• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଡ଼ଖାନା କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳଙ୍କ ଖାଦ୍ୟ ପରିବେଷଣ ; ସାନିଟାଇଜର ଓ ମାସ୍କର ଚାହିଦା କମୁଛି

Proprietor Abhimanyu Maharana by Proprietor Abhimanyu Maharana
January 31, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବଡ଼ଖାନା କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳଙ୍କ ଖାଦ୍ୟ ପରିବେଷଣ ; ସାନିଟାଇଜର ଓ ମାସ୍କର ଚାହିଦା କମୁଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୩୧ ଜାନୁଆରି ,ରବିବାର ) ହିଞ୍ଜିଳିକାଟୁ :- ମହାମାରୀ କରୋନା ଭୁତାଣୁ ସଂକ୍ରମଣରେ ସାରା ଦେଶ କବଳିତ ହୋଇପଡ଼ିଥିଲା । କରୋନାକୁ ପ୍ରତିହିତ କରିବା ଦିଗରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆପ୍ରାଣ ଉଦ୍ୟମ ସହ ପ୍ରଶାସନିକ ଅଧିକାରୀଙ୍କ ଜନସଚେତନତା ଯୋଗୁଁ ପ୍ରାୟତଃ କରୋନାରୁ ମୁକ୍ତି ପାଇପାରିଛେ । କରୋନା ଆସି ଜନସାଧାରଣଙ୍କୁ ଅନେକ ଶିକ୍ଷା ଦେଇଛି । ପରିବେଶକୁ ସ୍ୱଚ୍ଛ ରଖିବା ସହ ନିଜେ ସ୍ୱଚ୍ଛତା ଅବଲମ୍ବନ କରିବା ସକାଶେ ସତେଯେପରିକି ଚେତାବନି ଦେଇଯାଇଛି । ଦେଶର ସମସ୍ତ ସହରାଂଚଳ ଠାରୁ ଆରମ୍ଭ କରି ଗ୍ରାମାଂଚଳ ପର୍ଯ୍ୟନ୍ତସମସ୍ତ ବର୍ଗର ଜନସାଧାରଣଙ୍କୁ ସଚେତନ କରାଯାଇଛି । କରୋନା ଠାରୁ ନିଜକୁ ସୁରକ୍ଷିତ ରହିବା ସକାଶେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ସମସ୍ତ ଜନସାଧାରଣଙ୍କୁ ମାସ୍କ ପରିଧାନ, ସାନିଟାଇଜର ବ୍ୟବହାର କରିବା ସହ ସାବୁନ କିମ୍ବା ହ୍ୟାଣ୍ଡୱାସରେ ହାତକୁ ବାରମ୍ବାର ଧୋଇବା ସକାଶେ ଦୁରଦର୍ଶନ, ଗଣମାଧ୍ୟମ, ସମ୍ବାଦପତ୍ର, ସାମାଜିକ ଗଣମାଧ୍ୟମ ମାଧ୍ୟମରେ ଅନୁରୋଧ କରାଯିବା ସହ ପ୍ରଶାସନ ପକ୍ଷରୁ ଡ଼ାକବାଜି ଯନ୍ତ୍ର ସହାୟତାରେ ଲୋକଙ୍କୁ ସଚେତନ କରାଯାଇଥିଲା । କରୋନାର ପ୍ରକୋପକୁ ଦୃଷ୍ଟିରେ ରଖି ନିଜକୁ ସୁରକ୍ଷିତ ରଖିବା ସକାଶେ ଏହାର ବ୍ୟବହାର କରାଯାଉଥିଲେ ମଧ୍ୟ ପ୍ରତିଟି ଦିବସରେ ସକାର ଓ ପ୍ରଶାସନିକ ଅଧିକାରୀ ବୃନ୍ଦ ସଚେତନତା କାର୍ଯ୍ୟକ୍ରମ ଜାରି ରଖିଥିଲେ । ପ୍ରବାସୀ ଓଡ଼ିଆଙ୍କ ଆଗମନ ଫଳରେ ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣ ଆରମ୍ଭ ହେବା ସହ ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଲା ।

ଗ୍ରୀନ ଜୋନରେ ରହିଥିବା ଗଞ୍ଜାମ ଜିଲ୍ଲା ରେଡ଼ଜୋନରେ ପରିଣତ ହେବା ସହ ସଂକ୍ରମିତଙ୍କ ସଂଖ୍ୟାରେ ଗଞ୍ଜାମ ଜିଲ୍ଲା ରାଜ୍ୟର ୧ନଂ ସ୍ଥାନ ଅଧିକାର କରିଥିଲା । ପ୍ରଶାସନ ପକ୍ଷରୁ ମାସ୍କ ଓ ସାନିଟାଇଜର ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଥିଲା । ଯଦ୍ୱାରା ସାନିଟାଇଜର ଗୁରୁତ୍ୱ ବୃଦ୍ଧି ପାଇଥିଲା । ହେଲେ ବର୍ତମାନ ପରିସ୍ଥିତି ସମ୍ପୁର୍ଣ୍ଣ ବଦଳିଯାଇଛି । ପୂର୍ବ ଭଳି ସାନିଟାଇଜର ଓ ମାସ୍କର ବ୍ୟବହାର ବହୁତ ପରିମାଣରେ କମିଯିବା ସହ ସାନିଟାଇଜର ଓ ମାସ୍କର ବିକ୍ରି ପରିମାଣ ବହୁତ ପରିମାଣରେ ହ୍ରାସ ପାଇଛି । ମହାମାରୀ କରୋନା ଭୁତାଣୁ ସଂକ୍ରମଣର ପ୍ରକୋପ ପୂର୍ବାପେକ୍ଷା ବହୁତ ପରିମାଣରେ ହ୍ରାସ ପାଇଛି ସତ ମାତ୍ର, ସଂକ୍ରମଣର କିଛିଟା ଆଶଙ୍କା ଏବେ ମଧ୍ୟ ରହିଛି । କରୋନାରୁ ମୁକ୍ତ ସକାଶେ ଟୀକା ଆସିଥିବାରୁ କିଛିଟା ଆଶ୍ୱସ୍ତି ଅନୁଭବ ହେଉଛି । ବର୍ତମାନ ପ୍ରଥମ ପର୍ଯ୍ୟାୟ ଟୀକାକରଣ ଚାଲୁ ରହିଛି । ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମେ ଟୀକା ଦିଆଯିବା ନେଇ ସାମିଲ କରାଯାଇଥିବା ବେଳେ ସାଧାରଣ ଜନତାଙ୍କୁ ଏଯାବତ୍ ଦିଆଯାଇନାହିଁ । ଟୀକା ଗ୍ରହଣ କରିଥିଲେ ମଧ୍ୟ ସାନିଟାଇଜର, ମାସ୍କ ବ୍ୟବହାର ସହିତ ସାମାଜିକ ଦୂରତ୍ୱ ରକ୍ଷାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି । ହେଲେ ବର୍ତମାନ ପୂର୍ବଭଳି ଲୋକେ ସାନିଟାଇଜର ବ୍ୟବହାର କରିବା ଓ ମାସ୍କ ପରିଧାନ କରିବାକୁ ଲୋକେ ସତେ ଯେପରିକି ସମ୍ପୁର୍ଣ୍ଣ ଭୁଲି ଯାଇଛନ୍ତି । କରୋନା ସଂକ୍ରମଣ ଭୟ ସମ୍ପୁର୍ଣ୍ଣ ମନରୁ ନଲିଭିବା ପର୍ଯ୍ୟନ୍ତ ମାସ୍କ ପରିଧାନ, ସାନିଟାଇଜର ବ୍ରବହାର ସହ ସାମାଜିକ ଦୂରତ୍ୱ ରକ୍ଷାକୁ ଗୁରୁତ୍ୱ ପ୍ରଦାନ କରାଯିବା ନେଇ ପ୍ରଶାସନ ପକ୍ଷରୁ ଏଗୁଡ଼ିକର ବ୍ୟବହାର ବାଧ୍ୟତାମୂଳକ କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବା ପାଇଁ ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି । (ରିପୋର୍ଟ – ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

May 5, 2026
ଜିଲ୍ଲାପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ ଜିଲ୍ଲା ଟପ୍ପର

ଜିଲ୍ଲାପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ ଜିଲ୍ଲା ଟପ୍ପର

May 5, 2026
ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

May 5, 2026
ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀରେ ଐତିହାସିକ ବିଜୟ ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀରେ ଐତିହାସିକ ବିଜୟ ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

May 5, 2026
ଜିଲ୍ଲାପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ ଜିଲ୍ଲା ଟପ୍ପର

ଜିଲ୍ଲାପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ ଜିଲ୍ଲା ଟପ୍ପର

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version