• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କଟକ-ପୁରୀ ବାଇପାସ୍‌ ରୋଡରେ ଏଲଇଡି ଷ୍ଟ୍ରିଟ ଲାଇଟ ବ୍ୟବସ୍ଥା ଲୋକାର୍ପିତ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
February 4, 2021
in ଓଡ଼ିଶା, କଟକ, ଖୋର୍ଦ୍ଧା, ଦେଶ, ପୁରୀ, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କଟକ-ପୁରୀ ବାଇପାସ୍‌ ରୋଡରେ ଏଲଇଡି ଷ୍ଟ୍ରିଟ ଲାଇଟ ବ୍ୟବସ୍ଥା ଲୋକାର୍ପିତ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ (୩ ଫେବୃଆରୀ ବୁଧବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ୱରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି ଆଲୋକୀକରଣ ବ୍ୟବସ୍ଥା ବାଇପାସ୍‌ ରୋଡର ପଳାଶୁଣୀ ଛକ ଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ୧୨ କିଲୋମିଟର ରାସ୍ତାରେ ଆଲୋକୀକରଣ କାର୍ଯ୍ୟକାରୀ କରାଯାଇଛି ।

ଏହାଦ୍ବାରା ବିଦ୍ୟୁତ ଶକ୍ତି ଖର୍ଚ୍ଚ କମିବା ସହିତ ଜନସାଧାରଣ ବିଶେଷକରି ଗାଡିଚାଳକ ଓ ପଥଚାରୀ ମାନଙ୍କ ଯାତାୟତ ଅଧିକ ନିରାପଦ ହେବ ଏବଂ ଉତ୍ତମ ଆଲୋକୀକରଣ ବ୍ୟବସ୍ଥା ଦ୍ୱାରା ସଡକ ଦୁର୍ଘଟଣା କମିବା ସହିତ ଚୋରୀ ଓ ଲୁଟପାଟ ଭଳି ଅପରାଧିକ କାର୍ଯ୍ୟକଳାପ ମଧ୍ୟ କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ ।

ସୂଚନାଯୋଗ୍ୟ ଯେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏଥିରେ ୩୮୭ଟି ଖୁଣ୍ଟିରେ ୧୨୦ ୱାଟ ବିଶିଷ୍ଟ ୭୭୪ଟି ଏଲ୍‌ଇଡି ଲାଇଟ ଲଗାଯାଇଛି ଏବଂ ଲିଙ୍ଗିପୁର, କେଶୁରା ଓ ପାଣ୍ଡରା ଠାରେ ୩ଟି ହାଇମାଷ୍ଟ ଲାଇଟ ଲଗାଯାଇଛି । ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୨.୮୫ କୋଟି ଟଙ୍କା ବ୍ୟୟ କରାଯାଇଛି ।

ଭୁବନେଶ୍ୱର  ମହାନଗର ଅଞ୍ଚଳ ମଧ୍ୟରେ ନିଗମ ପକ୍ଷରୁ ଉଜ୍ଜଳ ଆଲୋକୀକରଣ କାର୍ଯ୍ୟକ୍ରମ ଜାରି ରହିଛି । ବର୍ତ୍ତମାନ ସହରର ବିଭିନ୍ନ ସ୍ଥାନରେ ୪୦ ହଜାରରୁ ଅଧିକ ଲାଇଟ ଲଗାଯାଇଛି । ଖୁବ୍‌ଶୀଘ୍ର ଅଧିକ ଆଲୋକୀକରଣ ପାଇଁ ଆଉ ୬.୭ କୋଟି ଟଙ୍କା ବିନିଯୋଗ କରାଯିବ।

ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ବି‌ଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଏବଂ ଭୁବନେଶ୍ୱରର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ । ମ୍ୟୁନିସପାଲ ଆଡମିନିଷ୍ଟ୍ରେସନର ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମଜିତ ନାୟକ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମହାନଗର ନିଗମର କମିଶନର ଶ୍ରୀ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version