No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୨୬ ଜାନୁଆରି, ମଙ୍ଗଳବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ର ବିଭିନ୍ନ ସ୍ଥାନରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।ନୂଆଗାଁ ହାଇସ୍କୁଲ ପଡ଼ିଆରେ ବ୍ଲକ୍ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଥିବା ବେଳେ ନୂଆଗାଁ ଥାନା,

ତହସିଲ,ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ବ୍ଲକ୍ ପରିସରରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସାଧାରଣତନ୍ତ୍ର ଦିବସରେ ନୂଆଗାଁ ତହସିଲଦାର ଶରତ କୁମାର ମଲ୍ଲିକ ବସୁନ୍ଧରା ଯୋଜନା ରେ ଭୂମିହୀନ ଙ୍କୁ ପଟ୍ଟା ବଣ୍ଟନ କରିଥିଲେ ।(ଦଶପଲ୍ଲା/ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ )
No Result
View All Result