ରାଜ୍ୟସ୍ତରୀୟ କବିସୂର୍ଯ୍ୟ ବଳଦେବ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ

କବିସୂର୍ଯ୍ୟନଗର ବିଜ୍ଞାପିତ ଅଞ୍ଚଳ (ଓଡିଶା ତାଜା ନ୍ୟୁଜ୍) କବିସୂର୍ଯ୍ୟନଗର ତା 30.1.2020 :- କବିସୂର୍ଯ୍ୟନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ପରିସରରେ ରାଜ୍ୟସ୍ତରୀୟ କବିସୂର୍ଯ୍ୟ ବଳଦେବ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି ।

ଓଡିଶା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ମାନ୍ୟବର ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି ।

ବିଧାୟିକା ଲତିକା ପ୍ରଧାନ କବିସୂର୍ଯ୍ୟନଗର ,ବିଧାୟକ ଛତ୍ରପୁର,ବିଧାୟକ ବ୍ରହ୍ମପୁର,ବିଧାୟକ ସୋରଡ଼ା ଏବଂ ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି । ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।