• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା : ଯାତ୍ରୀବାହୀ ଅଟୋ ଭରସାମ୍ୟ ହରାଇ ୪୦ଫୁଟ ତଳକୁ ଖସି ପଡିବା ଯୋଗୁଁ – ଜଣଙ୍କର ମୃତ୍ୟୁ ୩ଶିଶୁ ସମେତ ୮ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
January 30, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା : ଯାତ୍ରୀବାହୀ ଅଟୋ ଭରସାମ୍ୟ ହରାଇ ୪୦ଫୁଟ ତଳକୁ ଖସି ପଡିବା ଯୋଗୁଁ – ଜଣଙ୍କର ମୃତ୍ୟୁ ୩ଶିଶୁ ସମେତ ୮ଗୁରୁତର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଜାନୁଆରୀ ଶନିବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ବିପଦପୁର୍ଣ୍ଣ ମଣିଷଖିଆ ଘାଟିରେ ଗତକାଲି ସଂଧ୍ୟାରେ ପୁଣି ଏକ ଦୁର୍ଘଟଣା ଘଟିଛି । ଏଥିରେ ଏକ ଅଟୋ ୪୦ଫୁଟ ତଳକୁ ଖସି ପଡିବା ଯୋଗୁଁ ୮ଜଣ ଗୁରୁତର ହୋଇ ପାରଳାଖେମୁଣ୍ଡି ଡାକ୍ତରଖାନାରେ ଗତକାଲି ରାତ୍ରରୁ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ । ହେଲେ ମଧ୍ୟରାତ୍ରରେ ଅତ୍ୟନ୍ତ ଗୁରୁତର ଜଣକ ମୃତ୍ୟୁ ଘଟିଥିବା ସୁଚନା ମିଳିଛି । ଘଟଣାରୁ ପ୍ରକାଶ ଯେ,ଗତକାଲି ଗଜପତିର ରାଗୋଇସିଂ ଗ୍ରାମରେ ଏକ ବିବାହ ଉତ୍ସବରେ ଯୋଗ ଦେଇ ୨୦ଜଣ ଅଢେଇସିଂ ଗ୍ରାମବାସୀ ଅଟୋ ଯୋଗେ ଗ୍ରାମକୁ ଫେରୁଥିଲେ । କାଶୀନଗର ବ୍ଲକ ପାର୍ତ୍ତଡା ପଞ୍ଚାୟତର ଅଢେଇସିଂ ଗ୍ରାମ ନିକଟସ୍ଥ ଲୁହାଝର ଘାଟିର ବିପଦ ପୁର୍ଣ୍ଣ ବୁଲାଣିଆ ରାସ୍ତାରେ ଏହି ଯାତ୍ରୀବାହୀ ଅଟୋ ଭରସାମ୍ୟ ହରାଇ ୪୦ଫୁଟ ତଳକୁ ଖସି ଗତକାଲି ସଂଧ୍ୟାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

ସ୍ଥାନୀୟ ଅଞ୍ଚଳବାସୀ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲେ । ପରେ ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା । ଏହି ଯାତ୍ରୀବୀହୀ ଅଟୋରେ ମୋଟ ୨୦ଜଣ ଯାତ୍ରୀ ଯାଉଥିବା ବେଳେ ସେମାନଙ୍କ ମଧ୍ୟରେ ୩ଜଣ ଶିଶୁଙ୍କ ସମେତ ୮ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଥିବା ବେଳେ ଅତ୍ୟନ୍ତ ଗୁରୁତର ଜୁଏଲ ଗମାଙ୍ଗଙ୍କ ଗତକାଲି ମଧ୍ୟରାତ୍ରରେ ମୃତ୍ୟୁ ଘଟିଛି । ଅନ୍ୟମାନେ ଗୁରୁତର ଥିଲେ ମଧ୍ୟ ଆଜି ବିପଦ ମୁକ୍ତ ଥିବା ଡାକ୍ତରଖାନା ତରଫରୁ ସୁଚନା ମିଳିଛି । ଆହତଙ୍କୁ ଭେଟିବା ପାଇଁ ଜିିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ,ପାରଳା ବିଧାୟକ କେ.ନାରାୟଣ ରାଓ ଓ କାଶୀନଗର ବ୍ଲକ ଅଧ୍ୟକ୍ଷ ସି.ଏଚ.ସିମାଦ୍ରୀ ପ୍ରମୁଖ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଡାକ୍ତରଙ୍କୁ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ ।

ଏଠାରେ ସୁଚନା ଯୋଗ୍ୟ ୨ ବର୍ଷ ପୂର୍ବେ ଏହି ଘାଟିରେ ଏକ ଇଟା ବୋଝେଇ ଟ୍ରକ ଓଲଟି ୯ଜଣଙ୍କର ମୃତ୍ୟୁ ଘଟିଥିଲା । ଏପରି ଭାବେ ଏହି ଘାଟିରେ ଗତ ୫ବର୍ଷ ମଧ୍ୟରେ ଅନେକ ଥର ଦୁର୍ଘଟଣା ଘଟି କେତେକଙ୍କ ଜୀବନ ଯାଇଛି । ଏହି ଘାଟିକୁ ଅଞ୍ଚଳବାସୀ ମଣିଷଖିଆ ଘାଟି ବୋଲି ଅବିହତ କରି ବିପଦପୁର୍ଣ୍ଣ ଥିବା ଅତ୍ୟନ୍ତ ବୁଲାଣିଆ ଘାଟିକୁ କାଟି ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ କଟାଯାଉ ବୋଲି ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଯୋଗୁଁ ଅଞ୍ଚଳବାସୀଙ୍କ ଠାରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏ ନେଇ ପାରଳାଖେମୁଣ୍ଡି ଥାନାରେ କେସ ନଂ ୨୩/୨୦ରେ ମକଦ୍ଦମା ରୁଜୁ ହୋଇ ତଦନ୍ତ ଚାଲିଥିବା ଆଇଆଇସି ବିବେକାନନ୍ଦ ସ୍ୱାଇିଁ ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026
ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version