No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୬ ଫେବୃଆରୀ ମଙ୍ଗଳବାର ) ବରଗଡ଼ :- କୃତୀ ଶିକ୍ଷକ ସ୍ଵର୍ଗତ ଭଗବାନ ମିଶ୍ର ଙ୍କ ୮୫ ତମ ଜୟନ୍ତୀ ଉତ୍ସବ ଆସନ୍ତା ୧୮ ତାରିଖ ରେ ବରଗଡ଼ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ୍ ହଲ୍ ଠାରେ ଅନୁଷ୍ଠିତ ହେବ ବୋଲି ସ୍ମୃତି ସମିତି ର ଏକ ପ୍ରସ୍ତୁତି ବୈଠକ ରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଜୟନ୍ତୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ସା°ସଦ ସୁରେଶ ପୂଜାରୀ,
ସମ୍ମାନିତ ଅତିଥି ଭାବେ ବରଗଡ଼ ଜିଲ୍ଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ, ଏବଂ ମୁଖ୍ୟ ବକ୍ତା ଭାବେ ଡଃ ଛାୟାକାନ୍ତ ଷଡ଼ଙ୍ଗୀ ଯୋଗ ଦେବେ ବୋଲି କହିଥିଲେ । ସମିତି ର ସଭାପତି ପ୍ରୀତମ ସିଂ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମିତି ସମସ୍ତ ସଭ୍ୟ, ସଭ୍ୟା ଉପସ୍ଥିତ ଥିଲେ । (ସତ୍ୟ ନାରାୟଣ ପ୍ରଧାନ ବରଗଡ଼)
No Result
View All Result