• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ସରକାରୀ ନୀତି ନିୟମ ଓ ଆଇନ କାନୁନକୁ ଫୁ କରି ଦୀଲ୍ଲିପ କୁମାର ମହାନ୍ତ ; ଏକକାଳୀନ ଦୁଇଟି ସ୍ଥାନରେ କରୁଛନ୍ତି ସରକାରୀ ଚାକିରି

Proprietor Abhimanyu Maharana by Proprietor Abhimanyu Maharana
February 4, 2021
in ଅପରାଧ, ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ସରକାରୀ ନୀତି ନିୟମ ଓ ଆଇନ କାନୁନକୁ ଫୁ କରି ଦୀଲ୍ଲିପ କୁମାର ମହାନ୍ତ ; ଏକକାଳୀନ ଦୁଇଟି ସ୍ଥାନରେ କରୁଛନ୍ତି ସରକାରୀ ଚାକିରି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୪ ଫେବୃଆରୀ ଗୁରୁବାର ) ବାରିପଦା :-  ବ୍ୟକ୍ତି ଜଣେ , ମାତ୍ର ଏକ ସମୟରେ ଦୁଇଟି ଅଲଗା ଅଲଗା ସ୍ଥାନ ଓ କାର୍ଯ୍ୟାଳୟରେ ସମସ୍ତ ସରକାରୀ ନୀତି ନିୟମ ଓ ଆଇନ କାନୁନକୁ ଫୁ କରି ଚାକିରି କରୁଥିବାର ସୂଚନା ମିଳିଛି । ଘଟଣାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏଥିରେ ଶତ ପ୍ରତିଶତ ସତ୍ୟତା ରହିଛି । ବର୍ତମାନ ସମୟରେ ରାଜ୍ୟରେ ଲକ୍ଷ ଲକ୍ଷ ଶିକ୍ଷିତ ଯୁବକ ଯୁବତୀ କୌଣସି କାମଧନ୍ଦା ନପାଇ ବେକାର ହୋଇ ବୁଲୁଛନ୍ତି । ସରକାରୀ ଚାକିରି ସେମାନଙ୍କ ପାଇଁ ସାତ ସପନ ହୋଇଥିବା ସମୟରେ ଜଣେ ବ୍ୟକ୍ତି ଦୁଇ ଦୁଇଟି ଅଲଗା ଅଲଗା କାର୍ଯ୍ୟାଳୟରେ ବର୍ଷ ଧରି ସରକାରୀ ଚାକିରି କରି ଦରମା ନେଇଚାଲିଛନ୍ତି । ତାହାପୁଣି ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ ଭଳି ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗରେ । ଏମିତି ଏକ ଆଶ୍ଚର୍ଯ୍ୟ ଜନକ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲାରେ । ଜିଲ୍ଲାର ବେତନଟୀ ବ୍ଲକ୍ ଅଞ୍ଚଳର ଦୀଲ୍ଲିପ କୁମାର ମହାନ୍ତ ନାମକ ବ୍ୟକ୍ତି ଏକକାଳୀନ ଦୁଇ ଦୁଇଟି ସରକାରୀ ଚାକିରି ପାଇବାର ସୌଭାଗ୍ୟ ଅର୍ଜନ କରିପାରିଛନ୍ତି ।

ସ୍ୱାସ୍ଥ୍ୟ ବିଭାଗ ଅଧୀନରେ ବେତନଟୀ ବ୍ଲକର କୃର୍ଷ୍ଣଚନ୍ଦ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା କରଞ୍ଜିଆ ସବ୍ସେଣ୍ଟରରେ ସ୍ୱାସ୍ଥ୍ୟ କର୍ମୀ ଭାବେ ପ୍ରାୟ ୧୦ ବର୍ଷରୁ ଅଧିକ ସମୟ ଧରି ସ୍ଥାୟୀ କର୍ମଚାରୀ ଭାବେ କାର୍ଯ୍ୟ କରୁଥିବା ବେଳେ ୭ ବର୍ଷ ଧରି ଖୁଣ୍ଟା ଜୁନିଅର ମହାବିଦ୍ୟାଳୟର ବିଜ୍ଞାନ ବିଭାଗର ଗଣିତରେ ରେଗୁଲାର ପୋଷ୍ଟରେ କାର୍ଯ୍ୟ କରିଆସୁଛନ୍ତି । ଏହାର ତଥ୍ୟ ଆମର ହସ୍ତଗତ ହୋଇଛି । ସବୁଠାରୁ ବଡ଼ ପ୍ରଶ୍ନ ହେଉଛି ଏହି ବ୍ୟକ୍ତି ଜଣଙ୍କ ସ୍ୱାସ୍ଥ୍ୟ ବିଭାଗରେ ସ୍ୱାସ୍ଥ୍ୟକର୍ମୀ ଭାବରେ କାର୍ଯ୍ୟ କରୁଥିବା ବେଳେ ଖୁଣ୍ଟା ଜୁନିୟର ମହାବିଦ୍ୟାଳୟରେ ଗଣିତ ଅଧ୍ୟାପକ ଭାବରେ ନିଯୁକ୍ତି କିପରି ପାଇଲେ ଓ ସରକାରୀ ନିୟମ ଅନୁସାରେ ସରକାରୀ କାର୍ଯ୍ୟ ଦିବସଗୁଡ଼ିକରେ ପ୍ରତ୍ୟେକ ଦିନ ନିଜର ଉପସ୍ଥାନ କିପରି ପକାଇ ଆସୁଥିଲେ । ସ୍ୱାସ୍ଥ୍ୟ ବିଭାଗର କରଞ୍ଜିଆ ସବସେଣ୍ଟର ଅଧୀନରେ ଥିବା ଅଞ୍ଚଳରେ ଲୋକମାନଙ୍କ ନିକଟରେ ପହଁଞ୍ଚି ସେମାନଙ୍କ ସ୍ୱାସ୍ଥ୍ୟ ସହିତ ସରକାରଙ୍କ ସ୍ୱାସ୍ଥ୍ୟ ଯୋଜନାଗୁଡ଼ିକରେ ଉପଲବ୍ଧ ଔଷଧପତ୍ର ବଣ୍ଟନ ଦାୟିତ୍ୱ ତୁଲାଉଥିବା ବେଳେ ସବସେଣ୍ଟରଠାରୁ ପ୍ରାୟ ୩୫/୪୦ କି.ମି ଦୂରରେ ଥିବା ଖୁଣ୍ଟା ଜୁନିୟର ମହାବିଦ୍ୟାଳୟରେ ସେହି ସମାନ ସମୟରେ କିଭଳି ଭାବେ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାଦାନ କରିଆସୁଥିଲେ ତାହା ଏବେ ଏକ ବଡ ପ୍ରଶ୍ନବାଚୀ ହୋଇ ଛିଡାହୋଇଛି । ଏହି ଘଟଣାରେ କ୍ୟାମେରା ସମ୍ମୁଖରେ କାହାରି ପ୍ରତିକ୍ରିୟା ମିଳିପାରିନଥିବା ବେଳେ ଏହି ଘଟଣାକୁ ଟେଲିଫୋନ୍ ମାଧ୍ୟମରେ ସ୍ପଷ୍ଟ କରିଛନ୍ତି କୃଷ୍ଣନ୍ଦ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡ. ମହେଶ୍ୱର ମାଝି ଏବଂ ଉଦଳା ଉପଜିଲ୍ଲାପାଳ ତଥା ଖୁଣ୍ଟା ଜୁନିଅର କଲେଜର ସଭାପତି ଭଗବାନ ବେହେରା ।

ଅଧ୍ୟାପକ ଓ ସ୍ୱାସ୍ଥ୍ୟ କର୍ମୀ ଦିଲ୍ଲିପ ମହାନ୍ତଙ୍କୁ ଏନେଇ କାରଣ ଦର୍ଶାଅ ନୋଟିସ୍ ଜାରି କରାଯିବା ସହ ଖୁବ୍ ଶୀଘ୍ର ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଉଦଳା ଉପଜିଲ୍ଲାପାଳ ତଥା ଖୁଣ୍ଟା ମହାବିଦ୍ୟାଳୟର ସଭାପତି ଶ୍ରୀ ବେହେରା । ଅନ୍ୟପଟେ ଏହି ଘଟଣାକୁ ନିଜେ ଦିଲ୍ଲିପ କୁମାର ମହାନ୍ତ ଚଳିବା ପାଇଁ ସେ ଯେମିତି ହେଉ ଦୁଇ ପଇସା ରୋଜଗାର କରୁଛନ୍ତି ବୋଲି ଫୋନରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଶ୍ରୀମହାନ୍ତ ନିଜେ ଭୂଲ୍ ତଥା ଜାଲିଆତି କରୁଥିବା ଜାଣି ସୁଦ୍ଧା ସରକାରଙ୍କୁ ଚୁନ ଲଗାଇ ଦୁଇଟି ଚାକିରି କରି ଦରମା ନେଇ ଚାଲିଥିବା ବେଳେ ଖୁଣ୍ଟା ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ସଭାପତି ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ କୃଷ୍ଣଚନ୍ଦ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଜାଣି ପାରିନଥିଲେ କିପରି ? ଏଣୁ ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ପରଦା ପଛରେ ଲୁଚିଥିବା ସତ୍ୟ ଲୋକ ଲୋଚନକୁ ଆସିପାରିବ । ( ଦୀପ୍ତିମାନ ପତି, ମୟୂରଭଞ୍ଜ )  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version