• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଦ୍ମପୁର ଉପଖଣ୍ତ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 26, 2021
in ଓଡ଼ିଶା, ବରଗଡ଼, ହୋମ୍
0
ପଦ୍ମପୁର ଉପଖଣ୍ତ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ଜାନୁଆରି, ମଙ୍ଗଳବାର ) ପଦ୍ମପୁର :-  ପଦ୍ମପୁର ଉପଖଣ୍ତ ସଦର ମହୁକୁମା ଠାରେ ୭୨ ତମ ସାଧାରଣତନ୍ତ୍ର ଦିବସ ସରକାରଙ୍କ ନିର୍ଦ୍ଦେଶନାମା ଏବଂ କୋଭିଡ – ୧୯ ନିୟମାବଳୀ ଅନୁପାଳନ ସହିତ ସ୍ଥାନୀୟ ରାଜ ବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ପଦ୍ମପୁର ଉପ ଜିଲ୍ଲାପାଳ ତଥା ଉପଖଣ୍ତ ମାଜିଷ୍ଟ୍ରେଟ ତନ୍ମୟ କୁମାର ଦରୱାନ ମୁଖ୍ଯଅତିଥି ଭାବରେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଅଭିଭାଷଣ ରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ସ୍ମୃତି ଚାରଣ କରିବା ସହିତ ଜାତୀୟ ଏକତା ଏବଂ ଅଖଣ୍ଡ ତାକୁ ବଜାୟ ରଖିବା ପାଇଁ ଆହ୍ବାନ ଜଣାଇଥିଲେ ।

ଉପଖଣ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ କାର୍ଯ୍ୟକ୍ରମ ସଂଯୋଜନା କରିବା ସହିତ ଶେଷ ଧନ୍ୟବାଦ ଅର୍ପଣ କରିଥିଲେ । ସେହିପରି ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ପ୍ରଦୀପ ପୁରୋହିତ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନ,ପାଇକମାଲ ଥାନାରେ ଥାନା ଅଧିକାରୀ ବିଶ୍ବଜିତ ମନବୋଧ,ପାଇକମାଲ ତହସିଲ ଅଫିସ ରେ ତହସିଲଦାର ମନୋଜ କୁମାର ମେହେର,ପଦ୍ମପୁର ଥାନାରେ ଥାନା ଅଧିକାରୀ ମାନସ ରଞ୍ଜନ ପ୍ରଧାନ,

ଜଗଦଳପୁର ଥାନାରେ ଥାନା ଅଧିକାରୀ ଲିଲିମା ଲଳିତା ବାର୍ଳା, ଶ୍ରୀ ଶ୍ରୀ ନୃସିଂହନାଥ ଆୟୁର୍ବେଦ ମହା ବିଦ୍ୟାଳୟ ରେ ମହାବିଦ୍ୟାଳୟ ର ଅଧ୍ୟକ୍ଷା ପ୍ରଫେସର କେ ତନୟା ରାଉତରାୟ,ଲଖମରା ଗ୍ରାମ ପଞ୍ଚାୟତ ରେ ସରପଞ୍ଚ ଭୀଷ୍ମଦେବ ଡନସନା,ନୃସିଂହନାଥ ବୃଦ୍ଧାଶ୍ରମରେ ବିଜୁ ଜନତା ଦଳର ସଭାପତି ଗୌତମ ସିଂ,ବରତୁଣ୍ତା ଗ୍ରାମ ପଞ୍ଚାୟତ ରେ ସରପଞ୍ଚ ଜୟନ୍ତୀ ପୁଟା,ଜାମସେଠ ଗ୍ରାମ ପଞ୍ଚାୟତ ରେ ସରପଞ୍ଚ ରମ୍ଭା ତାଣ୍ତି ପ୍ରମୁଖ ପତାକା ଉତ୍ତୋଳନ କରିଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026
୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version