• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମୋହନା ପୋଲିସ ଏକ ଟ୍ରକ୍ ଯାଞ୍ଚ କରିବା ରୁ ଚୋରା  ଚାଲାଣ ହେଉଥିବା : ୩୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ – ଜଣେ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
January 30, 2021
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ମୋହନା ପୋଲିସ ଏକ ଟ୍ରକ୍ ଯାଞ୍ଚ କରିବା ରୁ ଚୋରା  ଚାଲାଣ ହେଉଥିବା : ୩୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ – ଜଣେ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଜାନୁଆରୀ ଶନିବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ଏସପି ତପନ କୁମାର ପଟ୍ଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ଏବଂଆର୍ ଉଦୟଗିରି ଏସ ଡି ପି ଓ , ମୋହନା ଆଇ ଆଇ ସିଙ୍କ ତତ୍ତ୍ଵାବଧାନରେ ଆଜି ସକାଳେ ମୋହନା ଥାନା ଅନ୍ତର୍ଗତ କମଳାପୁର ନାକା ଛକ ଠାରେ ମୋହନା ଥାନାର ଏସ ଆଇ ପିଙ୍କୀ ମୂର୍ମୁ ଓ ପୋଲିସ କର୍ମଚାରୀ ଡିଉଟି କରୁଥିବା ବେଳେ ଏକ ଯାହାର ନମ୍ବର ହେଲା JH 02 M7976କୁ ଓଟକାଇ ଖାନ ତଲାସ ନେବାରେ ଉକ୍ତ ଟ୍ରକ୍ର ରୁ ୧୮ଗୋଟି ଗଞେଇ ଭର୍ତ୍ତି ହୋଇଥିବା ଜରିବସ୍ତା ମିଳିଥିଲା l

ମୋହନା ଅତିରିକ୍ତ ତହସିଲଦାର ତଥା ଏଗଜିଟିଭ ମାଜିଷ୍ଟ୍ରେଟ ଆଶିଷ କୁମାର ପ୍ରଧାନ ଙ୍କ ଉପସ୍ଥିତିରେ ସମୁଦାୟ ଗଞ୍ଜେଇ ବସ୍ତା କୁ ଓଜନ କରିବାରୁ ସମୁଦାୟ ଗଞ୍ଜେଇ ୫୪୯କେଜି ୮୦୦ଗ୍ରାମ ହୋଇଥିଲା l ଯାହାର ଆନୁମାନିକ ମୁଲ୍ୟ ୩୦ଲକ୍ଷ ଟଙ୍କା ହେବ l ଟ୍ରକ୍ ଡ୍ରାଇଭର ଲାଲୁ କୁମାର ଯାଦବ କୁ ମୋହନା ପୋଲିସ ଗିରଫ କରିଛି l ଆସନ୍ତା କାଲି ତାଙ୍କୁ କୋର୍ଟ ଚାଲାଣ କରାଯିବ ଏ ବାବଦକୁ ମୋହନା ଥାନା ରେ କେସ ନଂ ୩୨/୨୧ରେଜିଷ୍ଟ୍ରି କରାଯାଇଛି l ମୋହନା ଥାନା ଅଧିକାରୀ ସୁଜିତ କୁମାର ନାୟକ ତଦନ୍ତ କରୁଥିବା କହିଛନ୍ତି l           (ଗରୁଡ଼ ଧ୍ଵଜ ଚୌଧୁରୀ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳା ଅଞ୍ଚଳରେ ଚାଲିଛି ପଲିଥୁନର ଅବାଧ କାରବାର  

ରାଜସୁନାଖଳା ଅଞ୍ଚଳରେ ଚାଲିଛି ପଲିଥୁନର ଅବାଧ କାରବାର  

March 20, 2026
ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

March 20, 2026
ମା’ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ ଉଦଘାଟିତ

ମା’ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ ଉଦଘାଟିତ

March 20, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳା ଅଞ୍ଚଳରେ ଚାଲିଛି ପଲିଥୁନର ଅବାଧ କାରବାର  

ରାଜସୁନାଖଳା ଅଞ୍ଚଳରେ ଚାଲିଛି ପଲିଥୁନର ଅବାଧ କାରବାର  

March 20, 2026
ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version