• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଲ୍ ପ୍ରମାଣପତ୍ର ଦେଇ ଫସିଲେ ଅନୁଭବ,ଜେଲ୍‌କୁ ପଠାଇବାକୁ କଂଗ୍ରେସର ଦାବି

Proprietor Abhimanyu Maharana by Proprietor Abhimanyu Maharana
February 2, 2020
in ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ଜାଲ୍ ପ୍ରମାଣପତ୍ର ଦେଇ ଫସିଲେ ଅନୁଭବ,ଜେଲ୍‌କୁ ପଠାଇବାକୁ କଂଗ୍ରେସର ଦାବି
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ ) ଭୁବନେଶ୍ୱର 2.2.2020 :- ଭୁବନେଶ୍ୱର କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ବିରୁଦ୍ଧରେ ତଥ୍ୟ ଓ ପ୍ରମାଣ ସହ ଜାଲ୍ ସାର୍ଟିଫିକେଟ୍‌ର ଖୁଲାସା କରିଛି କଂଗ୍ରେସ । ଅନୁଭବଙ୍କ ଜାଲ୍‌ ସାର୍ଟିଫିକେଟ୍‌ର ପ୍ରମାଣ ଦେଇ ତୁରନ୍ତ ଜାଲି ନେତାଙ୍କୁ ଜେଲ୍ ପଠାଇବା ପାଇଁ କଂଗ୍ରେସ ନେତା ତଥା ଆଇନ୍‌ଜୀବୀ ନିଶିକାନ୍ତ ମିଶ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି । ସାମ୍ବିଧାନିକ ବିଧି ବ୍ୟବସ୍ଥା ତଥା ଜନପ୍ରତିନିଧି ଆଇନ ନିର୍ବାଚନ ଲଢିବା ପାଇଁ ଜଣେ ପ୍ରାର୍ଥୀଙ୍କର ନିର୍ଦ୍ଦିଷ୍ଟ ଶିକ୍ଷାଗତ ଯୋଗ୍ୟତାର ଆବଶ୍ୟକତା ସଂପର୍କରେ ଉଲ୍ଲେଖ କରିନଥିବା ସ୍ଥଳେ, ଯେଉଁମାନେ ଆଇନ୍ ପ୍ରଣୟନ କରିବା ପାଇଁ ବିଧାନସଭା ହେଉ କି ଲୋକସଭା ନିର୍ବାଚନ ଲଢୁଛନ୍ତି ସେମାନେ ନିଜକୁ ସମାଜ ଆଖିରେ ଉଚ୍ଚ କରିବା ପାଇଁ ହେଉ କି ନିଜର ଶିକ୍ଷାଗତ ଯୋଗ୍ୟତାକୁ ଲୁଚାଇବା ଉଦ୍ଦେଶ୍ୟରେ ଉଚ୍ଚଶିକ୍ଷିତ ବୋଲି ସତ୍ୟପାଠ ମାଧ୍ୟମରେ ଦର୍ଶାଇବା ଏକ ସାଧାରଣ ପ୍ରକିୟା ହୋଇଯାଇଛି ।

ସଦ୍ୟ ରାଜ୍ୟ ସରକାରଙ୍କ ଜଣେ ମବୀ (ପଦ୍ମନାଭ ବେହେରା) ଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ରାଜ୍ୟ ସରକାର କିଭଳି ଜାଲି ନେତାମାନଙ୍କୁ ସୁରକ୍ଷା ଦେବାରେ ଲାଗି ପଡିଛନ୍ତି, ତାହା ଦିନକୁ ଦିନ ସ୍ପଷ୍ଟ ହେବାରେ ଲାଗିଛି । କେବଳ ସେତିକି ନୁହେଁ ସୂଚନା ଅଧିକାର ଆଇନ୍‌କୁ ଆଧାର କରି ଯାହା ତଥ୍ୟ ସଂଗୃହୀତ ହୋଇଛି, ରାଜ୍ୟ ସରକାର ତଥା ବିଜୁ ଜନତା ଦଳ ଯାହାକୁ ‘ତାରକା ପ୍ରଚାରକ’ ଭାବରେ ପ୍ରଚାର ମୈଦାନକୁ ଛାଡିଛନ୍ତି, ସେ ମହାଶୟ (ଅନୁଭବ ମହାନ୍ତି) ୨୦୧୪ ମସିହା ରାଜ୍ୟସଭା ନିର୍ବାଚନ ସମୟରେ ତାଙ୍କ ସତ୍ୟପାଠରେ ଶୋଭିତ୍ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି, ମିରଟରୁ ବି.ଏ. ଇନ୍ ଆର୍ଟସ୍‌, ପବ୍ଲିକ୍ ଆଡମିନ୍‌ଷ୍ଟ୍ରେସନ ଶିକ୍ଷାଗତ ଯୋଗ୍ୟତା ବୋଲି ଦର୍ଶାଇଛନ୍ତି । ଯାହା ବାସ୍ତବ ଚିତ୍ର ଠାରୁ ସଂପୂର୍ଣ୍ଣ ଭିନ୍ନ । ଏବେ ମଧ୍ୟ ସଂପୃକ୍ତ ସାଂସଦ କଟକ କନ୍ଦରପୁର କଲେଜର +୩ ଛାତ୍ର । ଯାହାର ରେଜିଷ୍ଟ୍ରେସନ୍ ନଂ – ୧୪୧୦୮/୨୦୦୩ । ଯାହା ସୂଚନା ଅଧିକାର ଆଇନ୍ ଦ୍ୱାରା ଉତ୍କଳ ବିଶ୍ୱ ବିଦ୍ୟାଳୟରୁ ସଂଗ୍ରହ କରାଯାଇଅଛି । ଖାଲି ସେତିକି ନୁହେଁ ଉକ୍ତ ରେଜିଷ୍ଟ୍ରେସନ୍ ନମ୍ବରରେ କୌଣସି ମାଇଗ୍ରେସନ୍‌ ସାର୍ଟିଫିକେଟ୍ ଇସ୍ୟୁ କରାଯାଇନାହିଁ ବୋଲି ମଧ୍ୟ ଉତ୍କଳ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ପ୍ରକାଶ । ଏପରି ମଧ୍ୟ ଯେଉଁ ଶୋଭିତ୍‌ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି, ମିରଟରୁ ସାଂସଦ ବି.ଏ. ଇନ୍ ଆର୍ଟସ୍‌, ପବ୍ଲିକ୍ ଆଡମିନ୍‌ଷ୍ଟ୍ରେସନ ପାସ୍ କରିଛନ୍ତି ବୋଲି କହୁଛନ୍ତି, ବାସ୍ତବତା ହେଲା ଯେ ୨୦୧୦ ମସିହାରେ ଭାରତ ସରକାର ମାନ୍ୟବର ସୁପ୍ରିମ୍‌କୋର୍ଟଙ୍କ ନିକଟରେ ସତ୍ୟପାଠ ମାଧ୍ୟମରେ ସଂପୃକ୍ତ ୟୁନିଭରସିଟିର ସ୍ୱୀକୃତି ପ୍ରତ୍ୟାହାର କରାଯାଇଛି ବୋଲି ଦର୍ଶାଇଥିଲେ ।

ବିଶ୍ୱ ବିଦ୍ୟାଳୟରୁ ଜାଲି ସାର୍ଟିଫିକେଟ୍ ନେଇଥିବା ସାଂସଦ ଭାରତବର୍ଷ ଲ’ମେକର । ସରକାର ତୁରନ୍ତ ମାମଲା ରୁଜୁ କରି ପଦକ୍ଷେପ ନିଅନ୍ତୁ । ଏହା କେବଳ କେନ୍ଦ୍ରାପଡା ପାଇଁ ଲଜ୍ଜା ନୁହେଁ, ଏହା ସମଗ୍ର ରାଜ୍ୟ ପାଇଁ ଲଜ୍ଜା । ନିଜର ସାଧୁତା ଓ ସ୍ୱଚ୍ଛତା ନେଇ ଡିଣ୍ଡିମ ପିଟୁଥିବା ରାଜ୍ୟ ସରକାର ଅଦାଲତର ଛାଟ ପଡିବା ପୂର୍ବରୁ ନବୀନ ବାବୁ ଏବଂ ତାଙ୍କ ସରକାରଙ୍କର ଯଦି ଟିକେ ବି ମୂଲ୍ୟବୋଧ ଥାଏ, ତାହେଲେ ଜାଲି ନେତାମାନଙ୍କୁ ତୁରନ୍ତ ଜେଲକୁ ନିଅନ୍ତୁ ବୋଲି ଶ୍ରୀ ମିଶ୍ର ଦାବି କରିଛନ୍ତି ନଚେତ୍ କଂଗ୍ରେସ ଏହାକୁ ନେଇ ଉପରସ୍ତରକୁ ଯିବ । ଏହି ଖୁଲାସା କାର୍ଯ୍ୟକ୍ରମରେ କଂଗ୍ରେସ ନେତା ଜିନେଶ ଦାସ, ଜ୍ଞାନଦେବ ବେହୁରା, ମନୋରଞ୍ଜନ ଦାଶ, ରଜନୀ କୁମାର ମହାନ୍ତି, ମାନସ ମଲ୍ଲିକ, ଦୀପକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

June 16, 2025
ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

June 16, 2025

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version