ବୁଗୁଡା ବ୍ଲକ (ଓଡିଶା ତାଜା ନିଉଜ ) ବୁଗୁଡା 3.2.2020 :- ବୁଗୁଡା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠ ର ସୁବର୍ଣ୍ଣ ଜୟନ୍ତୀ ସମାରୋହ ର ଉଦଯାପନୀ ଦିବସ ଅବସରରେ ଓଡିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ସମୀର ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ।
ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି । ବୁଗୁଡା BEO,ଜିଲ୍ଲା ପରିଷଦ,ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ।