• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଉରକେଲାରେ ଆନ୍ତର୍ଜାତିକ ମାନର ହକି ଷ୍ଟାଡିଅମର ଶିଳାନ୍ୟାସ : ଷ୍ଟାଡିଅମକୁ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
February 16, 2021
in ଓଡ଼ିଶା, କ୍ରୀଡ଼ା, ସୁନ୍ଦରଗଡ଼, ହୋମ୍
0
ରାଉରକେଲାରେ ଆନ୍ତର୍ଜାତିକ ମାନର ହକି ଷ୍ଟାଡିଅମର ଶିଳାନ୍ୟାସ : ଷ୍ଟାଡିଅମକୁ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଶ୍ରୀପଞ୍ଚମୀର ପବିତ୍ର ତିଥିରେ 2023 ପୁରୁଷ ବିଶ୍ବକପ୍‌ ହକି ପାଇଁ ପ୍ରସ୍ତୁତିର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ , ୨୦ ବର୍ଷ ତଳେ ରାଜ୍ୟର ଯୋଜନା ବଜେଟ ୨୮୦୦ କୋଟି ଥିବାବେଳେ ଆଜି କେବଳ ସୁନ୍ଦରଗଡ ଜିଲ୍ଲା ପାଇଁ 5000 ହଜାର କୋଟି ଟଙ୍କାର ପ୍ରକଳ୍ପ  ହୋଓ ମୁଣ୍ଡାରି ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସ୍ଥାନିତ କରିବା ପାଇଁ ଉଦ୍ୟମ ଜାରି ରହିବ ।

ଓଡ଼ିଶା ତାଜା ନ୍ୟୁଜ (୧୬ ଫେବୃଆରୀ ମଙ୍ଗଳବାର ) ଭୁବନେଶ୍ୱର :- ଆଜି ଦିନିକିଆ ସୁନ୍ଦରଗଡ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ପାନଚ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ରାଉରକେଲା ଠାରେ 2023ପୁରୁଷ ବିଶ୍ବକପ୍‌ ହକି ଆୟୋଜନକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ସେଠାରେ ଆନ୍ତର୍ଜାତୀୟ ମାନର ଷ୍ଟାଡିଅମର ଶିଳାନ୍ୟାସ କରିଛନ୍ତି । ଏହି ନୂତନ ଷ୍ଟାଡିଅମ ବିଶିଷ୍ଟ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରାଗଲା ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି stadium ଦେଶର ସବୁଠାରୁ ବଡ଼ ହକି stadium ହେବ । ଏହି ଷ୍ଟାଡିଅମ ଯୁବ ସମାଜ ମଧ୍ୟରେ ପ୍ରେରଣା ସୃଷ୍ଟି କରିବା ସହିତ ବଡ ବଡ ସ୍ବପ୍ନ ଦେଖିବା ଓ ବଡ ବଡ କାମ କରିବା ପାଇଁ ଉତ୍ସାହ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ରାଉରକେଲା ସହିତ ବିଜୁବାବୁଙ୍କର ସଂପର୍କ ବିଷୟ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଉରକେଲାର ଷ୍ଟିଲ ପ୍ଲାଣ୍ଟ ଠାରୁ ଆରମ୍ଭ କରି NIT ପର୍ଯ୍ୟନ୍ତ ସବୁଥିରେ ବିଜୁବାବୁଙ୍କ ସ୍ମୃତି ଭରି ରହିଛି । ରାଉରକେଲାକୁ ଆଶାର ସହର –City of Hopes ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନେ ମଧ୍ୟ ଜୀବିକା ପାଇଁ ରାଉରକେଲାକୁ ଆସିଥାନ୍ତି ।

ସୁନ୍ଦରଗଡ ଜିଲ୍ଲାର ମିଶନ ଶକ୍ତିର ମା ମାନଙ୍କୁ ସେମାନଙ୍କର ବିକାଶ କାମରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ ବାଲିଶଂକରାର ଜୟନ୍ତୀ ଏକ୍କା କିପରେ ଭୁବନେଶ୍ବରର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ତାଙ୍କର ଉଦ୍‌ଯୋଗ ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ, ସେ ବିଷୟ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, ଜୟନ୍ତୀଙ୍କ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଜନଜାତିର ପିଲାମାନଙ୍କ ଶିକ୍ଷା ସୁବିଧା ସହିତ ଜନଜାତି ସଂସ୍କୃତିର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହ ମୁଣ୍ଡାରି ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ପୁଣି ଥରେ ଦାବୀ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୦ ମସିହାରେ ରାଜ୍ୟର ଯୋଜନା ବଜେଟ ମାତ୍ର ୨୮୦୦ କୋଟି ଥିବାବେଳେ, ଆଜି କେବଳ ସୁନ୍ଦରଗଡ ଜିଲ୍ଲା ପାଇଁ ପାନଚ ହଜାର କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି । ଏହାକୁ ମୁଖ୍ୟମନ୍ତ୍ରୀ ରୂପାନ୍ତରର ନମୂନା ତଥା ବିକାଶର ନମୂନା ଭାବରେ ବର୍ଣ୍ଣନା କରିବା ସହିତ ବିକାଶର ଏହି ଧାରାକୁ ଜାରି ରଖିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି କାର୍ଯ୍ୟ କ୍ରମରେ ବହୁ ମନ୍ତ୍ରୀ ସାସଦ ବିଧାୟକ ଯୋଗ ଦେଇଥିଲେ । ବିଶିଷ୍ଟ ହକି ତାରକା ଶ୍ରୀ ଦିଲ୍ଲୀପ ତୀର୍କୀ ଧନ୍ୟବାଦ ଦେଇଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version