• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଜରଙ୍ଗ ଦଳ କର୍ମୀଙ୍କୁ ହତ୍ୟା ପ୍ରସଙ୍ଗ ; ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
February 15, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବଜରଙ୍ଗ ଦଳ କର୍ମୀଙ୍କୁ ହତ୍ୟା ପ୍ରସଙ୍ଗ ; ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଫେବୃଆରୀ ସୋମବାର ) ହିଞ୍ଜିଳିକାଟୁ :- ମାନ୍ୟବର ଉଚ୍ଚତମ ନ୍ୟାୟଳୟଙ୍କ ନିର୍ଦ୍ଦେଶ ପରେ ଅଯୋଧ୍ୟା ଠାରେ ନିର୍ମିତ ହେବାକୁ ଯାଉଥିବା ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ସମଗ୍ର ଭାରତରେ ୨୦୨୧ ଜାନୁୟାରୀ ରୁ ୧୫ ଫେବଅୟାରୀ ୨୭ ତାରିଖ ପର୍ଯ୍ୟନ୍ତ ଏକ ନିଧି ସଂଗ୍ରହ ଅଭିଯାନ ଚାଲିଛି । ସେହି ଅଭିଯାନ ଅନୁକ୍ରମେ ଦିଲ୍ଲୀ ମଙ୍ଗଳପୁରୀ ନିବାସୀ ରିଙ୍କୁ ଶର୍ମା ମଧ୍ୟ ଅନ୍ୟ ଭକ୍ତ ମାନଙ୍କ ସହିତ ଅଭିଯାନରେ ଯୋଗ ଦେଇଥିଲେ । ଏଥି ପାଇଁ ସାହିର ମୁସଲମାନ ଯୁବକ ମାନଙ୍କ ଦ୍ୱାରା ତାଙ୍କୁ ହତ୍ୟା ଧମକ ଦିଆଯାଉଥିଲା । ଏ ନେଇ ଥାନାରେ ଅଭିଯୋଗ କରାଯିବା ପରେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇନଥିଲା ।ଗତ ୧୦ ତାରିଖରେ ରିଙ୍କୁ ଶର୍ମା ନିଜ ଭାଇଙ୍‌କ ସହ ନିଧି ସଂଗ୍ରହ ଅଭିଯାନ ସାରି ଘରକ ଫେରିବା ପରେ ରାତ୍ର ପ୍ରାୟ ୧୦ଟାରେ ସାହିର କିଛି ମୁସଲମାନ ଯୁବକ ଓ ମହିଳା ଆକ୍ରମଣ କରିବା ସହ ଗ୍ୟାସ ସିଲିଣ୍ଡର ଫଟାଇ ଅତ୍ୟା ଉଦ୍ୟମ କରିଥିଲେ । ତେବେ ରିଙ୍କୁଙ୍କ ମୃତ୍ୟୁ ଘଟିଥିଲା । ସଂପୃକ୍ତ ଅଂଚଳର ପୁଲିସ ମୁସଲମାନଙ୍କ ପ୍ରଭାବ ତଥା ଚାପରେ ମାମଲା ରଫାଦଫା କରିବାକୁ ଚେଷ୍ଟା ଚଲାଇଥିବା ଅଭିଯୋଗ ହୋଇଛି ।

ଏହି ପରିପ୍ରେକ୍ଷୀରେ ରବିବାର ଗଂଜାମ ଜିଲ୍ଲା ବଜରଙ୍ଗ ଦଳ ପକ୍ଷରୁ ୬ଦଫା ଦାବି ବିଶିଷ୍ଟ ଏକ ସ୍ମାରକ ପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ହିଞ୍ଜିଳି ଥାନା ଏସଆଇ ବାସୁଦେବ ଭୋଇଙ୍କ ଜରିଆରେ ପ୍ରଦାନ କରାଯାଇଛି । ରିଙ୍କୁ ଶର୍ମା ହତ୍ୟାକାରୀ ଓ ଅନ୍ୟାନ ଆକ୍ରମଣକାରୀଙ୍କୁ ତୁରନ୍ତ ଫାଶୀ ଦିଆଯାଉ, ଫାଷ୍ଟଟ୍ରାକ କୋର୍ଟରେ ପରାମର୍ଶଦାତାଙ୍କ ଆଦେଶ ଅନୁଯାୟୀ ସ୍ୱତନ୍ତ୍ର ସରକାରୀ ଓକିଲ ନିଯୁକ୍ତ କରିବା, ଅତ୍ରାର ଶୀକାର ପରିବାରର ଜଣଙ୍କୁ ସରକାରୀ ଚାକିରୀ ପ୍ରଦାନ, ପରିବାରକୁ ୧କୋଟି ଟଙ୍କା ସରକାରୀ ସହାୟତା ପ୍ରଦାନ, ଦିଲ୍ଲୀରେ ହିନ୍ଧୁ ମାନଙ୍କ ଉପରେ ଚାଲିଥିବା ଆକ୍ରମଣ ସକାଶେ ହାଲଡ଼ି ପୁଲହଙ୍କୁ ଉତରଦାୟୀ କରାଯାଉ, ହିନ୍ଦୁ ଯୁବକ ମାନଙ୍କୁ ସୁରକ୍ଷା ଲାଇସେନ୍ସ ପ୍ରଦାନ ଇତ୍ୟାଦି ଦାବି ଉଲ୍ଲେଖ ରହିଛି । କାର୍ଯ୍ୟକ୍ରମରେ ବଜରଙ୍ଗ ଦଳ ସଂଯୋଜକ ଗୌତମ ମହାରଣା, ପ୍ରଖଣ୍ଡ ସହ ସଂଯୋଜକ କାହ୍ନୁ ଚରଣ ବିଶ୍ୱାଳ, ହରପ୍ରସାଦ ସ୍ୱାଇଁ, ପୁରୁଷୋତମ ମଲ୍ଲ, ଆଲୋକ ନାୟକ, ରାକେଶ ରଥ, ଇ. ସରୋଜ ପାତ୍ର, ଲକ୍ଷ୍ମଣ ବେହେରା, ରୁଦ୍ରାକ୍ଷ ବାନତ୍ୟା, କରୁଣାକର ବେହେରା, ପ୍ରକାଶ ଦାଶ ପ୍ରମଖ ଉପସ୍ଥିତ ଥିଲେ ।( ରିପୋର୍ଟ – ଶୁସାନ୍ତ ପ୍ରଧାନ  )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version