No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ ( ୨୫ ଜାନୁଆରୀ ସୋମବାର ) ନୟାଗଡ/ଅଭିମନ୍ୟୁ :- ନୟାଗଡ ପୋଲିସ ଟ୍ରେନିଂ ସ୍କୁଲ୍ ପଡ଼ିଆରେ ଜିଲ୍ଲା ସ୍ତରୀୟ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୂଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ,

ସଂଖ୍ୟା ଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ବିଧାନ ଓ ମହାପୁରୁଷ ମାନଙ୍କ ତ୍ୟାଗ ସମ୍ପର୍କରେ ବର୍ଣ୍ଣନା କରିଥିଲେ।ପତାକା ଉତ୍ତୋଳନ ସମୟରେ ମନ୍ତ୍ରୀ ଙ୍କ ସହ ନୟାଗଡ ଜିଲ୍ଲାପାଳ ଡ଼. ପୋମା ଟୁଡୁ ଉପସ୍ଥିତ ଥିଲେ ।(ଦଶପଲ୍ଲା/ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ )

No Result
View All Result