• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାର୍ଯ୍ୟକ୍ଷେତ୍ରରେ ୫ ” ଟିି ” ଓ ” ମୋ ସରକାର “କୁ କଡ଼ାକଡ଼ି ଅନୁପାଳନ କରିବା ପାଇଁ ମନ୍ତ୍ରୀ ଡ. ସାହୁଙ୍କ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
January 28, 2021
in ଓଡ଼ିଶା, ମହାନଗର, ହୋମ୍
0
କାର୍ଯ୍ୟକ୍ଷେତ୍ରରେ ୫ ” ଟିି ” ଓ ” ମୋ ସରକାର “କୁ କଡ଼ାକଡ଼ି ଅନୁପାଳନ କରିବା ପାଇଁ ମନ୍ତ୍ରୀ ଡ. ସାହୁଙ୍କ ନିର୍ଦ୍ଦେଶ
Share on FacebookShare on TwitterWhatsapp

କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ବୈଠକ କାର୍ଯ୍ୟକ୍ଷେତ୍ରରେ ୫ ” ଟିି ” ଓ ” ମୋ ସରକାର “କୁ କଡ଼ାକଡ଼ି ଅନୁପାଳନ କରିବା ପାଇଁ ମନ୍ତ୍ରୀ ଡ. ସାହୁଙ୍କ ନିର୍ଦ୍ଦେଶ କାର୍ଯ୍ୟରେ କୌଣସି ପ୍ରକାର ଅବହେଳାକୁ ପ୍ରଶ୍ରୟ ଦିଆଯିବ ନାହିଁ – ମନ୍ତ୍ରୀ ଡ. ସାହୁ

ଓଡ଼ିଶା ତାଜା ନ୍ୟୁଜ୍ (୨୮ ଜାନୁୟାରୀ ଗୁରବାର ) ଭୁବନେଶ୍ୱର :- କାର୍ଯ୍ୟକ୍ଷେତ୍ରରେ ୫-ଟିି ଏବଂମୋ ସରକାରକୁ କଡ଼ାକଡ଼ି ଭାବରେ ଅନୁପାଳନ କରି ଯୋଜନାର ସୁଫଳ ପ୍ରକୃତ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଆବଶ୍ୟକ । ଦୁର୍ନୀତିରୁ ଊଦ୍ଧ୍ୱର୍ରେ ରହି ଯୋଜନାର ରୂପାୟନରେ ସଂପୂର୍ଣ୍ଣ ସ୍ୱଚ୍ଛତା ପାଳନ କରିବାକୁ ପଡ଼ିବ । ଏଥି ସହିତ କର୍ତ୍ତବ୍ୟରେ କୌଣସି ପ୍ରକାର ଅବହେଳାକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି ।

ଆଜି କୃଷିଭବନଠାରେ ଆୟୋଜିତ ଏକ ଭିଡ଼ିଓ କନ୍‌ଫରେନ୍ସ ବୈଠକରେ ଯୋଗଦେଇ ମନ୍ତ୍ରୀ ଡ. ସାହୁ ସମସ୍ତ ଜିଲ୍ଲାର କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ, ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ସହିତ ଆବଣ୍ଟିତ ଅର୍ଥ ଖର୍ଚ୍ଚ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଚାଷୀମାନେ ଯେପରି ହଇରାଣ ନହୁଅନ୍ତି ଏବଂ ସେମାନଙ୍କୁ ବାରମ୍ବାର କାର୍ଯ୍ୟାଳୟ ଆସିବାକୁ ନପଡ଼େ ସେଥିପ୍ରତି ଦୃଷ୍ଟିଦେଇ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଆବେଦନପତ୍ର ଉପରେ ପଦକ୍ଷେପ ନେବା ଆବଶ୍ୟକ । ଜିଲ୍ଲା ଅଧିକାରୀମାନେ ସଦର ମହକୁମାରରେ ରହିବା ସହିତ ନିୟମିତ କ୍ଷେତ୍ର ପରିଦର୍ଶନ କରିବା ଓ ଅଚାନକ ଗସ୍ତ ପାଇଁ କହିଥିଲେ ।

କୋଭିଡ୍‌-୧୯ ସ୍ଥିତିରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷିତ ସ୍ୱତନ୍ତ୍ର ପ୍ୟାକେଜକୁ ନିର୍ଦ୍ଧାରିତ ମାର୍ଗଦର୍ଶିକା ଅନୁସାରେ ମାର୍ଚ୍ଚ ୩୧ ତାରିଖ ମଧ୍ୟରେ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ପ୍ରତି ବ୍ଲକ୍‌ରେ ନୂତନ ଉଦ୍ୟୋଗୀ ସୃଷ୍ଟି କରିବା ସହିତ ଫାର୍ମପଣ୍ଡର ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ପାଇଁ କହିଥିଲେ । ସମନ୍ୱିତ କୃଷି କାର୍ଯ୍ୟ ଦ୍ୱାରା ଚାଷୀଙ୍କ ଆୟ ବହୁଗୁଣିତ କରାଯାଇ ପାରୁଥିବାରୁ ଚାଷୀଙ୍କ ମଧ୍ୟରେ ଏହାକୁ ଲୋକପି୍ରୟ କରାଇବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ କହିଲେ ପ୍ରତି ସୋମବାରରେ ପଞ୍ଚାୟତ ସ୍ତରରେ ବୈଠକ ତୃଣମୂଳସ୍ତରରେ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ଓ କାର୍ଯ୍ୟକ୍ଷେତ୍ରରେ ସ୍ୱଚ୍ଛତା ଆଣିବା ଦିଗରେ ଉପଯୋଗୀ ସାବ୍ୟସ୍ତ ହୋଇପାରୁଛି ।

ଓଡ଼ିଶା ଲୋକସେବା ଅଧିକାର ଆଇନରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଜନସାଧାରଣ ଓ ଚାଷୀମାନଙ୍କୁ ସେବା ଯୋଗାଇ ଦେବା ସହିତ ଆମ କୃଷି ଟୋଲ୍‌ ଫି୍ର ନମ୍ବର ସେବା ଚାଷୀଙ୍କ ମଧ୍ୟରେ ଅଧିକ ଲୋକପି୍ରୟ କରି ଚାଷୀଙ୍କ ସମସ୍ୟା ସମାଧାନ ଉପରେ ପ୍ରମୁଖ ଶାସନ ସଚିବ ଡ. ଗର୍ଗ ଗୁରୁତ୍ୱ ଦେଇଥିଲେ । ଦକ୍ଷତା କାର୍ଯ୍ୟକ୍ରମରେ ଉତ୍ତମ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପ୍ରୋତ୍ସାହନ ଦେବାର ବ୍ୟବସ୍ଥା ଥିବାବେଳେ କର୍ତ୍ତବ୍ୟରେ ଅବହେଳା କରୁଥିବା କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି ବୋଲି ସେ କହିଥିଲେ । ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ ହିତାଧିକାରୀମାନଙ୍କୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସବ୍‌ସିଡି ପ୍ରଦାନ କରିବା ପାଇଁ ଜିଲ୍ଲା ଅଧିକାରୀମାନଙ୍କୁ କହିଥିଲେ ।

ବିଭାଗ ପକ୍ଷରୁ ଆରମ୍ଭ କରାଯାଇଥିବା ୧୫ଟି ଅନ୍‌ଲାଇନ୍‌ ସେବାର ସୁଫଳ ଜନସାଧାରଣ ଯେପରି ପାଇପାରିବେ ସେଥିପ୍ରତି ପଦକ୍ଷେପ ନେବାକୁ କହିଥିଲେ । ମୋ ପୋଖରୀ ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ଓ ବାୟୋଫ୍ଲକ୍‌ ପଦ୍ଧତିରେ ମାଛଚାଷ ପାଇଁ ଚାଷୀଙ୍କ ମଧ୍ୟରେ ପ୍ରକାଶ ପାଉଥିବା ଆଗ୍ରହକୁ ଲକ୍ଷ୍ୟ କରି ମତ୍ସ୍ୟ ଅଧିକାରୀମାନେ ଅଧିକ ତତ୍ପରତା ପ୍ରକାଶ କରିବା ପାଇଁ ସେ କହିଥିଲେ । ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମତ୍ସ୍ୟ ନିର୍ଦ୍ଦେଶକ ଶ୍ରୀ ସ୍ମୃତିରଞ୍ଜନ ପ୍ରଧାନ, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ରନିାକର ରାଉତ, ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନର ନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ପଣ୍ଡା ବୈଠକରେ ଯୋଗଦେଇ ଯୋଜନାର ରୂପାୟନର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version