• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ଆପଣଙ୍କର ରାଶିଫଳ : ୧୩ ଫେବୃଆରୀ ଶନିବାର

Proprietor Abhimanyu Maharana by Proprietor Abhimanyu Maharana
February 13, 2021
in ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ରାଶିଫଳ : ୧୩ ଫେବୃଆରୀ ଶନିବାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୩ ଫେବୃଆରୀ ଶନିବାର ) ଭୁବନେଶ୍ୱର :-  ମେଷ: ଆୟ ପରିମାଣ ବୃଦ୍ଧି ପାଇପାରେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ବୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଯାନବାହନ ସୁଖ ମିଳିବ ।

ବୃଷ: କର୍ମତତ୍ପର ରହିବେ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ।

ମିଥୁନ: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଶିଳ୍ପଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପର୍ଯ୍ୟଟନ ସୁଯୋଗ ମିଳିପାରେ।

କର୍କଟ: ସୁଖ ମିଳିବା କଷ୍ଟସାଧ୍ୟ ହୋଇପାରେ। ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହେବେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ସିଂହ: ପ୍ରୀତି ଲାଭ କରିପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। କାର୍ଯ୍ୟ ଦକ୍ଷତା ପାଇଁ ମନରେ ଅହଂଭାବ ଆସିପାରେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ।

କନ୍ୟା: ସାମୟିକ ଭାବେ ନିରୁତ୍ସାହିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭ ପ୍ରାପ୍ତ ହେବେ। ଦୀର୍ଘାୟୁ ହେବେ।

ତୁଳା: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରିର ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ଅାର୍ଥିକ ସ୍ରୋତର ଧାରା ଆସିବ।

ବିଛା: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତରୁ ଲାଭବାନ୍‌ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି। ଯାନବାହନ ସୁଖ ମିଳିପାରେ।

ଧନୁ: ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିପାରେ।

ମକର: ଆଳସ୍ୟ ପରାୟଣ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତି ପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିବେ। ବିଭିନ୍ନ ସୂତ୍ରରୁ ଧନାଗମ ହେବ।

କୁମ୍ଭ: ଐଶ୍ବର୍ଯ୍ୟଯୁକ୍ତ ହେବେ। ଯୁଦ୍ଧକ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହୋଇପାରେ। ରୋଜଗାର ଆଶାନୁରୂପ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ବାସ୍ଥ୍ୟ ଅତୁଟ ରହିବ। ନୂଆ ବନ୍ଧୁ ଜୁଟି ପାରନ୍ତି।

ମୀନ: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଥଣ୍ଡା କଫଜନିତ ପୀଡ଼ା ଅନୁଭବ କରିବେ। କର୍ମଚଞ୍ଚଳ ରହିବେ। ଶତ୍ରୁ ବଳବାନ୍‌ ହେଲେ ବି କିଛି କ୍ଷତି କରିପାରିବେ ନାହିଁ। ଧାର୍ମିକ ପ୍ରକୃତିର ହେବେ। ସାହସୀ ଓ ଜ୍ଞାନୀ ହୋଇପାରନ୍ତି। ମଧୁରଭାଷୀ ହେବେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version