• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୁଟିଆ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ ୧୩ କୋଟିର ପ୍ରକଳ୍ପ ଉଦ୍‌ଘାଟନ

Proprietor Abhimanyu Maharana by Proprietor Abhimanyu Maharana
February 5, 2021
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ହୋମ୍
0
କୁଟିଆ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ ୧୩ କୋଟିର ପ୍ରକଳ୍ପ ଉଦ୍‌ଘାଟନ
Share on FacebookShare on TwitterWhatsapp

କୁଟିଆ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ; ୧୩ କୋଟିର ପ୍ରକଳ୍ପ ଉଦ୍‌ଘାଟନ, ୫ କୋଟିର ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ : ୧୫୦ କୋଟି ଟଙ୍କାର ପ୍ରକଳ୍ପ କାମ ଜାରି ରହିଛି କୁଟିଆକୁ ଆଦର୍ଶ ପଞ୍ଚାୟତ ଭାବରେ ଗଢାଯିବ, ଖୁବ୍‌ ଶୀଘ୍ର ମୁଁ କୁଟିଆ ପଞ୍ଚାୟତ ଯିବି – ମୁଖ୍ୟମନ୍ତ୍ରୀ, ଭୁବନେଶ୍ୱର

ଓଡ଼ିଶା ତାଜା ନ୍ୟୁଜ(୫ ଫେବୃଆରୀ ଶୁକ୍ରବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କୋରାପୁଟ ଜିଲ୍ଲାର ପଟାଙ୍ଗି ଅଂଚଳର କୁଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଲ୍ପର ଶୁଭାରମ୍ଭ କରିଛନ୍ତି । ଏଥିମଧ୍ୟରୁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ High Level ସେତୁ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି । ସମୁଦାୟ ୧୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ୨୦୧୮ରେ କୁଟିଆ ପଞ୍ଚାୟତର ବିକାଶ ପାଇଁ ୧୫୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଖୁବ୍‌ଶୀଘ୍ର କୁଟିଆ ଅଞ୍ଚଳକୁ ଗସ୍ତ କରି ଲୋକମାନଙ୍କୁ ଭେଟିବେ । କୁଟିଆ ଅଞ୍ଚଳକୁ ଏକ ଆଦର୍ଶ ପଞ୍ଚାୟତ ଭାବରେ ଗଠନ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଟିଆ ପଞ୍ଚାୟତରେ ଶିକ୍ଷା, ସ୍ବାସ୍ଥ୍ୟ, ଯୋଗାଯୋଗ, ପିଇବା ପାଣି, ବିଜୁଳି ଆଦି ସବୁ ସୁବିଧାର ବିକାଶ କରାଯାଇଛି । ଖାଦ୍ୟ ସୁରକ୍ଷା ଠାରୁ ଆରମ୍ଭ କରି ସାମାଜିକ ନିରାପତ୍ତା ଯୋଗାଇ ଦିଆଯାଉଛି। ଜୀବନଜୀବିକା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମାଲକାନଗିରିରୁ ମୟୁରଭଂଜ, କୋରାପୁଟରୁ କଟକ – ସବୁ ଅଞ୍ଚଳର ବିକାଶ ପାଇଁ ସେ କାମ କରୁଛନ୍ତି ।

ବିକାଶର ସୁଫଳ ପ୍ରତି ପରିବାର ପାଖରେ ପହଞ୍ଚାଇବା ପାଇଁ, ରାଜ୍ୟର ସବୁ କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ କାମ କରୁଛୁ ବୋଲି ସେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଆମର ମା । ଓଡିଆ ଆମର ଭାଷା । ମହାପ୍ରଭୁ ଜଗନ୍ନାଥ ଆମର ବଡ ଠାକୁର । ଜଗନ୍ନାଥ ସଂସ୍କୃତି ଆମର ସଂସ୍କୃତି। କୋରାପୁଟକୁ ଆମେ ଦ୍ବିତୀୟ ଶ୍ରୀକ୍ଷେତ୍ର ବୋଲି କହିଥାଉ । ସ୍ବାଧୀନତା ସଂଗ୍ରାମରେ ମଧ୍ୟ କୋରାପୁଟ ବଡ ଭୂମିକା ବିଷୟରେ ଆଲୋକପାତ କରି ସେ ଏହି ଅବସରରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତି ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ବିକାଶ ମୂଳକ କାର୍ଯ୍ୟକ୍ରମ ଯୋଗୁ କୁଟିଆ ପଞ୍ଚାୟତରେ ବହୁତ ଉନ୍ନତି ଆସିଛି। ଗାଁର ଲୋକମାନେ ରାସ୍ତାଘାଟ, ପାଣି, ବିଜୁଳି, ଶିକ୍ଷା ଆଦି ବିଭିନ୍ନ ସୁବିଧା ପାଇପାରୁଛନ୍ତି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ ।

କୋରାପୁଟ ଓ ପଟାଙ୍ଗିର ବିଧାୟକ ମଧ୍ୟ ଏହି ଅବସରରେ ନିଜର ମତବ୍ୟକ୍ତ କରି କୁଟିଆ ଆଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ। କୁଟିଆ ପଞ୍ଚାୟତର ପ୍ରତିନିଧି, ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା ମାନେ ମଧ୍ୟ ଏହି ଅବସରରେ ନିଜର ମତାମତ ରଖି କୁଟିଆ ପଞ୍ଚାୟତ ଏବଂ ସାରା ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମର ସୁଫଳ ସଂପର୍କରେ କିପରି ଲୋକମାନେ ପାଉଛନ୍ତି, ସେ ବିଷୟରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ ସଂଯୋଜନା କରିଥିଲେ। କୋରାପୁଟ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । କୁଟିଆ ଅଞ୍ଚଳର ବିକାଶ ଉପରେ ଏକ ସ୍ବତନ୍ତ୍ର ବୃତ୍ତ ଚିତ୍ର ଏହି ଅବସରରେ ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଅର୍ଥ ବିଭାଗର ପ୍ରମୁଖ ସଚିବ ଆଦି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version