• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ବନ୍ଦ ପାଇଁ ଜଗତସିଂହପୁର ଜିଲ୍ଲା କଂଗ୍ରେସ କମିଟିର ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
February 13, 2021
in ଓଡ଼ିଶା, କଟକ, ଜଗତସିଂହପୁର, ହୋମ୍
0
ଓଡିଶା ବନ୍ଦ ପାଇଁ ଜଗତସିଂହପୁର ଜିଲ୍ଲା କଂଗ୍ରେସ କମିଟିର ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୩ ଫେବୃଆରୀ ଶନିବାର ) ଜଗତସିଂହପୁର :-  ଜିଲ୍ଲା କଂଗ୍ରେସ କମିଟି ସଭାପତି ନଟବର ବାରିକଙ୍କ ସଭାପତିତ୍ବରେ ଆସନ୍ତା ୧୫ତାରିଖ ସୋମବାର ଦିନ ଓଡିଶା ବନ୍ଦକୁ ସଫଳ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଓ ପିସିସି କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ବାଳଙ୍କ ଆହ୍ୱାନ କ୍ରମେ ଆହେତୁକ ତୈଳ ଦର ଓ ଅତ୍ୟାବଶିକ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ଓଡିଶା ବନ୍ଦକୁ ସଫଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା ।

ଏହି ବୈଠକରେ ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ରବୀନ୍ଦ୍ରନାଥ ମହାନ୍ତି, ପୂର୍ବତନ ପୌରାଧକ୍ଷ ବିପ୍ଳବ ଚୌଧୁରୀ,ଜିଲ୍ଲା ପରିଷଦ ସଭ୍ୟ ମହନି ଚରଣ ରାଉତ, ଜଗତସିଂପୁରର ନଗର କଂଗ୍ରେସ ସଭାପତି ଶ୍ରୀ ଅଭୟ କୁମାର ମହାନ୍ତି, ଜିଲ୍ଲା ଯୁବ କଂଗ୍ରେସ ସଭାପତି ପ୍ରଶାନ୍ତ କୁମାର ମଲ୍ଲିକ,ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଲିପକ୍ ସାହୁ, କଂଗ୍ରେସ ନେତା ପୂର୍ଣ୍ଣଚନ୍ଦ୍ର ପରିଡା,ନିତ୍ୟାନନ୍ଦ ପଣ୍ଡା,ସର୍ବେଶ୍ବର ପଣ୍ଡା, ପ୍ରଶାନ୍ତ କୁମାର ମହାପାତ୍ର,ପ୍ରଦୀପ୍ତ କୁମାର ସାହୁ, ସଂଜୀବ ସ୍ବାଇଁ,ଅଦୈତ ଜେନା,ଡଃ ଜଗଦାନନ୍ଦ ବେହେରା,,

ସିବ ପ୍ରସାଦ ବେହେରା, ମହମ୍ମଦ ସମ୍ମିମ,ନିରଞ୍ଜନ ସେନ,ମାନସ ରଥ,ନିରଞ୍ଜନ ବେହେରା ,କୃଷ୍ଣଚନ୍ଦ୍ର ପ୍ରଧାନ,ସୁର୍ଦଶନ ବେହେରା,ଭକ୍ତ ଚରଣ ଦାସ, ଅର୍ତବନ୍ଧୁ ବିଶ୍ବାଳ, ବଲ୍ଲଭାନନ୍ଦ ସ୍ବାଇଁ,ନିହାର ରଂଜନ ନାୟକ,ନାରାୟଣ ନାୟକ,ଆଶିଷ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଜଗତସିଂହପୁର ଜିଲ୍ଲାରେ ବନ୍ଦକୁ ସଫଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । (ପ୍ରତାପ କୁମାର ସିଂହ)
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version