• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପଥର ବୋଝେଇ ଟ୍ରକ୍‌ରୁ ୨ଲକ୍ଷ ଟଙ୍କା ଜୋରିମାନା ଆଦାୟ

Proprietor Abhimanyu Maharana by Proprietor Abhimanyu Maharana
January 28, 2021
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ପଥର ବୋଝେଇ ଟ୍ରକ୍‌ରୁ ୨ଲକ୍ଷ ଟଙ୍କା ଜୋରିମାନା ଆଦାୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୨୮ ଜାନୁୟାରୀ ଗୁରୁବାର ) ହିଞ୍ଜିଳିକାଟୁ :-  ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ତହସିଲ ଅଧିନସ୍ଥ ଋଷିକୂଲ୍ୟା ନଦୀରୁ ବାଲି ଓ ବିଭିନ୍ନ ପାହାଡ଼ ଖାଦାନରୁ ରାତି ଅଧିଆ ପଥର ଚୋରା ଚାଲାଣ କରାଯାଉଥିବାର ନଜିର ରହିଛି । ଏହାକୁ ରୋକିବା ଲାଗି ଗଞ୍ଜାମ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ତହସିଲଦାରଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଏନଫୋର୍ସମେଂଟ ଟିମ୍ ଗଠନ କରାଯାଇ ଚଢାଉ ଜାରୀ ରହିଛି । ଗୁରୁବାର ଭୋରରେ ହିଞ୍ଜିଳିକାଟୁ ତହସିଲ ଶିଖରପୁର ପାହାଡ଼ରୁ ବେଆଇନ ଭାବେ ପଥର ଚାଲାଣ କରାଯାଉଥିବା ବେଳେ ହିଞ୍ଜିଳିକାଟୁ ରାଜସ୍ୱ ଏନଫୋର୍ସମେଂଟ ଟିମ୍‌ ଚଢାଉ କରିଛି । ସଂପୃକ୍ତ ପାହାଡ଼ରୁ ବେଆଇନ ଭାବେ ପଥର ଚୋରା ଚାଲାଣ କରୁଥିବା ଟ୍ରକ (ଓଆର ୦୭୧୫୭୧) କୁ ଜବତ କରାଯାଇଛି ।

ଜବତ ଟ୍ରକ ମାଲିକଙ୍କ ଠାରୁ ଜୋରିମାନା ବାବଦରେ ୨ଲକ୍ଷ ଟଙ୍କା ଆଦାୟ କରାଯେିବା ପରେ ଜବତ ଟ୍ରକ୍‌କୁ ଛଡ଼ା ଯାଇଥିବା ସୂଚନା ମିଳିଛି । ମୋଟା ଅଙ୍କର ଜୋରିମାନା ପରେ ଚୋରା ଚାଲାଣକରୀ ଟ୍ରକ, ଟିପ୍ପର ଓ ଟ୍ରାକ୍ଟର ମାଲିକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି । ଅନ୍ୟ ପକ୍ଷରେ ଗତ କିଛି ଦିନ ଧରି ହିଞ୍ଜିଳିକାଟୁ ଘୋଡ଼ାହାଡ଼ ନଦୀରୁ ରାତିଅଧିଆ ବାଲି ଚାଲାଣ କରାଯାଉଥିବାର ଦେଖିବାକୁ ମିଳିଛି । ରାତି ଅଧିଆ ବାଲି ଚାଲାଣ କରାଯାଉଥିବା ବେଳେ ପ୍ରଶାସନକୁ କିପରି ଅଛପା ରହିଛି, ତାହା ବିରାଟ ପ୍ରଶ୍ନବାଚି ସୃଷ୍ଟି କରିଛି । ଏହାକୁ ନେଇ ସ୍ଥାନୀୟ ରାଜସ୍ୱ ପ୍ରଶାସନ ଓ ବାଲି ମାଫିଆଙ୍କ ମଧୁଚନ୍ଦ୍ରିକା ଚାଲିଥବା ନେଇ ଅଂଚଳର ବୁଦ୍ଧିଜୀବି ମହଲରେ ମତପ୍ରକାଶ ପାଇଛି । ( ରିପୋର୍ଟ – ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳା ଅଞ୍ଚଳରେ ଚାଲିଛି ପଲିଥୁନର ଅବାଧ କାରବାର  

ରାଜସୁନାଖଳା ଅଞ୍ଚଳରେ ଚାଲିଛି ପଲିଥୁନର ଅବାଧ କାରବାର  

March 20, 2026
ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

March 20, 2026
ମା’ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ ଉଦଘାଟିତ

ମା’ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ ଉଦଘାଟିତ

March 20, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳା ଅଞ୍ଚଳରେ ଚାଲିଛି ପଲିଥୁନର ଅବାଧ କାରବାର  

ରାଜସୁନାଖଳା ଅଞ୍ଚଳରେ ଚାଲିଛି ପଲିଥୁନର ଅବାଧ କାରବାର  

March 20, 2026
ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version