No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୬ ଜାନୁଆରି, ମଙ୍ଗଳବାର ) ଦଶପଲ୍ଲା :- ନୟାଗଡ ଜିଲ୍ଲା ଦଶପଲ୍ଲା ବିଜୁ ଜନତା ଦଳ କାର୍ଯ୍ୟାଳୟ ପରିସରରେ ୭୨ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ବିଧାନ ଓ ବୀର ସହିଦ ଙ୍କ ଗାଥା ବର୍ଣ୍ଣନା କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ ବହୁ ବରିଷ୍ଠ ବିଜେଡ଼ି କର୍ମୀ ଉପସ୍ଥିତ ଥିଲେ । ଦଶପଲ୍ଲା ବିଧାୟକ ଅଧିକାର ବୃଦ୍ଧା ଶ୍ରମ ରେ ପହଞ୍ଚି ବୃଦ୍ଧା ମାନଙ୍କ ଆଶୀର୍ବାଦ ଗ୍ରହଣ କରିବା ସହ ବୃଦ୍ଧା ମାନଙ୍କୁ ଫଳ ବଣ୍ଟନ କରିଥିଲେ । (ଦଶପଲ୍ଲା/ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)
No Result
View All Result