• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାଶୀନଗରରେ କ୍ଷୁଦ୍ର ଜଳସେଚନ ବିଭାଗ କାର୍ଯ୍ୟାଳୟରେ ଦେଖା ମିଳୁନାହିଁ ଅଧିକାରୀଙ୍କର ; ଚାଷୀ ମାନେ ଅସୁବିଧାର ସମ୍ମୁଖୀନ

Proprietor Abhimanyu Maharana by Proprietor Abhimanyu Maharana
February 3, 2021
in ଓଡ଼ିଶା, ଗଜପତି, ହୋମ୍
0
କାଶୀନଗରରେ କ୍ଷୁଦ୍ର ଜଳସେଚନ ବିଭାଗ କାର୍ଯ୍ୟାଳୟରେ ଦେଖା ମିଳୁନାହିଁ ଅଧିକାରୀଙ୍କର  ; ଚାଷୀ ମାନେ ଅସୁବିଧାର ସମ୍ମୁଖୀନ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ (୩ ଫେବୃଆରୀ ବୁଧବାର ) ପାରଳାଖେମୁଣ୍ଡି  :- ଗଜପତି ଜିଲ୍ଲା କାଶୀନଗର ବ୍ଲକର ସଦର ମହକୁମା କାଶୀନଗର ଠାରେ ଥିବା କ୍ଷୁଦ୍ର ଜଳ ସେଚନ ବିଭାଗର କାର୍ଯ୍ୟଳୟ ରହିଛି । କିନ୍ତୁ କୌଣସି ସମୟରେ କାର୍ଯ୍ୟଳୟକୁ ଗଲେ କୌଣସି ଅଧିକାରୀଙ୍କ ଦେଖାମିଳୁନାହିଁ ବୋଲି କାଶୀନଗର ରଇତ ସଂଘ ଓ କୃଷକ ସଂଘର ପ୍ରଶାନ୍ତମିଶ୍ରଅଭିଯୋଗ କରିଛନ୍ତି ସେମାନେ କହିଛନ୍ତି ଯେ , ସବୁଦିନ ଅନୁଜ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀଙ୍କ ଚୌକି ଖାଲି ପଡିଥାଉଛି , ଉପସ୍ଥିତ ଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପଚାରିଲେ ଉତ୍ତର ମିଳୁଛି ବାବୁମାନେ ଫିଲ୍ଡ ୱାର୍କରେ ବାହାରକୁ ଯାଇଛନ୍ତି ଯଦି ବିଭାଗୀୟ ଅଧିକାରୀ ମାନେ ସବୁଦିନ ଫିଲ୍ଡ ୱାର୍କ କରିବେ ତାହାହେଲେ କୃଷକ ମାନେ ନିଜ ସମସ୍ୟା ସମ୍ପର୍କରେ କାହାକୁ ଜଣାଇବେ ।

କାଶୀନଗର ରଇତ ସଂଘ ସଭାପତି ପ୍ରଶାନ୍ତ ମିଶ୍ର କହିଛନ୍ତି ଯେ , ସଂଘ ତରଫରୁ ଏକ ପ୍ରସ୍ତାବ ଦିଆଯାଇଥିଲା କି ଅନ୍ତତଃ ସପ୍ତାହକୁ ୩ଦିନ ସାକ୍ଷାତ ସମୟ ସ୍ଥିର କରି ଅଫିସ ସାମ୍ନାରେ ବୋର୍ଡଟିଏ ଲଗାଇଲେ ସମୟ ଅନୁଯାଇ କୃଷକ ମାନେ ଯାଇ ଅଧିକାରୀଙ୍କ ସହ ସାକ୍ଷାତ କରିପାରିବେ କିନ୍ତୁ ସେହି ବ୍ୟବସ୍ଥା ହୋଇପାରିନାହିଁ । ଏ ସମ୍ପର୍କରେ ବିଭାଗୀୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପଚାରିବା ରେ କହିଛନ୍ତି ଆବଶକୀୟ ଷ୍ଟାଫ ନଥିବାରୁ ଏହିପରି ଅସୁବିଧା ହେଉଛି , ତେବେ ରଇତ ସଂଘର ଏହି ପ୍ରସ୍ତାବ ଗ୍ରହଣୀୟ ସେ ଏହି ବିଷୟରେ ଅନୁଜଯନ୍ତ୍ରୀଙ୍କୁ ଜଣାଇବେ , ତେବେ ଲିଖିତ ଭାବେ କାଶୀନଗର କାର୍ଯ୍ୟଳୟରେ ଅଭିଯୋଗ ଓ ପ୍ରସ୍ତାବ ଦେବାକୁ ପରାମର୍ଶ ଦେଇଛନ୍ତି । (ରିପୋର୍ଟ – ଗରୁଡ଼ ଧ୍ୱଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version