୁ ଡା. ହରି ବଲ୍ଲଭ ମହାପାତ୍ର , ଡା. ବିଶ୍ଵ ରଞ୍ଜନ ପତି ,

ଡା. ପିତାମ୍ବର ମିଶ୍ର , ଡା. ପ୍ରିୟ ରଞ୍ଜନ ରଥ ଉଦଘାଟନ କରିଥିଲେ । ଏହି ଶିବିର ରେ ରକ୍ତଦାନ ଶତକ କରିଥିବା ରାଜ୍ୟ ଯୁବ ପୁରସ୍କାର ବିଜେତା ବଦ୍ରି ମିଶ୍ର ୧୦୫ ଥର ପାଈଁ ରକ୍ତଦାନ କରି ରେକର୍ଡ କରିଥିଲେ । ଅଭିନନ୍ଦନୀକା ର ସମ୍ପାଦକ ଶ୍ୟାମ ପ୍ରକାଶ ସେନାପତି ଙ୍କ ପରିଚାଳନା ରେ କୃଷ୍ଣ ଚନ୍ଦ୍ର ପାତ୍ର , ସାଗରିକା ରଥ , ସୁଶାନ୍ତ ଶତପଥି , ବବିତା ମହାପାତ୍ର ଓ ସୌମ୍ୟ ରଞ୍ଜନ ପାତ୍ର  ସହଯୋଗ କରିଥିଲେ(ପୁରୀ ରିପୋର୍ଟ/ବିଶ୍ୱନାଥ ମିଶ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version