• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ କ୍ଷୁଦ୍ର, ମଧ୍ୟମ ଓ ବୃହତ୍ ଶିଳ୍ପ ଉଦ୍ୟୋଗ କର୍ମଶାଳା ଉଦଘାଟିତ – ଢେଙ୍କାନାଳ

Proprietor Abhimanyu Maharana by Proprietor Abhimanyu Maharana
February 11, 2021
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଜିଲ୍ଲାସ୍ତରୀୟ କ୍ଷୁଦ୍ର, ମଧ୍ୟମ ଓ ବୃହତ୍ ଶିଳ୍ପ ଉଦ୍ୟୋଗ କର୍ମଶାଳା ଉଦଘାଟିତ – ଢେଙ୍କାନାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଫେବୃଆରୀ ବୁଧବାର) ଢେଙ୍କାନାଳ :- ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ଜିଲ୍ଲାସ୍ତରୀୟ କ୍ଷୁଦ୍ର, ମଧ୍ୟମ ଓ ବୃହତ୍ ଶିଳ୍ପ ଉଦ୍ୟୋଗ କର୍ମଶାଳା ଜିଲ୍ଲା ଦକ୍ଷତା ବିକାଶ କମିଟି, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ଜିଲ୍ଲା ପ୍ରଶାସନର ଆନୁକୁଲ୍ୟରେ ଆୟୋଜନ କରାଯାଇଅଛି। ଏହି କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ଶ୍ରୀ ଭୁମେଶ ଚନ୍ଦ୍ର ବେହେରା ଉଦଘାଟନ କରି ଜିଲ୍ଲାରୁ ଯୋଗ ଦେଇଥିବା ସମସ୍ତ ବୃହତ୍ ଶିଳ୍ପାନୁଷ୍ଠାନ ଓ ଅନ୍ୟାନ୍ୟ ଉଦ୍ୟୋଗୀ ଗୁଡ଼ିକରେ କିପରି ଦକ୍ଷତା ବିକାଶ କରାଯାଇଥିବା ବେକାରୀ ଯୁବକ ଯୁବତୀଙ୍କୁ କର୍ମ ନିଯୁକ୍ତି ମିଳିବ ଏବଂ ଜିଲ୍ଲାର ଆର୍ଥିକ ଓ ସାମାଜିକ ଉନ୍ନତି ଘଟିବ ତା’ ଉପରେ ଦୃଷ୍ଟି ଦେବାକୁ ଗୁରୁତ୍ଵ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ଯୋଜନା ଓ ପରିସଂଖ୍ୟାନ ବିଭାଗର ଉପନିର୍ଦ୍ଦେଶକ ସରୋଜ କୁମାର ସେଠୀ, ଜିଲ୍ଲା ଶ୍ରମ ଅଧିକାରୀ ସତ୍ୟ ନାରାୟଣ ଆଚାର୍ଯ୍ୟ,ଏମ୍ଏସ୍ଏମ୍ଇ ବିଭାଗର ସହନିର୍ଦ୍ଦେଶକ ଡି ସି ମିଶ୍ର,ଏନ୍ ସି ଏସ୍ ସିଡିଏର ସହନିର୍ଦ୍ଦେଶକ ରାମ କିଶୋର ଶର୍ମା,ସଂକଳ୍ପ ପ୍ରକଳ୍ପର ରାଜ୍ୟ ସଂଯୋଜକ ମନୋଜ କୁମାର ତ୍ରିପାଠୀ, ଓଡ଼ିଶା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜିଲ୍ଲା ନୋଡାଲ ଅଧିକାରୀ ରାଜ କିଶୋର ପାତ୍ର, ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟର ପରାମର୍ଶ ଦାତା ବିଜୟ ପ୍ରସାଦ ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇ କର୍ମଶାଳାରେ ବିଭିନ୍ନ ବିଭାଗରେ ନିଯୁକ୍ତି ଟ୍ରେନିଂ, ଆପ୍ରେଣ୍ଟିସିପ୍ ବାବଦରେ ଆଲୋଚନା କରି ଜିଲ୍ଲାରେ କିପରି ବେକାରୀ ଯୁବକ ଯୁବତୀମାନଙ୍କ ପାଇଁ ଆତ୍ମନିଯୁକ୍ତି ଉଦ୍ୟୋଗୀତା, ଶିଳ୍ପାନୁଷ୍ଠାନ ଚାହିଦା ମୁତାବକ ପ୍ରଶିକ୍ଷଣ ଓ କର୍ମସଂସ୍ଥାନ ସୃଷ୍ଟି କରାଯାଇ ପାରିବ, ସେ ବାବଦରେ ବିଶେଷ ବିବରଣୀ ପ୍ରଦାନ କରିଥିଲେ। ଏହି କର୍ମଶାଳାରେ ବିଭିନ୍ନ ବିଭାଗ ଓ ଜିଲ୍ଲାର ବୃହତ୍ ଶିଳ୍ପାନୁଷ୍ଠାନର ୮ ଜଣ ସମ୍ବଳ ବିଶେଷଜ୍ଞ ନିଯୁକ୍ତି ପ୍ରଶିକ୍ଷଣ ସମ୍ବନ୍ଧୀୟ ବିଷୟବସ୍ତୁ ଉପସ୍ଥାପନା କରିଥିଲେ ।

ଏହି କର୍ମଶାଳାରେ ଟାଟା ବିଏସ୍ଏଲର ମାନବ ସମ୍ବଳ ବିଭାଗର ଡିଜିଏମ୍ ଅଞ୍ଜନ କୁମାର ଦାସ, ଜିଏମ୍ଆର୍ କମଳାଙ୍ଗର ମାନବ ସମ୍ବଳ ବିଭାଗର ମୁଖ୍ୟ କେ ରେଡ୍ଡୀ, ଏମ୍ ଜି ଏମ୍ ମିନେରାଲସ୍ ମାନବ ସମ୍ବଳ ବିଭାଗର ମୁଖ୍ୟ ପ୍ରଶାନ୍ତ କୁମାର ରଥ, ନବଭାରତ ଭେନ୍ଞ୍ଚରର ସିଏମ୍ଆର୍ ମୁଖ୍ୟ ସୁକାନ୍ତ ଉପାଧ୍ୟାୟ, ରୁଙ୍ଗଟା ମାଇନ୍ସର ମାନବ ସମ୍ବଳ ମୁଖ୍ୟ ଅକ୍ଷୟ କୁମାର ଦାସ ଓ ତତ୍ ସହିତ ନରଭେରାମ୍,ଶକ୍ତିଶୁଗାରସ୍, କଳିଙ୍ଗ ଜ୍ୟୁଟ୍, ଖେମକା ସପିଙ୍ଗ୍ ମଲ୍,କଳିଙ୍ଗ ଆଇ ହସ୍ପିଟାଲ୍ ଓ ଅନ୍ୟାନ୍ୟ ପ୍ରାୟ ୫୪ ସଂସ୍ଥାର ପ୍ରତିନିଧି ମାନେ ଯୋଗ ଦେଇଥିଲେ ।

ଏଠାରେ ଟାଟା ବିଏସ୍ଏଲ୍, ନବଭାରତ ଭେନ୍ଞ୍ଚର୍ସ ଓ ଏମ୍ ଜି ଏମ୍ ମିନେରାଲସର ପ୍ରତିନିଧି ମାନେ ଜିଲ୍ଲାରେ କିପରି ଭବିଷ୍ୟତରେ କର୍ମସଂସ୍ଥାନର ସୁଯୋଗ ସୃଷ୍ଟି କରାଯାଇ ପାରିବ ସେ ବାବଦରେ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ନିୟୋଜକ ଅଧିକାରୀ ଆଶିଷ କୁମାର ବସନ୍ତିଆ ପରିଚାଳନା କରିଥିଲେ। ଟାଟା ଷ୍ଟିଲର ସମ୍ୱିତ କୁମାର ଦାସ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଓ ସରକାରୀ ଆଇଟିଆଇର ପ୍ରଶିକ୍ଷଣ ଅଧିକାରୀ ଅରୁଣ କୁମାର ମହାରଣା ପରିଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।( ରିପୋର୍ଟ୍, ଅମର ରଞ୍ଜନ ଦାସ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version