• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦ୍ୱାଦଶ ଦିନରେ ଆଦିବାସୀ ମେଳା ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ଚାହିଦା ବଢ଼ିଛି

Proprietor Abhimanyu Maharana by Proprietor Abhimanyu Maharana
February 7, 2021
in ଓଡ଼ିଶା, ମହାନଗର, ହୋମ୍
0
ଦ୍ୱାଦଶ ଦିନରେ ଆଦିବାସୀ ମେଳା ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ଚାହିଦା ବଢ଼ିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୬ ଫେବୃଆରୀ ଶନିବାର ) ଭୁବନେଶ୍ୱର :- ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଗତ ସାଧାରଣତନ୍ତ୍ର ଦିବସରୁ ରାଜଧାନୀ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଆଦିବାସୀ ମେଳା ଆଜି ଦ୍ୱାଦଶ ଦିନରେ ପହଁଚିଛି । ଏହି ମେଳାରେ ରାଜ୍ୟର ୬୨ ବର୍ଗର ଜନଜାତିଙ୍କର ସାମାଜିକ, ଅର୍ଥନୈତିକ ଓ ସାଂସ୍କୃତିକ ଜୀବନର ବାସ୍ତବ ଚିତ୍ରକୁ ଆକର୍ଷଣୀୟ ଭାବରେ ପ୍ରତିଫଳିତ କରାଯାଇଛି । ଆଦିବାସୀ ମାନଙ୍କ ଦ୍ୱାରା ପ୍ରସ୍ତୁତ କଳା, ହସ୍ତଶିଳ୍ପ, କୃଷିଜାତ ସାମଗ୍ରୀକୁ ରାଜଧାନୀବାସୀ ଦେଖିବା ଓ କିଣିବା ପାଇଁ ଏହି ମେଳା ଜରିଆରେ ଅପୂର୍ବ ସୁଯୋଗ ସୃଷ୍ଟି ହୋଇଛି ।

ଏଥିରେ ସମୁଦାୟ ୯୦ଟି ଷ୍ଟଲ ବା ମଣ୍ଡପ ଖୋଲିଥିବା ବେଳେ ଏ ସବୁରେ ଜନଜାତି ବର୍ଗର ଜୀବନଶୈଳୀ, କଳାକୁଶଳତା ଓ ଜୀବିକା ନିର୍ବାହ ପ୍ରଣାଳୀ ସମ୍ପର୍କରେ ଦର୍ଶକମାନେ ବହୁ ତଥ୍ୟ ଜାଣି ପାରୁଛନ୍ତି । ବର୍ତମାନ ଜନଜାତି ବର୍ଗଦ୍ୱାରା ଉତ୍ପାଦିତ ସାମଗ୍ରୀ ଗୁଡିକର ବଜାର ଚାହିଦା ଆଶାତୀତ ଭାବରେ ବୃଦ୍ଧି ପାଇଛି । ସହର ଅଂଚଳରେ ଏହି ସବୁ ସାମଗ୍ରୀ ଉପଲବ୍ଧ ହେବା କଷ୍ଟକର ହେଉଥିବାରୁ ବର୍ଷକର ବ୍ୟବଧାନ ପରେ ରାଜଧାନୀକୁ ଆସିଥିବା ଆଦିବାସୀ ମେଳା ଏଥିପାଇଁ ବିରଳ ସୁଯୋଗ ଆଣି ଦେଇଛି । ଆଦିବାସୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ଗୁଡିକ ବିଶୁଦ୍ଧ ଏବଂ ଏଥିରେ ଜୈବିକ ଗୁଣ ଏ ଯାବତ୍‌ ଅକ୍ଷୁର୍ଣ୍ଣ ରହିଛି

ବୋଲି ଲୋକଙ୍କ ମନରେ ଯେଉଁ ଦୃଢ଼ ଧାରଣା ରହିଛି, ତାହା ହିଁ ଜନସାଧାରଣଙ୍କୁ ଅଧିକ ସଂଖ୍ୟାରେ ଆକୃଷ୍ଟ କରୁଛି ଆଦିବାସୀ ମେଳାକୁ । ଗ୍ରାହକମାନଙ୍କର ଭିଡ଼ ଯୋଗୁଁ କିଛି ସମୟ ଚଳଚଂଚଳ ହୋଇ ଉଠୁଛି ମେଳା ପରିସରର ବିଭିନ୍ନ ମଣ୍ଡପ । ଚଳିତ ବର୍ଷର ଆଦିବାସୀ ମେଳାର ଏକ ବଡ଼ ବିଶେଷତ୍ୱ ହେଉଛି, ରାଜ୍ୟର ପୁରପଲ୍ଲୀରେ ପରିବ୍ୟାପ୍ତ ହୋଇଥିବା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ବ୍ୟାପକ ଅଂଶଗ୍ରହଣ । ବିଭିନ୍ନ ଜିଲ୍ଲାର ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇ.ଟି.ଡି.ଏ) ସହାୟତାରେ ସେମାନେ ମେଳା ପରିସରକୁ ଆସି ବେପାର ବାଣିଜ୍ୟର ପସରା ମେଲାଇ ଦେଇଛନ୍ତି ।

ଆଦିବାସୀ ମାନଙ୍କ ଦ୍ୱାରା ଉତ୍ପାଦିତ ଖାଦ୍ୟସଶ୍ୟ ଯଥା- ବାସୁମତୀ ଚାଉଳ, ମୁଗ, ବିରି, ମାଣ୍ଡିଆ, ପାଳୁଅ, ରାଶି ଆଦି କିଣିବାକୁ ଦର୍ଶକଙ୍କ ଯେତିକି ଆଗ୍ରହ ପରିଲକ୍ଷିତ ହେଉଛି, ସେତିକି ଆଗ୍ରହ ରହୁଛି ସେମାନଙ୍କ ଦ୍ୱାରା ପ୍ରସ୍ତୁତ ବଡ଼ି, ପାମ୍ପଡ଼, ଆଚାର, ହଳଦୀଗୁଣ୍ଡ ଓ ଫୁଲଝାଡୁ ଆଦି କିଣିବା ପାଇଁ । ଆଜି ଛୁଟିଦିନ ଥିବାରୁ ଅପରାହ୍ନରେ ଦର୍ଶକଙ୍କ ବିଶେଷ ଗହଳି ଦେଖିବାକୁ ମିଳିଥିଲା । ଗୃହିଣୀମାନେ ଆଉ ଯାହା କିଣନ୍ତୁ ବା ନ କିଣନ୍ତୁ, କିନ୍ତୁ ହାତରେ ଗୋଟିଏ ଫୁଲଝାଡୁ କିମ୍ବା ହଳଦୀଗୁଣ୍ଡ ଓ କେନ୍ଦୁଝର ବଡ଼ି ପ୍ୟାକେଟ୍ ଧରି ଫେରୁଥିବାର ନିଆରା ଦୃଶ୍ୟ ବେଶ୍‌ ଉପଭୋଗ୍ୟ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version