No Result
View All Result
ଓଡିଶା ତାଜା ନ୍ୟୁଜ୍ (୨୪ ଜାନୁଆରି, ରବିବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ମହାବିଦ୍ୟାଳୟ ଠାରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ +୨ ୨ ଓ +୩ କଲେଜ୍ ଅଧ୍ୟକ୍ଷ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଅନୁଷ୍ଠିତ କଲେଜ୍ ଅଧ୍ୟକ୍ଷ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଉପସ୍ଥିତ ଥିବା ଅଧ୍ୟକ୍ଷ ମାନଙ୍କ ସହ ବିଭିନ୍ନ ଆଲୋଚନା କରିଥିଲେ ।(ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)
No Result
View All Result