• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅନୁଗୁଳ

ଆନ୍ତଜିଲ୍ଲା ଚେନ୍ ଲୁଟିଆ ଗ୍ୟାଙ୍ଗର ୪ଜଣ ସଦସ୍ୟଙ୍କୁ ଗିରଫ କରି ଫର୍ଦ୍ଦାଫାସ୍ କରିଛି କଟକ ଚାଉଳିଆଗଞ ଥାନା ପୋଲିସ୍ ।

Proprietor Abhimanyu Maharana by Proprietor Abhimanyu Maharana
February 8, 2021
in ଅନୁଗୁଳ, ଅପରାଧ, ଓଡ଼ିଶା, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ହୋମ୍
0
ଆନ୍ତଜିଲ୍ଲା ଚେନ୍ ଲୁଟିଆ ଗ୍ୟାଙ୍ଗର ୪ଜଣ ସଦସ୍ୟଙ୍କୁ ଗିରଫ କରି ଫର୍ଦ୍ଦାଫାସ୍ କରିଛି କଟକ ଚାଉଳିଆଗଞ ଥାନା ପୋଲିସ୍ ।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୮ ଫେବୃଆରୀ, ସୋମବାର ) କଟକ :- ଏକ ଆନ୍ତଜିଲ୍ଲା ଚେନ୍ ଲୁଟିଆ ଗ୍ୟାଙ୍ଗର ୪ଜଣ ସଦସ୍ୟଙ୍କୁ ଗିରଫ କରି ଫର୍ଦ୍ଦାଫାସ୍ କରିଛି କଟକ ଚାଉଳିଆଗଞ ଥାନା ପୋଲିସ୍ । କଟକ ସହର ସମେତ ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଅନୁଗୁଳ ଆଦି ଜିଲ୍ଲାରେ ଚେନ୍ ଛିଡାଇବା ସହ ମୋବାଇଲ ମଧ୍ୟ ଲୁଟ୍ କରି ବିକି ଦେଉଥିଲେ ଏହି ଲୁଟିଆ ଗ୍ୟାଙ୍ଗ୍ । ଆଉ ଲୁଟ୍ ଟଙ୍କାରେ ଅଏସ୍ କରିବା ସହ ବିଭିନ୍ନ ଗାଡି ମଧ୍ୟ କିଣି ଜଣେ ଜଣେ ଗାଡି ମାଲିକ ହୋଇଥିବାର ପୋଲିସ୍ ଏକ ପ୍ରେସମିଟ୍ ରେ ସୂଚନା ଦେଇଛି ।

ଲୁଟ ଘଟଣାରେ ସଂପୃକ୍ତ ଗ୍ୟାଙ୍ଗର ୪ ଜଣଙ୍କୁ ପୋଲିସ୍ ଧରିବାରେ ସକ୍ଷମ ହୋଇଥିଲାବେଳେ , ଏମାନେ ୩୦ ରୁ ଉର୍ଦ୍ଧ୍ବ ଜାତୀୟ ରାଜପଥ ରେ ଲୁଟ୍ କରୁଥିଲେ । ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ବଗ ଓ ଷଣ୍ଡ ମୋଷ୍ଟ୍ ୱ।ଣ୍ଟେଡ୍ ଥିବା ଜଣାପଡିଛି । ସୂଚନା ଅନୁସାରେ ଜଗତସିଂହପୁର ନାଉଗାଁ ଅଞ୍ଚଳର ମାନସ ସାହୁ ଓଏମପି ଛକରେ ଘରକୁ ଯିବାକୁ ବସ୍ କୁ ଅପେକ୍ଷା କରିଥିଲେ । ଏହି ସମୟରେ ଏକ କଳାରଙ୍ଗର ପଲସର୍ ରେ ଦୁଇ ଜଣ ଯୁବକ ମାନସଙ୍କୁ ମାରଣାସ୍ତ୍ର ଦେଖାଇ ମନିପର୍ସ୍ ଓ ମୋବାଇଲ ଫୋନ୍ ଛଡାଇ ନେଇ ଫେରାର ହୋଇଯାଇଥିଲେ ।

ଘଟଣା ସମ୍ପର୍କରେ ଥାନାରେ ଏତଲା ହେବା ପରେ ଆଇଆଇସି ତାପସ ପ୍ରଧାନ ଏବଂ ତାଙ୍କ ଟିମ୍ ସହ ତଦନ୍ତକୁ ଜୋରଦାର କରିଥିଲେ । ସ୍ଥାନୀୟ ଅଞ୍ଚଳରେ ସିସିଟିଭି ଫୁଟେଜ୍ କୁ ଆଧାର କରି କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଅଞ୍ଚଳରୁ ଅଭିଯୁକ୍ତମାନଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ । ଗିରଫ ଅଭିଯୁକ୍ତ ମାନେ ହେଲେ ବଡ଼ମ୍ବା ଭାଲୁବେନି ଗ୍ରାମର ବଗ ଓରଫ୍ ଜଗନ୍ନାଥ ବେହେରା, ଜଗତପୁର ଖଇରା ଅଞ୍ଚଳର ଷଣ୍ଢ ଓରଫ୍ ବୁଲୁ ମଲ୍ଲିକ,ସାଲେପୁର ପାଗା ମହାଜନପୁର ଅଞ୍ଚଳର ଅଜିତ୍ ସାମଲ,ଜଗତସିଂହପୁର ବାଲିକୁଦା ଅଞ୍ଚଳର ରତନ ମଣ୍ଡଳ ।

ଏମାନେ ଜଣେ ଜଣେ ପେଶାଦାର ଲୁଟେରା ହୋଇଥିବା ବେଳେ କଟକ ସହରର ବିଭିନ୍ନ ଥାନା ସମେତ ଅନ୍ୟ ଜିଲ୍ଲାର ଥାନାମାନଙ୍କରେ ଏକାଧିକ ରେକର୍ଡ ରହିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ୫୦ ଗ୍ରାମ୍ ର ୫ଟି ସୁନା ଚେନ୍,୫ ଟି ମୋବାଇଲ ଫୋନ୍, ଦୁଇଟି ବାଇକ୍ କୁ ଜବତ କରିଥିବା ପ୍ରେସ୍ ମିଟ୍ ରେ ସୂଚନା ଦେଇଛନ୍ତି ଏ ସି ପି ଅମରେନ୍ଦ୍ର ପଣ୍ଡା ।ଗିରଫ ଲୁଟେରାଙ୍କୁ କୋର୍ଟ ଚାଲାଣ କରାଯାଇଛି । (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version