• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଶ୍ୱ ଓଡ଼ିଶା ସମାଜର କୋଟିଆ ସମସ୍ୟା ନେଇ ଉଦ୍‌ବେଗ ପ୍ରକାଶ

Proprietor Abhimanyu Maharana by Proprietor Abhimanyu Maharana
February 16, 2021
in ଓଡ଼ିଶା, ଦେଶ, ବିଶ୍ଵ, ହୋମ୍
0
ବିଶ୍ୱ ଓଡ଼ିଶା ସମାଜର କୋଟିଆ ସମସ୍ୟା ନେଇ ଉଦ୍‌ବେଗ ପ୍ରକାଶ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଫେବୃଆରୀ ସୋମବାର ) ଟରୋଣ୍ଟୋ ,ଲଣ୍ଡନ , କାନ୍‌ବେରା , ଦୁବାଇ , ଭୁବନେଶ୍ୱର , କଟକ  :-  କୋଟିଆ ଗ୍ରାମପୁଞ୍ଜ ମାମଲା ନେଇ ବିଶ୍ୱ ଓଡ଼ିଶା ସମାଜ (ବିଓସ) ଗଭୀର ଉଦ୍‌ବେଗ ଓ ପ୍ରବଳ କ୍ଷୋଭ ପ୍ରକାଶ କରିଛି । ଅନ୍‌ଲାଇନ୍ ଦ୍ୱାରା ଅନୁଷ୍ଠିତ ‘ବିଓସ’ର ପ୍ରଥମ କାର୍ଯ୍ୟକାରୀ କମିଟି ବୈଠକରେ ଆନ୍ଧ୍ରପ୍ରଦେଶ ଦ୍ୱାରା କୋଟିଆ ଗ୍ରାମଗୁଡ଼ିକୁ କାରସାଦି କରି ନିର୍ବାଚନ ଆଳରେ ଯେଭଳି ତାଙ୍କ ରାଜ୍ୟ ସହିତ ମିଶାଇବା ପାଇଁ ଘୃଣ୍ୟ ଉଦ୍ୟମ କରାଯାଇଛି ତା’ର ଘୋର ନିନ୍ଦା କରାଯାଇଛି । ଏଭଳି ଅନୈତିକ ଓ ବେଆଇନ୍ କାର୍ଯ୍ୟରେ ଲିପ୍ତ ଥିବା ଆନ୍ଧ୍ରପ୍ରଦେଶର ଅସାଧୁ ଅମଲାମାନଙ୍କ ବିରୁଦ୍ଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ‘ବିଓସ’ ତରଫରୁ ଏହି ବୈଠକରେ ଏକ ସର୍ବସମତ୍ତ ପ୍ରସ୍ତାବ ପାରିତ କରାଯାଇ ଦୃଢ଼ ଦାବି ଉପସ୍ଥାପନ କରାଯାଇଛି । ‘ବଓସ’ର ଅଧ୍ୟକ୍ଷ ବରିଷ୍ଠ ସାମ୍ବାଦିକ କିଶୋର ଦ୍ୱିବେଦୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଇଣ୍ଟରନେଟ୍ ଅଧିବେଶନ ରେ ଓଡ଼ିଶାର ସମ୍ପୂର୍ଣ୍ଣ ସୀମାରେଖାସ୍ଥିତ ବିଚ୍ଛିନ୍ନାଞ୍ଚଳରେ ବସବାସ କରୁଥିବା ଓଡ଼ିଆ ଅଧିବାସୀ ମାନଙ୍କର ସ୍ୱାର୍ଥରକ୍ଷା ତଥା ସେମାନଙ୍କର ସାମଗ୍ରିକ କଲ୍ୟାଣ ସାଧନା ନେଇ ‘ବିଓସ’ ଏହାର ପ୍ରତିବଦ୍ଧତା ଘୋଷଣା କରିଛି ।

ଭର୍ଚ୍ଚୁଆଲ୍ ସଭାରେ ନିଜର ଭାଷା, ସଂସ୍କୃତି ଓ ଐତିହ୍ୟ ତଥା ମୌଳିକ ପରିଚିତିକୁ ବଜାୟ ରଖିବା ପାଇଁ ସଦାସର୍ବଦା ସଂଘର୍ଷରତ ବିଚ୍ଛିନ୍ନାଞ୍ଚଳର ଭାଇଭଉଣୀ ମାନଙ୍କ ପଛରେ ‘ବିଓସ’ ଶକ୍ତ ଭାବରେ ଛିଡ଼ା ହେବାକୁ ନିଜର ଅଙ୍ଗିକାରବଦ୍ଧତା ପ୍ରକାଶ କରିବା ସହିତ ଏହି ସଂକଟ ମୁହୂର୍ତ୍ତରେ ସେମାନଙ୍କର ସୁରକ୍ଷା ପାଇଁ ‘ବିଓସ’ ବ୍ୟାପକ ସଂଘର୍ଷ ଆରମ୍ଭ କରିବାକୁ ପ୍ରସ୍ତୁତ ଥିବା ପ୍ରକାଶ କରାଯାଇଛି । ଲାଇଭ୍‌ଷ୍ଟ୍ରିମିଂ ବୈଠକକୁ ସମ୍ବୋଧନ କରି ବରିଷ୍ଠ ଆଇନଜୀବୀ ଅଜିତ ପାତ୍ର, ପୂର୍ବତନ ପୁଲିସ ଡିଜି ମନମୋହନ ପ୍ରହରାଜ, କୋରାପୁଟର ପ୍ରାକ୍ତନ ଜିଲ୍ଲାପାଳ ଗଦାଧର ପରିଡ଼ା, ପୂର୍ଣ୍ଣାଙ୍ଗ ଉତ୍କଳ ନ୍ୟାସ ମଣ୍ଡଳୀର କର୍ମକର୍ତ୍ତା ଶୀତାବଲ୍ଲଭ ମହାପାତ୍ର ଓ ପର୍ଶୁରାମ ଦ୍ୱେବିଦୀ, ‘ବିଓସ’ର ଆଇନ ପରାମର୍ଶଦାତା ଶିବଶଙ୍କର ମିଶ୍ର, ଆମ୍ବେଦର ପ୍ରତିଷ୍ଠାନ ର ନିର୍ଦ୍ଦେଶକ ଦେବେନ୍ଦ୍ର ମାଝୀ, ଆଇଟି ବିଶେଷଜ୍ଞ ଆର୍‍.ଏନ୍‍.ବେହେରା, ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହାରଥା, ବରିଷ୍ଠ ପ୍ରଶାସକ କୃପାନିଧି ବିଶ୍ୱାଳ, ଚାର୍ଟାଡ୍‍ ଆକାଉଣ୍ଟାଣ୍ଟ ରବୀ ପାଣି ଓ ସୁଧିର ଦାସ ତଥା

‘ବିଓସ’ର ଅଷ୍ଟ୍ରେଲିଆ ସ୍ଥିତ ମୁଖ୍ୟ ମୁଖପାତ୍ର ସୁଶ୍ରୀ ଶ୍ୱାତୀ ପ୍ରମୁଖ ‘ବିଶ୍ୱ ଓଡ଼ିଶା ସମାଜ’ର ମୁଖ୍ୟ ଦାବି ପ୍ରତି ସମର୍ଥନ ଜ୍ଞାପନ କରିବା ସାଙ୍ଗକୁ ଓଡ଼ିଶାର ସୀମାଞ୍ଚଳ ବାସିନ୍ଦା ମାନଙ୍କର ସମସ୍ୟା ପ୍ରତି ସମବେଦନା ଜ୍ଞାପନ କରିଥିଲେ । ଏହି ୱେବିନାର୍ ‌ରେ ଉପସ୍ଥିତ ଥିବା ‘ବିଓସ’ର କାର୍ଯ୍ୟକାରୀ କମିଟି ସଦସ୍ୟମାନଙ୍କ ମଧ୍ୟରେ ଅମୀୟ ମିଶ୍ର, ସଞ୍ଜୟ ଦାସ, ଶିବରଞ୍ଜନ ବିଶ୍ୱାଳ, ସୁମିତା ସାହୁ, ମନୋଜ ନାୟକ, ସିଦ୍ଧାର୍ଥ ଦାସ, ପ୍ରଦୀପ ରଥ, ସୁନନ୍ଦା ମିଶ୍ର, ତନ୍ମୟ ପଣ୍ଡା, ଦେବର୍ଶୀ ମଲ୍ଲିକ, ଚିଦାତ୍ମିକା ଖଟୁଆ ଏବଂ ମୀନକେତନ ସାମଲ ପ୍ରମୁଖ ଅନ୍ତର୍ଭୁକ୍ତ ଥିଲେ । ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟମାନଙ୍କ ମଧ୍ୟରେ ପ୍ରଭାତୀ ମିଶ୍ର, ଦୀପକ ଦାସ, ବିନୟ ପଟ୍ଟନାୟକ, ସଞ୍ଜିବ ପଟ୍ଟନାୟକ, କୃଷ୍ଣ ନାୟକ, ମଙ୍ଗଳା ପ୍ରସାଦ ମହାନ୍ତି ଓ ପ୍ରଦୀପ ମହାପାତ୍ର ପ୍ରମୁଖ ସାମିଲ୍ ଥିଲେ । ଡିଜିଟାଲ ମଞ୍ଚରେ ବି.ଓ.ସ ର  ମିଶନ, ସଦସ୍ୟତା, ପ୍ରବାସୀ ଓଡ଼ିଆ ମନ୍ତ୍ରଣାଳୟ ଗଠନ, ନୈତିକତା ରକ୍ଷା ଏବଂ ବୈଷୟିକ କମିଟି ଆଦିର ଆବାହକ ଓ ସହ ଆବାହକମାନେ ସେମାନଙ୍କର କାର୍ଯ୍ୟାବଳୀର ପ୍ରଗତି ପତ୍ର ଉପସ୍ଥାପନ କରିଥିଲେ । କାର୍ଯ୍ୟକାରୀ କମିଟି ବୈଠକରେ ୟୁଏଇ ଓଡ଼ିଶା ସମାଜର ସାଧାରଣ ସମ୍ପାଦକ ପ୍ରୀତିଶ ରଞ୍ଜନ ଦାସ କୋଟିଆ ଗ୍ରାମପୁଞ୍ଜ ସମ୍ପର୍କିତ ପ୍ରସ୍ତାବ ଆଗତ କରିଥିଲେ ଏବଂ ଅଷ୍ଟ୍ରେଲିଆ ଓଡ଼ିଆ ସମାଜର ସଭାପତି ଡକ୍ଟର ନଳିନୀ ପତି ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରାରମ୍ଭରେ ପୁଷ୍ପାଞ୍ଜଳି ବାରିକ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version