• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଳ ପୁରସ୍କାର : ଓଡ଼ିଶାରୁ ଅନ୍ୱେଷ ଶୁଭମ୍‌ 

Proprietor Abhimanyu Maharana by Proprietor Abhimanyu Maharana
January 25, 2021
in ଓଡ଼ିଶା, ଦେଶ, ପୁରୀ, ହୋମ୍
0
ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଳ ପୁରସ୍କାର : ଓଡ଼ିଶାରୁ ଅନ୍ୱେଷ ଶୁଭମ୍‌ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୫ ଜାନୁଆରୀ ସୋମବାର ) ନୂଆଦିଲ୍ଲୀ :- ଚଳିତ ବର୍ଷର ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇବା ପାଇଁ ଦେଶର ୨୧ଟି ଜିଲାରୁ ୩୨ ଶିଶୁ ମନୋନୀତ ହୋଇଛନ୍ତି । ଶିକ୍ଷା, କ୍ରୀଡ଼ା, କଳା ଓ ସଂସ୍କୃତି, ସମାଜସେବା ଓ ସାହସିକତା କ୍ଷେତ୍ରରେ ଏହି ପୁରସ୍କାର ପ୍ରଦାନ କରାଯାଇଆସୁଛି । ଚଳିତ ବର୍ଷ ପାଇଁ ପୁରସ୍କାର ତାଲିକାରେ ଓଡ଼ିଶାର ଅନ୍ବେଷ ଶୁଭମ ପ୍ରଧାନ ସ୍ଥାନ ପାଇଛନ୍ତି । ଚନ୍ଦ୍ରଶେଖରପୁର ଡିଏଭିରେ ନବମ ଶ୍ରେଣୀରେ ପଢ଼ୁଥିବା ଶୁଭମଙ୍କୁ ଶିକ୍ଷାକ୍ଷେତ୍ରରେ ମନୋନୀତ କରାଯାଇଛି ।

ଅନ୍ବେଷଙ୍କ ପିତା ସମ୍ବଲପୁର ଏସବିଆଇରେ ଏଜିଏମ ମାନସ ରଞ୍ଜନ ପ୍ରଧାନ ଓ ମା’ ଝରଣା ପ୍ରଧାନ ଗୃହିଣୀ । ଜଣେ ମେଧାବୀ ଛାତ୍ର ଅନ୍ବେଷ ପୂର୍ବରୁ ୫୭୦ରୁ ଅଧିକ ପୁରସ୍କାର ଓ ସମ୍ମାନ ପାଇସାରିଛନ୍ତି । ଆଗକୁ ଆଇଆଇଟିରେ ପାଠ ପଢ଼ିବା ସହିତ ଗବେଷଣା କରିବାକୁ ଲକ୍ଷ୍ୟ ରଖିଛନ୍ତି । ବର୍ତ୍ତମାନ ଆନ୍ତର୍ଜାତିକ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ପ୍ରତିନିଧିତ୍ବ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି ।

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭର୍ଚୁଆଲରେ ବିଜେତାମାନଙ୍କ ସହ ଆଲୋଚନା କରିବେ । ମଧ୍ୟାହ୍ନ ୧୨ଟାରେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନ୍ବେଷ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀଙ୍କ ସହ ଭର୍ଚୁଆଲରେ ବାର୍ତ୍ତାଳାପ କରିବେ ବୋଲି ଜଣାପଡ଼ିଛି। ଚଳିତ ବର୍ଷ ୨୧ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୩୨ ଜିଲାରୁ ବିଜେତାଙ୍କୁ ବଛା ଯାଇଥିଲା । କଳା ସଂସ୍କୃତି କ୍ଷେତ୍ରରେ ୭, ଉଦ୍ଭାବନ କ୍ଷେତ୍ରରେ ୯ ଓ ୫ ଜଣଙ୍କୁ ମେଧା କ୍ଷେତ୍ରରେ ପୁରସ୍କୃତ କରାଯାଇଥିଲା ।   (ରିପୋର୍ଟ /ଲାଲା ଅନନ୍ତ କୁମାର ସିଂହ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version