• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡାରେ ଜିଲ୍ଳାସ୍ତରୀୟ ୭୨ତମ ଗଣତନ୍ତ୍ର ଦିବସ ପାଳିତ : ଜାତୀୟ ପତାକା ଉତ୍ତୋଳନ କଲେ – କୃଷି ମନ୍ତ୍ରୀ ଅରୁଣ ସାହୁ

Proprietor Abhimanyu Maharana by Proprietor Abhimanyu Maharana
January 26, 2021
in ଓଡ଼ିଶା, ରାୟଗଡା, ହୋମ୍
0
ରାୟଗଡାରେ ଜିଲ୍ଳାସ୍ତରୀୟ ୭୨ତମ ଗଣତନ୍ତ୍ର ଦିବସ ପାଳିତ : ଜାତୀୟ ପତାକା ଉତ୍ତୋଳନ କଲେ – କୃଷି ମନ୍ତ୍ରୀ ଅରୁଣ ସାହୁ
Share on FacebookShare on TwitterWhatsapp

ରାୟଗଡା ଜିଲ୍ଳା ସଦର ମହକୁମା ସ୍ଥିତ ଜିସିଡି ହାଇସ୍କୁଲ ପଡିଆ ଠାରେ ଜିଲ୍ଳାସ୍ତରୀୟ  ୭୨ ତମ ସଧାରଣ ତନ୍ତ୍ର ଦିବସ ରେ କୃଷି ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ ସାହୁ ପତକା ଉତ୍ତୋଳନ କରିଛନ୍ତି ।

ଓଡ଼ିଶା ତାଜା ନ୍ୟୁଜ୍ (୨୬ ଜାନୁଆରି, ମଙ୍ଗଳବାର )ରାୟଗଡା :- ଆଜି ୭୨ ତମ ସଧାରଣ ତନ୍ତ୍ର ଦିବସ ଅଵସରରେ ରାୟଗଡା ଜିଲ୍ଳା ସଦର ମହକୁମା ସ୍ଥିତ ଜିସିଡି ହାଇସ୍କୁଲ ପଡିଆ ଠାରେ ଜିଲ୍ଳାସ୍ତରୀୟ ୭୨ତମ ଗଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳିତ ହୋଇଯାଇଛି । ଏଥିରେ କୃଷି ଓ କୃଷକ ସଶକ୍ତିକରଣ,ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ.ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ । ଏଥିସହ ଜିଲ୍ଳାବାସୀଙ୍କ ଉଦ୍ଦେଶ୍ୟରେ ନିଜ ଅଭିଭାଷଣରେ ଗଣତନ୍ତ୍ର ଦିବସ ଦେଶ ଓ ଜାତି ପାଇଁ ଗର୍ବ ଓ ଗୈାରବର ଦିବସ ଏବଂ ସ୍ମୃତି,ସଂକଳ୍ପ ଓ ଆତ୍ମସମୀକ୍ଷାର ଦିବସ ବୋଲି ପ୍ରକାଶ କରିଥିଲେ । ସମଗ୍ର ବିଶ୍ୱରେ ଭାରତୀୟ ସମ୍ବିଧାନର ସ୍ୱତନ୍ତ୍ର ଗୁରୁତ୍ୱ ରହିଛି ଏବଂ ସମ୍ବିଧାନ ଦ୍ୱାରା ଆମ ଐକ୍ୟ,ସଂହତି ଓ ଧର୍ମନିରପେକ୍ଷ ଚରିତ୍ରକୁ ମଜବୁତ କରିଛି ।

ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ,ସମ୍ବିଧାନ ପ୍ରଣିୟତା ଡା.ବି.ଆର.ଆମ୍ବେଦକରଙ୍କ ଠାରୁ ଆରମ୍ଭ କରି ସ୍ୱାଧୀନତା ସଂଗ୍ରାମୀ ବିଜୁ ପଟ୍ଟନାୟକ ପର୍ଯ୍ୟନ୍ତ ସମସ୍ତ ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଂଜଳି ପୂର୍ବକ ଚିର ନମସ୍ୟ କରିଥିଲେ । ସ୍ୱାଧୀନତା ସଂଗ୍ରାମରେ ଅବିଭକ୍ତ କୋରାପୁଟ ଜିଲ୍ଳାର ବୀରପୁତ୍ରମାନଙ୍କ ସହ ଶହୀଦ ଲକ୍ଷ୍ମଣ ନାୟକଙ୍କ ବଳିଦାନକୁ ସ୍ମୃତିଚାରଣ କରିଥିଲେ । ସେହିପରି ରାୟଗଡ ଜିଲ୍ଳାର ଲୋକକଳା ଓ ସଂସ୍କୃତି,ଐତିହ୍ୟ ଓ ପରମ୍ପରା ତଥା ପର୍ଯ୍ୟଟନ ସ୍ଥଳୀର ମହନୀୟତାକୁ ଅଭିଭାଷଣରେ ପ୍ରତିପାଦିତ କରିଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ୍ ଲୋକାଭିମୁଖୀ କାର୍ଯ୍ୟକ୍ରମ ବଳରେ କୃଷି, ସ୍ୱାସ୍ଥ୍ୟ, ଶିକ୍ଷା, ଜଳସେଚନ, ସଡକ ଓ ଗମନାଗମନ, ପୂର୍ତ ଓ ଗୃହନିର୍ମାଣ, ଶିଳ୍ପ, ଶକ୍ତି, ଜଙ୍ଗଲ ଓ ପରିବେଶ ,ମହିଳା ସଶକ୍ତିକରଣ,ଅନୁସୂଚିତ ଜନଜାତି,ଜାତି ଭିନ୍ନକ୍ଷମ ଓ ସଂଖ୍ୟାଲଘୁ ମାନଙ୍କ କଲ୍ୟାଣ, ପର୍ଯ୍ୟଟନ, କ୍ରୀଡା ଓ ଯୁବସେବା,ସଂସ୍କୃତି, ଦକ୍ଷତା ବିକାଶ ଓ ବିଞାନ ଓ କାରିଗରୀ କୈାଶଳ କ୍ଷେତ୍ରରେ ଆଖିଦୃଶିଆ ବିକାଶ ହାସଲ କରିପାରିଛି ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ ।

ସେହିପରି ରାଜ୍ୟ ସରକାରଙ୍କ ୫ ‘ଟି’ମନ୍ତ୍ର ତଥା ଟିମ ୱାର୍କ ଦ୍ୱାରା ରାଜ୍ୟର ସମସ୍ତ ଶାସନ ବ୍ୟବସ୍ଥାର ମୈାଳିକ ନୀତି ଏବଂ ଅବିଚ୍ଛେଦ୍ୟ ଅଙ୍ଗ ପାଲଟି ଯାଇଥିବାରୁ ମୋ ସରକାର ଯୋଜନା ଅନ୍ତର୍ଗତ ଆହାର,ଜାଗା ମିଶନ,ବିଜୁ ପକ୍କାଘର ଯୋଜନା,ଶିକ୍ଷା କ୍ଷେତ୍ରରେ ବୃତି,ମାଗଣା ଲାପଟପ୍‌,ମୋ ସ୍କୁଲ ଓ ମୋ କଲେଜ ଅଭିଯାନ କାର୍ଯ୍ୟକ୍ରମ,ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା,ନିରାମୟ ଯୋଜନା,ମଧୁବାବୁ ପେନସନ୍ ଆଦି ଯୋଜନା ଅତ୍ୟନ୍ତ ଫଳପ୍ରଦ ହୋଇପାରିଛି ବୋଲି ପ୍ରକାଶ କରିଥିଲେ । ସେହିପରି କୃଷି ଉତ୍ପାଦନ କ୍ଷେତ୍ରରେ ରାଜ୍ୟ ସରକାର ୫ଥର କୃଷି କର୍ମଣ ପୁରସ୍କାର ପାଇ ସମ୍ମାନୀତ ହୋଇଛନ୍ତି । ଆଦିବାସୀ ଅଧୁଷିତ ଅଂଚଳରେ ମାଣ୍ଡିଆ,ମକା ଆଦି ଲଘୁଜାତୀୟ ଶସ୍ୟଚାଷ ଓ ସମନ୍ୱିତ କୃଷି ନିମନ୍ତେ ମିଲେଟ୍ ମିଶନ କାର୍ଯ୍ୟକାରୀ କରାଯାଇଥିବା ମନ୍ତ୍ରୀ ପ୍ରକାଶ କରିଥିଲେ ।

ଏହି ଅବସରରେ ମହାମାରୀ କରୋନା ବିପତି ସମୟରେ ନିଜ ଜୀବନକୁ ବାଜି ଲଗାଇ ନିସ୍ୱାର୍ଥପର ଭାବେ ଅନ୍ୟଙ୍କୁ ସେବା ଯୋଗାଇଥିବା ଆଗଧାଡିର ପ୍ରମୁଖ କରୋନା ଯୋଦ୍ଧା ଭାବେ ସ୍ୱାସ୍ଥ୍ୟ ବିଭାଗର ୫ଜଣ,ପୈାର ପରିଷଦ କାର୍ଯ୍ୟାଳୟର ୫ଜଣ ଏବଂ ପୋଲିସ ବିଭାଗର ୫ଜଣ କର୍ମଚାରୀଙ୍କୁ ମାନପତ୍ର ଓ ଉତରୀୟ ପ୍ରଦାନ କରି ମାନ୍ୟବର ମନ୍ତ୍ରୀ ଶ୍ରୀ ସାହୁ ସମ୍ବର୍ଦ୍ଧନା କରିଥିଲେ । ରାୟଗଡ ଜିଲ୍ଳାପାଳ ଶ୍ରୀ ସରୋଜ କୁମାର ମିଶ୍ର ଓ ଜିଲ୍ଳା ଆରକ୍ଷୀ ଅଧୀକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମା ପ୍ରମୁଖ ଉପସ୍ଥିତ ରହିଥିଲେ ।

ସେହିପରି କୋଭିଡ-୧୯ ଗାଇଡଲାଇନ ମଧ୍ୟରେ ସାମାଜିକ ଦୂରତା ଅବଲମ୍ବନ କରି ମାସ୍କ ବ୍ୟବହାର ସହ ସୀମିତ ଅତିଥି,ପ୍ରଶାସନିକ ପଦାଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ଏବଂ କରୋନା ଯୋଦ୍ଧାଙ୍କୁ ନେଇ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଜିଲ୍ଳା ସୂଚନା ଓ ଲୋକ ସଂପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ପରିଚାଳନା କରିଥିବା ବେଳେ ବିଭାଗୀୟ କର୍ମଚାରୀମାନେ ସହଯୋଗ କରିଥିଲେ । ୭୨ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ଜିଲ୍ଳା ପ୍ରଶାସନ ତରଫରୁ ଜିଲ୍ଳା ଶିକ୍ଷାଧିକାରୀଙ୍କ ତତ୍ୱାବଧାନରେ ସ୍ଥାନୀୟ ଜିସିଡି ହାଇସ୍କୁଲରେ ଅନଲାଇନ ମାଧ୍ୟମରେ ବିଦ୍ୟାଳୟସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version