No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୯ ଜାନୁଆରି, ଶୁକ୍ରବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡ଼ା ଆଶ୍ରମ ବିଦ୍ୟାଳୟ ପରିସର ରେ ବିଦାୟୀ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ପଦ୍ମିନୀ ପ୍ରଧାନ,ଶିକ୍ଷୟତ୍ରୀ ମଧୁସ୍ମିତା ପ୍ରଧାନ,ମୋନାଲିସା ରାଉତ,ଶିକ୍ଷକ ଦେବରାଜ ପଣ୍ଡା,ବିଜୟ ଭାସ୍କର ପାଢ଼ୀ,

ଶରତ ଚନ୍ଦ୍ର ବେହେରା ଙ୍କ ସମେତ ବିଦ୍ୟାଳୟ ଶିକ୍ଷା କମିଟି ର ସମସ୍ତ ସଦସ୍ୟ ଉପସ୍ଥିତ ରହି ଛାତ୍ର ବତ୍ସଳ ଶିକ୍ଷକ ବିରେନ୍ ଆଚାର୍ଯ୍ୟ ଙ୍କୁ ବିଦାୟୀ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ।ବିଦ୍ୟାଳୟ ଓ ଛାତ୍ର ଛାତ୍ରୀ ପ୍ରତି ଥିବା ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ଆଚାର୍ଯ୍ୟଙ୍କ ଭୂମିକା ସମ୍ପର୍କରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ବର୍ଣ୍ଣନା କରିଥିଲେ।
No Result
View All Result