• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ରମାଦେବୀ ବିଶ୍ବ ବିଦ୍ୟାଳୟ ଗସ୍ତ ; ୧୮ କୋଟି ଟଙ୍କାରେ ପୁରୁଣା ଭିତ୍ତିଭୂମିକୁ ଦିଆଯିବ ନୂଆ ରୂପ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
February 8, 2021
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ରମାଦେବୀ ବିଶ୍ବ ବିଦ୍ୟାଳୟ ଗସ୍ତ ; ୧୮ କୋଟି ଟଙ୍କାରେ ପୁରୁଣା ଭିତ୍ତିଭୂମିକୁ ଦିଆଯିବ ନୂଆ ରୂପ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡିଶାର ପ୍ରଥମ ମହିଳା ୟୁନିଭରସିଟି, ରମାଦେବୀ ମହିଳା ୟୁନିଭରସିଟି ର ନୂଆ ଏକାଡେମିକ୍‌ ବ୍ଲକ୍ ; ପାଠାଗାର ଓ ହଷ୍ଟେଲ ବିଲ୍‌ଡିଂ ଉଦ୍‌ଘାଟିତ , ୧୮ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯିବ। ରମାଦେବୀ ମହିଳା ୟୁନିଭରସିଟିର ବିକାଶ ପାଇଁ ଆମର ଉଦ୍ୟମ ଜାରି ରହିବ – ମୁଖ୍ୟମନ୍ତ୍ରୀ 

ଓଡ଼ିଶା ତାଜା ନ୍ୟୁଜ୍ (୮ ଫେବୃଆରୀ, ସୋମବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ, କରୋନା ପରେ ଆଜି ମୁଁ ପ୍ରଥମ ଥର ପାଇଁ ପିଲାମାନଙ୍କୁ ଭେଟୁଛି । ଓଡିଶାର ପ୍ରଥମ ମହିଳା ୟୁନିଭରସିଟି, ରମାଦେବୀ ମହିଳା ୟୁନିଭରସିଟିକୁ ଆସିଛି । ଏଥିପାଇଁ ମୁଁ ବହୁତ ଖୁସି। ଏହି ଅବସରରେ ତୁମମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି । ଆଜି ଆପଣମାନଙ୍କ ୟୁନିଭରସିଟିର ନୂଆ academic block, library ଓ hostel building ଆଦି ଉଦ୍‌ଘାଟିତ ହେଲା ।

ୟୁନିଭରସିଟିର ଗରିମାକୁ ଏହା ଆହୁରି ବୃଦ୍ଧି କରିବ ଏବଂ ତୁମମାନଙ୍କ ଆବଶ୍ୟକତା ପୂରଣ କରିବ । ମୁଁ ଆଜି ଆପଣମାନଙ୍କ ପାଖକୁ ଆଉ କିଛି ନୂଆ project ନେଇ ଆସିଛି । ତୁମର ପୁରୁଣା academic building, hostel building ଓ open air stage ଆଦି ସବୁ ଭିତ୍ତିଭୂମି ଗୁଡିକୁ ନୂଆ ରୂପ(renovation) ଦିଆଯିବ। ଏଥିପାଇଁ ୧୮ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯିବ। ରମାଦେବୀ ମହିଳା ୟୁନିଭରସିଟିର ବିକାଶ ପାଇଁ ଆମର ଉଦ୍ୟମ ଜାରି ରହିବ ।

This is a unique institute in the sense that it’s the first and only university in Odisha till now, dedicated to women’s education. It carries the vision of Maa Ramadevi for the education and empowerment of women in Odisha. Therefore, its responsibility is also unique. How you go ahead with your opportunities, and how you face the challenges that come in your way will define the future of this university. I believe; you are bustling with your talent and courage to redefine the prestige and dignity of your institute to make it one of the best institutes in the country.

Students are the future of society and harbinger of change. As students, you have a responsibility for yourself, for your parents and also for your motherland. You must endeavour to excel in your studies and concentrate on your career. Your knowledge will guide you, inspire you throughout your life. Knowledge is the Real Capital for a student. Every student must invest sincerely in it. It will continue to give you seamless returns all through your life.

You also have a responsibility for your parents. Serve them. And try to fulfill their wish. Their blessings will keep you smiling forever. Women today are leading society everywhere. From business and industry to sports, defence and economy, women are everywhere to lead the world and guide society. Vice President of United States Kamala Harris, Germany Chancellor Angela Merkel, IMF Chief Economist Geeta Gopinathan, Biocon Founder Kiran Mazumdar-Shaw, Missile woman of India Tessy Thomas, Olympian PV Sindhu…. and the list continues.

They all have one thing in common. That is their sheer self-confidence. They trust and respect their own talent and never ever get swayed by the difficulties that have come in their way. You all have immense talent. I am sure all of you will succeed in life, and make a name for yourself in the field of your choice. Never ever think that you are second to anybody. Always believe that you are the best that has happened to this world. Go ahead with all your dreams, all your energy and make sure, the world is yours. Transform society with your talents.

ବି.ଦ୍ର – ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅରୁଣ କୁମାର ସାହୁ ସମ୍ମାନିତ ଅତିଥି ରୂପେ ଯୋଗ ଦେଇ ଉଚ୍ଚଶିକ୍ଷା ଓ ମହିଳା ସଶକ୍ତିକରଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ସଂପର୍କରେ ଆଲୋକପାତ କରିଥିଲେ । ବିଧାୟକ ଶ୍ରୀ ଅନନ୍ତ କୁମାର ଜେନା, ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଅପରାଜିତା ଚୌଧୁରୀ ପ୍ରମୁଖ ସେମାନଙ୍କର ବକ୍ତବ୍ୟ ରଖିଥିଲେ । ରେଜିଷ୍ଟ୍ରାର ଶ୍ରୀମତୀ ଶାମଳି ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ଡେପୁଟି ରେଜିଷ୍ଟ୍ରାର ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

March 13, 2026
ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

March 13, 2026
ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version