• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଜେଟ ଅଭିବୃଦ୍ଧିକୁ ସୁହାଇବ : ବିଶେଷଜ୍ଞ

Proprietor Abhimanyu Maharana by Proprietor Abhimanyu Maharana
February 4, 2020
in ଓଡ଼ିଶା, ବାଣିଜ୍ୟ, ହୋମ୍
0
ବଜେଟ ଅଭିବୃଦ୍ଧିକୁ ସୁହାଇବ : ବିଶେଷଜ୍ଞ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ ) ଭୁବନେଶ୍ୱର 2020 :- କେନ୍ଦ୍ର ସରକାରଙ୍କ ୨୦୨୦-୨୧ର ବଜେଟରେ ଘୋଷଣା କରାଯାଇଥିବା ଅନେକ ପ୍ରସ୍ତାବ ଜନ କଲ୍ୟାଣକାରୀ ହେବ ଏବଂ ଏହା ବଜେଟକୁ ସୁହାଇବ ବୋଲି ବିଶେଷଜ୍ଞମାନେ କହିଛନ୍ତି । ସେମାନେ କହିଛନ୍ତି ଯେ ସାମାଜିକ କ୍ଷେତ୍ରର ବିକାଶ, ରପ୍ତାନି, ଭିତିଭୂମି, ଦକ୍ଷତା ବିକାଶ ଓ ଉତମ ପ୍ରଶାସନ ପାଇଁ ଯେଉଁ ସବୁ ଘୋଷଣା କରାଯାଇଛି ତାହା ବେଶ ସ୍ୱାଗତଯୋଗ୍ୟ । ଆଜି ହୋଟେଲ ନ୍ୟୁ ମାରିଅନଠାରେ ଇଣ୍ଡିଆନ ଚାମ୍ବର ଅଫ କମର୍ସ (ଆଇସିସି) ପକ୍ଷରୁ ଆୟୋଜନ କରାଯାଇଥିବା ବଜେଟ ପରବର୍ତି ଆଲୋଚନା ଅଧିବେଶନରେ ଯୋଗ ଦେଇ ଆଇସିସି ଓଡ଼ିଶା ରାଜ୍ୟ ପରିଷଦର ସହ-ଅଧ୍ୟକ୍ଷ, ଜେ ବି ପାଣି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଏବଂ କହିଥିଲେ ଯେ, ବର୍ତମାନର ଜଟିଳ ଅର୍ଥନୈତିକ ସ୍ଥିତିରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ପାଇଁ ବିଶେଷ ସୁଯୋଗ ନଥିଲା । ତଥାପି ସେ ଅଭିବୃଦ୍ଧିକୁ ସୁହାଇବା ଭଳି ଏକ ବଜେଟ ଉପସ୍ଥାପନ କରିପାରିଛନ୍ତି ଯାହା ବେଶ ପ୍ରଶଂସାଯୋଗ୍ୟ । ମେଡିକାଲ ଉପକରଣ ଉପରେ ଘୋଷଣା କରାଯାଇଥିବା ଆଂଟି ଡମ୍ପିଂ ପଦକ୍ଷେପ ଦେଶ ପାଇଁ ଲାଭଦାୟକ ହେବ । ଲାଭାଂଶ ବଂଟନ ଟିକସ ଉଚ୍ଛେଦ କରାଯିବା ବିଷୟରେ ଘୋଷଣା କରାଯାଇଥିବାରୁ ଏହା ନିବେଶକମାନଙ୍କ ଦେଶରେ ଏକ ଉତମ ବାତାବରଣ ସୃଷ୍ଟି କରିବ ବୋଲି ସେ କହିଛନ୍ତି । ଦ୍ୱିତୀୟ ଓ ତୃତୀୟ ଶ୍ରେଣୀ ସହର ଗୁଡ଼ିକରେ ଆୟୁଷ୍ମାନ ଭାରତ ଜରିଆରେ ନୂତନ ହସ୍ପିଟାଲ ସ୍ଥାପନ କରିବା ଲାଗି କରାଯାଇଥିବା ଘୋଷଣାକୁ ସେ ପ୍ରଶଂସା କରିଛନ୍ତି ।

ଏମଏମଏମଇଗୁଡ଼ିକ ପାଇଁ ଅଡିଟ ସୀମାକୁ ୧ କୋଟିରୁ ବଢ଼ାଇ ୫ କୋଟି ଟଙ୍କା କରିବା, ଜଳସେଚନ ଓ କୃଷି କ୍ଷେତ୍ର ଲାଗି କରାଯାଇଥିବା ଘୋଷଣାଗୁଡ଼ିକ ଦେଶକୁ ଦ୍ରୁତ ଅଭିବୃଦ୍ଧି ପଥରେ ଅପସ୍ଥାପିତ କରିବ ବୋଲି ସେ କହିଛନ୍ତି । ବ୍ୟାଙ୍କ ଜମା ପାଇଁ ବୀମା ପରିମାଣକୁ ୧ ଲକ୍ଷ ଟଙ୍କାରୁ ବାଇ ୫ ଲକ୍ଷ ଟଙ୍କା କରାଯିବ ଓ କୃଷି କ୍ଷେତ୍ର ପାଇଁ ଜଳସେଚନ, ଗୋଦାମ, ଲଜିଷ୍ଟିକ୍ସ ଓ ବିତରଣ ଏବଂ ସୁଲଭ ବାସଗୃହ ପାଇଁ ଟିକସରେ ଦିଆଯାଇଥିବା ସୁବିଧାକୁ ଏହି ଅଧିବେଶନର ବିଶେଷଜ୍ଞମାନେ ସ୍ୱାଗତ କରିଛନ୍ତି । ଏହି ଅବସରରେ ଅତିଥି ଭାବେ ଯୋଗ ଦେଇ ଜିଏସଟି, କେନ୍ଦ୍ରୀୟ ଉତ୍ପାଦ ଓ ସୀମା ଶୁଳ୍କର ପ୍ରିନସିପାଲ କମିସନର, ବିଜୟ କୁମାର କର ଜିଏସଟି ସଂସ୍କାର ବିଷୟରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ସେହିପରି ଆଇସିସି ଓଡ଼ିଶା ରାଜ୍ୟ ପରିଷଦର କୋର ଆଣ୍ଡ ଆଡଭାଇଜରି ସଦସ୍ୟ ରାଜେନ ପାଢ଼ି ସଡ଼କ, ରେଳ ଓ ପରିବହନ କ୍ଷେତ୍ରର ବିକାଶ ପାଇଁ ଘୋଷଣା କରାଯାଇଥିବା ପ୍ରସ୍ତାବଗୁଡ଼ିକ ବିଷୟରେ ଆଲୋଚନା କରିଥିଲେ । ମତ୍ସ୍ୟଚାଷ କ୍ଷେତ୍ର ଲାଗି କରାଯାଇଥିବା ଘୋଷଣା ଦେଶର ରପ୍ତାନି ବଢାଇବାରେ ସହାୟକ ହେବ ଏବଂ ଏହା ଏକ ମାଇଲଖୁଂଟ ବଜେଟ ବୋଲି ସେ କହିଛନ୍ତି । ସେହିପରି ଆଇସିସି ଓଡ଼ିଶା ରାଜ୍ୟ ପରିଷଦର ଫାଇନାନ୍ସ ଓ ଟିକସ କମିଟିର ସଂଯୋଜକ, ଏ କେ ସାବତ ଲାଭାଂଶ ବଂଟନ ଟିକସ ଉଚ୍ଛେଦ ଉପରେ ଆଲୋଚନା କରିଥିଲେ । ଏହି ଅବସରରେ ଇମ୍ଫାର ଉପ ସଭାପତି – କର୍ପୋରେଟ ବ୍ୟାପାର ଅଶୋକ କୁମାର ବେହେରା ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version