• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ଐତିହ୍ୟ କରିଡର ପ୍ଳାନ ଆଲୋଚନା କରିଡର ପାଇଁ ବଦଳିବ ନାହିଁ ଶ୍ରୀମନ୍ଦିର ନୀତି , ପରମ୍ପରା : ଶ୍ରୀମନ୍ଦିର ପ୍ରଶାସକ

Proprietor Abhimanyu Maharana by Proprietor Abhimanyu Maharana
February 4, 2020
in ଓଡ଼ିଶା, ଦେଶ, ହୋମ୍
0
ପୁରୀ ଐତିହ୍ୟ କରିଡର ପ୍ଳାନ ଆଲୋଚନା କରିଡର ପାଇଁ ବଦଳିବ ନାହିଁ  ଶ୍ରୀମନ୍ଦିର ନୀତି , ପରମ୍ପରା : ଶ୍ରୀମନ୍ଦିର ପ୍ରଶାସକ
Share on FacebookShare on TwitterWhatsapp

ସେବାୟତଙ୍କ ଅନ୍ତିମ ସତ୍କାର ପରମ୍ପରା ପାଳନ ହେବାରେ ନାହିଁ । କୌଣସି ଅସୁବିଧା ଦାରୁ ପହଣ୍ଡି ଓ ଚଳନ୍ତି ପ୍ରତିମା ପହଣ୍ଡି ପୂର୍ବପରି ବଳବତ୍ତର ରହିବ କରିଡରରେ ସ୍ଥାନ ପାଇବ ଦୈନିକ ୫,୦୦୦ ବ୍ୟକ୍ତି ମହାପ୍ରସାଦ ସେବନ କରିବା ଯୋଗ୍ୟ ବ୍ୟବସ୍ଥା ।

ପୁରୀ (ଓଡିଶା ତାଜା ନିଉଜ ) ପୁରୀ 4.2.2020 :- ଶ୍ରୀକ୍ଷେତ୍ରରେ ଆଗାମୀ ଦିନରେ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ହେବାକୁ ଥିବା ଐତିହ୍ୟ କରିଡର ନିର୍ମାଣ ଯୋଗୁଁ କୌଣସି ଶ୍ରୀମନ୍ଦିର ନୀତିକାନ୍ତି ତଥା ପରମ୍ପରା ପ୍ରଭାବିତ ହେବନାହିଁ ବୋଲି ସ୍ପଷ୍ଟ କରିଛନ୍ତି ମନ୍ଦିର ପ୍ରଶାସକ ତଥା ପୂର୍ତ୍ତ ସଚିବ କ୍ରିଶନ କୁମାର । ମଙ୍ଗଳବାର ଓଡିଶା ସେତୁ ଓ ନିର୍ମାଣ ନିଗମର କନଫରେନ୍ସ ହଲରେ ଆୟୋଜିତ ଏକ ଆଲୋଚନା ବୈଠକରେ ଐତିହ୍ୟ କରିଡର ପାଇଁ ଯୋଜନା ପ୍ରସ୍ତୁତ କରୁଥିବା ଭୂମିପୁତ୍ର କମ୍ପାନୀ ଉପସ୍ଥିତ ସରକାରୀ ଅଧିକାରୀ ତଥା ସମସ୍ତ ଅଂଶୀଦାରଙ୍କୁ ଏହାର ଯୋଜନା ବିଷୟରେ ବିସ୍ତାରରେ ବୁଝାଇଥିଲା । ଏହି ଆଲୋଚନାରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସମେତ ବିଭିନ୍ନ ନିଯୋଗ ସମିତି, ବିସ୍ଥାପିତ ସାହି ପରିବାର ତଥା ସେବାୟତଙ୍କ ପ୍ରତିନିଧି ଯୋଗ ଦେଇଥିଲେ । ଐତିହ୍ୟ କରିଡର ନିର୍ମାଣ ହେଲେ ବହୁ ଦିନ ଧରି ଚାଲିଆସୁଥିବା ଅନେକ ପରମ୍ପରା ଭଙ୍ଗ ହୋଇପାରେ ବୋଲି ଆଲୋଚନାରେ ଭାଗ ନେଇଥିବା ପ୍ରତିନିଧିଗଣ ଆଶଙ୍କା ପ୍ରକାଶ କରିଥିଲେ । ତେବେ ଏଭଳି କୌଣସି ପରମ୍ପରା ଭଙ୍ଗ ହେବ ନାହିଁ ବୋଲି ମନ୍ଦିର ମୁଖ୍ୟ ପ୍ରଶାସକ ଡଃ କ୍ରିଶନ କୁମାର କହିଥିଲେ । ମନ୍ଦିର ନୀତି କାନ୍ତି ପ୍ରସ୍ତାବିତ ଐତିହ୍ୟ କରିଡର ନିର୍ମାଣ ହେଲେ ଶ୍ରୀମନ୍ଦିର ସାମ୍ନାରେ ଅନେକ କଳାକୃତି ଓ ବୃକ୍ଷଲତା ସ୍ଥାନ ପାଇବ । ଏପରି ହେଲେ ସାହି ପରମ୍ପରା ଅନୁସାରେ ଅରୁଣ ସ୍ତମ୍ଭ ଆଗରେ ମୃତ୍ୟୁ ପରେ ଶେଷ ଦର୍ଶନ କରିବା ତଥା ଦେବତା ଓ ଚଳନ୍ତି ପ୍ରତିମାମାନଙ୍କ ପହଣ୍ଡି ହେବାରେ ଅସୁବିଧା ହେବ ବୋଲି ଆଶଙ୍କା ପ୍ରକାଶ ପାଇଥିଲା । ସେହିଭଳି ରଥଖଳାରେ ରଥ ନିର୍ମାଣ, ନୀଳାଦ୍ରି ବିଜେ ଇତ୍ୟାଦି ନିମନ୍ତେ ଆବଶ୍ୟକ ପରିମାଣରେ ସ୍ଥାନ ରହିବ କି ନା ସେ ବିଷୟରେ ମଧ୍ୟ ମନ୍ଦିର ନୀତିକାନ୍ତିରେ ସାମିଲ ଅନେକ ବ୍ୟକ୍ତି ଆଶଙ୍କା ପ୍ରକାଶ କରିଥିଲେ ।

ଏହି ଆଲୋଚନାରେ ଭାଗ ନେଇ ପୂର୍ତ୍ତ ସଚିବ କହିଥିଲେ କି ସମ୍ପ୍ରତି ପୁରୀ ଐତିହ୍ୟ କରିଡର ଯୋଜନାର କେବଳ ଚିଠା ପ୍ରସ୍ତାବକୁ ସାର୍ବଜନୀନ କରାଯାଇଛି ଓ ଏହା ଚୁଡାନ୍ତ ଯୋଜନା ନୁହେଁ । ଏଣୁ ଅଂଶୀଦାରମାନେ ଯେଉଁ ସବୁ ପ୍ରସଙ୍ଗ ଉଠାଇଛନ୍ତି ସେ ସମସ୍ତ ପ୍ରସଙ୍ଗକୁ ଆଖି ଆଗରେ ରଖି କିପରି ଯୋଜନାକୁ ସଂଶୋଧିତ ବା ପରିବର୍ଦ୍ଧିତ କରାଯାଇପାରିବ ସେ ବିଷୟରେ ଖୁବ ଶୀଘ୍ର ଏକ କ୍ଷୁଦ୍ର କମିଟି ନିଷ୍ପତ୍ତି ନେବ । ଯଜ୍ଞ, ମହାପ୍ରସାଦ , ଉତ୍କଳୀୟ ପରମ୍ପରା ଏହି ଆଲୋଚନାରେ ମହାରାଜା ଦିବ୍ୟସିଂହ ଦେବ ବଡଦାଣ୍ଡରେ ଶ୍ରୀମନ୍ଦିର କରିଡର ଅଞ୍ଚଳରେ ଏକ ଯଜ୍ଞଶାଳା ନିର୍ମାଣ କରିବାର ପ୍ରସ୍ତାବ ରଖିଥିଲେ । ସେହିପରି ଏହି କରିଡରରେ ସ୍ଥାନିତ ହେଉଥିବା ସମସ୍ତ କଳାକୃତିରେ ଉତ୍କଳୀୟ ସ୍ଥାପତ୍ୟ ପରମ୍ପରାର ଝଲକ ରହିବା ଆବଶ୍ୟକ ବୋଲି ପଦ୍ମ ବିଭୂଷଣ ପୁରସ୍କାରରେ ସମ୍ମାନିତ ସ୍ଥପତି ରଘୁନାଥ ମହାପାତ୍ର ମତବ୍ୟକ୍ତ କରିଥିଲେ । ଏହି ସବୁ ମତାମତକୁ ଯୋଜନାରେ ସାମିଲ କରାଯିବ ବୋଲି ଶ୍ରୀ କୁମାର କହିଥିଲେ । ପୁରୀ କରିଡରରେ ଦୈନିକ ପ୍ରାୟ ପାଞ୍ଚ ହଜାର ଲୋକ ବସି ମହାପ୍ରସାଦ ଭୋଜନ କରିପାରିଲା ଭଳି ଏକ ବ୍ୟବସ୍ଥା କରିବାକୁ ରାଜ୍ୟ ସରକାର ଆଗ୍ରହ ପ୍ରକାଶ କରିଛନ୍ତି ଓ ଏହାକୁ ଚୁଡାନ୍ତ ଯୋଜନାରେ ସାମିଲ କରାଯିବାକୁ ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡଃ କୁମାର କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version